ରାଜ୍ୟ

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ ବିତାଉଛନ୍ତି ଲୋକେ। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ମିଲିମିଟର ବର୍ଷା ରେକର୍ଡ…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି ଲେଖିଲେ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ। ଅନିୟମିତ ଅଭିଯୋଗରେ ୨୦୨୪ରେ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା ଗାଁର ପୁର୍ଣ୍ଣଚନ୍ଦ୍ର ବାରିକଙ୍କ ପୁଅ ଦିଲ୍ଲିପ କୁମାର ବାରିକ (୩୫) ଘରପାଖ ଚାଷଜମିକୁ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ ଗୁଡ୍‌ବୁକ୍‌ରେ ଅଛନ୍ତି। ତେବେ ଏମ୍‌ପି ଏବଂ ମନ୍ତ୍ରୀପୂର୍ବରୁ ଭାରତୀୟ ପ୍ରଶାସନିକ ଅଧିକାରୀ ଭାବେ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର ଲୁଟେରା। ଖୁଣ୍ଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ନନ୍ଦ କିଶୋର ପଟ୍ଟନାୟକଙ୍କ ନିକଟକୁ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ଜଳଭଣ୍ଡାରକୁ ୧ ଲକ୍ଷ ଘନଫୁଟରୁ ଊଦ୍ଧର୍‌ବ ବନ୍ୟାଜଳ ପ୍ରବେଶ କରୁଥିବା ସତ୍ତ୍ବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ ପାଇଁ ଅଞ୍ଚଳବାସୀ ପୁଣି ଦାବି କରିଛନ୍ତି। ମଙ୍ଗଳବାର ସାନ ଆର୍ଯ୍ୟପଲ୍ଲୀ, ବଡ଼…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି. ରମେଶ ରାଓ। ଏହି ସୁନାମ ଅର୍ଜନ କରି ଛତ୍ରପୁର ବାସିନ୍ଦା ରମେଶ ଗଞ୍ଜାମ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ କଥା ହେବା ବାହାନାରେ ହୋଟେଲ ନେଇ ସେଠାରେ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?