ରାଜ୍ୟ

Bhubaneswar: ରାଜଧାନୀରେ ବଡ଼ ଅଘଟଣ: ସକାଳୁ ସକାଳୁ ଗୁଳି କରିଦେଲେ

ଭୁବନେଶ୍ୱର,୨୦।୪: ପୂର୍ବ ଶତ୍ରୁତାରୁ ରାଜଧାନୀ ଭୁବନେଶ୍ବରରେ ଫୁଟିଲା ଗୁଳି। ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳି ଫୁଟିଛି। ବାଇକରେ ଆସି ଯୁବକଙ୍କୁ ଗୁଳିମାରି ଚମ୍ପଟ ମାରିଛନ୍ତି ୨ଦୃବୁର୍ତ୍ତ। ଆହତ ଯୁବକଙ୍କ କାନ୍ଧରେ ଗୁଳି ବାଜିଛି। ଆହତ ଯୁବକ ଜଣକ ହେଲେ ଦୀପ୍ତିରଞ୍ଜନ ମହାପାତ୍ର।…

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…

୨୦୩୦ ସୁଦ୍ଧା ୧୦ଲକ୍ଷ ହେନ୍ତାଳ ବୃକ୍ଷ ଲଗାଇବାକୁ ପ୍ରୟାସ, ଓପ୍ସାକୁ ୧ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କଲେ ଧରିତ୍ରୀ ସିଇ

କାକଟପୁର/ଅସ୍ତରଙ୍ଗ,୧୯ା୪(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ)-ପୁରୀ ଜିଲା ଅସ୍ତରଙ୍ଗ ଭଉଁରିଆ ସେତୁ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓଡ଼ିଶା ପର୍ଯ୍ୟାବରଣ ସଙ୍ଗଠନ, ଅସ୍ତରଙ୍ଗ ସବୁଜ ଶାଖା ଓ ‘ଧରିତ୍ରୀ’ ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୁବ ପରିବେଶବିତ୍‌ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ…

OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର, ୧୯ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍‌ଏଫ୍‌)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ…

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୪(ବନ୍ଦନା ସେଠୀ) – ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗ୍‌ଡମ୍‌ର ସମ୍ମାନଜନକ ‘ସ୍ୟାଣ୍ଡ୍‌ ମାଷ୍ଟର ଆଓ୍ବାର୍ଡ’ରେ ସମ୍ମାନିତ ହୋଇଛନ୍ତି। ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଦର୍ଶନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ…

ଭଞ୍ଜନଗରରେ ଝଡ ତୋଫାନ ସହ ବର୍ଷା:ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ଭାଙ୍ଗିଲା କାର

ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ଗ୍ରାମରେ ଶନିବାର ଅପରାହ୍ନରେ ପ୍ରବଳ ଝଡ ତୋଫାନ ଯୋଗୁ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଏକ କାର ଉପରେ ପଡ଼ିଯାଇଛି । ଫଳରେ ଗାଡ଼ିଟି କ୍ଷତିଗ୍ରସ୍ତ ହୋଇଛି। ସାରେ ଭଞ୍ଜନଗର ଅଞ୍ଚଳରେ ଝଡ…

ଧରାପଡିଲେ ବାଇକ୍ ଚୋର ଗ୍ୟାଙ୍ଗ, ୨୩ବାଇକ୍ ଜବତ

ବରଗଡ଼, ୧୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ୍ ଏକ ବାଇକ ଚୋରି ରାକେଟକୁ ଠାବ କରିଛି। ଏହି ରାକେଟର ୮ଜଣିଆ ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି। ସେମାନଙ୍କ ପାଖରୁ ୨୩ ବାଇକ୍ ଜବତ ହୋଇଛି।…

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି…

ମୁହାଁମୁହିଁ ହେଲେ ନବୀନ-ମନମୋହନ, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ…

ଭାର ଉତ୍ତୋଳନ ସମର କୋଚିଂ କ୍ୟାମ୍ପ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ଯୋଜନା

ଭଞ୍ଜନଗର,୧୯।୪(ବାବୁଲା ପ୍ରଧାନ): ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରୀକ୍ଷା ସରିବା ପରେ ଛାତ୍ରୀଛାତ୍ରମାନେ ଘରେ ବସି ରହୁଛନ୍ତି। ତେଣୁ ସେମାନଙ୍କ ମଧ୍ୟରେ ଶାରୀରିକ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟର ସମସ୍ତ ଇଣ୍ଡୋର ଷ୍ଟାଡିୟମରେ ବିଭିନ୍ନ ପ୍ରକାର ମାଗଣା ତାଲିମ ଶିବିର ବର୍ତ୍ତମାନ…

ଆୟୁଷ୍ମାନ ଭାରତକୁ ନେଇ ଆସିଲା ବଡ଼ଖବର: ସଫ୍ଟୱେର ସମସ୍ୟା

ଭୁବନେଶ୍ୱର,୧୯।୪: ଓଡ଼ିଶାରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରିତା ବେଳେ ସଫ୍ଟୱେର ସମସ୍ୟା ଦେଖାଦେଉଛି। ହେଲ୍‌ଥ କେୟାର ପ୍ରୋଭାଇଡର୍ସ ରାଜ୍ୟ ସମ୍ପାଦକ ନିଲାଞ୍ଜନା ମୁଖାର୍ଜୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଟିପି ଜେନେରେଟ ଟାଇମ ଆଉଟ ସମୟ ୧୦ ମିନିଟକୁ କମିଛି।…

ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର: ଛକିରହିଥିଲା ଭିଜିଲାନ୍ସ ,ପରେ ଯାହା ହେଲା…

ସମ୍ବଲପୁର,୧୯।୪: ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଚାଷଜମିର କିସମ ପରିବର୍ତ୍ତନ କରିବାକୁ ୬ ହଜାର ଲାଞ୍ଚ ନେଉଥିଲା ବେଳେ ପୂର୍ବ ଯୋଜନା ମୁତାବକ ଛକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri