ରାଜ୍ୟ

ଢୋଲକିଆଙ୍କ ରକ୍ତ ନେଇ ଶ୍ରୀମୟୀଙ୍କ ପ୍ରତାପଙ୍କୁ ଟାର୍ଗେଟ: ଭଣ୍ଡ ସନ୍ନ୍ୟାସୀଙ୍କୁ ମାରିଲେ ତେରଛା ବାଣ

ଭୁବନେଶ୍ୱର,୧୨।୧୦: ବିଜେଡି ଉପସଭାପତି ପ୍ରତାପ ଜେନାଙ୍କୁ ଶ୍ରୀମୟୀ ମିଶ୍ରଙ୍କ ଟାର୍ଗେଟ।ଜୟ ଢୋଲକିଆ, ରାଜେନ୍ଦ୍ର ଢୋଲକିଆଙ୍କ ରକ୍ତ ନୁହେଁ’ର ଜବାବ ଦେଲେ ଶ୍ରୀମୟୀ। ତେବେ ସେ କହିଛନ୍ତି, ଭଣ୍ଡ ସନ୍ନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି। କାହାକୁ ଅନୁଭବ କରି…

ରାତାରାତି ପଲଟିଗଲା ଗେମ୍‌: ବସନ୍ତ ପଣ୍ଡାଘରୁ ପ୍ରାର୍ଥୀ କରିବ ବିଜେଡ଼ି!

ନୂଆପଡା,୧୨।୧୦(ମକାରୁ ବେମାଲ): ନୂଆପଡା ଉପ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଗୋଟେ ପଟେ କହିବାକୁ ଗଲେ ବିଜେଡି ପାଇଁ ଅଡୁଆ ବଢ଼ିଛି। ଆସନ୍ତା ନଭେମ୍ବର ୧୧ରେ ଉପ ନିର୍ବାଚନ ହେବାକୁ ଥିବାବେଳେ ଏଯାଏ ବିଜେଡିର ଅଙ୍କ…

ଏଥର ଉପ ନିର୍ବାଚନରେ ଜଣେ ପ୍ରାର୍ଥୀ ଖର୍ଚ୍ଚ କରିପାରିବେ ୪୦ ଲକ୍ଷ: କାହିଁକି ଖୋଲିବେ ନୂଆ ଆକାଉଣ୍ଟ

ନୂଆପଡ଼ା,୧୧ା୧୦ (ମକାରୁ ବେମାଲ) ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ…

ହୀରାକୁଦରେ ୧୦୦ କୋଟିର ଆକ୍ୱା ପାର୍କ, ପାଣ୍ଡରାରେ ୫୯ କୋଟିର ମାଛ ମାର୍କେଟ

ଭୁବନେଶ୍ୱର,୧୨ା୧୦(ସୁନିତ୍‌ ମିଶ୍ର): ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହିସବୁ ଯୋଜନା କୃଷକମାନଙ୍କୁ ଆତ୍ମନିର୍ଭର…

ମହାକାଶ ଯିବ ଓଡ଼ିଶା ନିର୍ମିତ ‘ବ୍ୟୋମମିତ୍ର’

ଭୁବନେଶ୍ୱର,୧୨ା୧୦ (ସୁଚିସ୍ମିତା ସାହୁ): ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ) ଆସନ୍ତା ଡିସେମ୍ବରରେ ‘ଗଗନୟାନ’ ମିଶନରେ ହାପ୍‌ ହ୍ୟୁମାନଏଡ୍‌ ବା ଅର୍ଦ୍ଧମାନବୀୟ ରୋବୋକୁ ସାମିଲ କରିବାକୁ ଯାଉଛି। ପ୍ରଥମଥର ମହାକାଶ ଯିବ ମହିଳା ରୋବୋ ‘ବ୍ୟୋମମିତ୍ର’। ତେବେ ବ୍ୟୋମମିତ୍ରର ମୁଣ୍ଡ, ୨ଟି…

ବିଜେଡିକୁ ନେଇ ଆସିଲା ବଡ଼ ଖବର, ରାଜନୀତିରେ ଚହଳ

ଭୁବନେଶ୍ୱର, ୧୨।୧୦ (ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଓଡିଶାରୁ ୪ ରାଜ୍ୟ ସଭା ଆସନ ଖାଲି ହେବ। ରାଜ୍ୟ ସଭା ସଦସ୍ୟ ମୁଜିବୁଲ୍ଲା ଖାନ(ମୁନା), ନିରଞ୍ଜନ ବିଶି, ସୁଜିତ କୁମାର ଓ ମମତା ମହନ୍ତଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି। ତେଣୁ ଏହି…

ବାରିପଦା ବଡ଼ ମେଡିକାଲରୁ ଚୋରି ଶିଶୁ ବୈଶିଙ୍ଗାରୁ ଉଦ୍ଧାର: ମହିଳା ଆଉ ସ୍ବାମୀଙ୍କୁ ବାନ୍ଧିଲା…

ବୈଶିଙ୍ଗା,୧୧।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ବଡ଼ ମେଡ଼ିକାଲରୁ ଚୋରି ହୋଇଥିବା ଶିଶୁକୁ ଶନିବାର ଅପରାହ୍ନରେ ବୈଶିଙ୍ଗା ବଜାର ଅଞ୍ଚଳରୁ ଉଦ୍ଧାର କରାଯାଇଛି। ଏଥିସହ ଶିଶୁ ଚୋରି କରିଥିବା ମହିଳାଙ୍କୁ ମଧ୍ୟ ଗିରଫ କରିଛି ବାରିପଦା ପୋଲିସ। ପ୍ରାପ୍ତ ସୂଚନା ମୁତାବକ,…

ନୂଆପଡ଼ା ଉପନିର୍ବାଚନ: ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ପ୍ରାର୍ଥୀ

ନୂଆପଡ଼ା,୧୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ ମଧୁସୂଦନ…

ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ୍‌ ମଜୁମ୍‌ଦାର

ଭୁବନେଶ୍ୱର,୧୧ା୧୦: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତେବେ…

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା ପଟୁ…

ରାଜୁ ଭାଇଙ୍କୁ ମନେ ପକାଇଲା ବିଜେଡି: କହିଲା ଜୟଙ୍କ ଦେହରେ ପ୍ରବାହିତ ହେଉନି ଢୋଲକିଆ ରକ୍ତ

ନୂଆପଡ଼ା,୧୧।୧୦: ଜୟ ଢୋଲକିଆ ଭାଜପାରେ ମିଶିବା ପରେ ବିଜେଡିର ପ୍ରତିକ୍ରିୟା। ପ୍ରେସମିଟ କରି ଜୟ ଢୋଲକିଆଙ୍କୁ ଟାର୍ଗେଟ କଲେ ପ୍ରତାପ ଜେନା। ସେ କହିଛନ୍ତି ଘୋଡ଼ା ବେପାରରେ ଜୟ ଢୋଲକିଆ ବିକ୍ରି ହୋଇଗଲେ। ରାଜୁ ଭାଇ ଯଦି ବଞ୍ଚିଥାନ୍ତେ ତାହେଲେ ଏକଥାକୁ…

ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍‌ କାର୍ଯ୍ୟ

ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?