ରାଜ୍ୟ

ଗୋପାଳଙ୍କ ରିମାଣ୍ଡ ଅବଧି ବଢ଼ିଲା

ଝାରସୁଗୁଡ଼ା ଅଫିସ,୪ା୨: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ରିମାଣ୍ଡ ଅବଧି ବଢ଼ିଛି। ପୂର୍ବରୁ ୪ ଦିନିଆ ରିମାଣ୍ଡରେ ଯାଇଥିଲେ ଗୋପାଳ। ଶନିବାର ଏହି ଅବଧି ସରୁଥିବା ବେଳେ କ୍ରାଇମବ୍ରାଞ୍ଚ ପୋଲିସ ତରଫରୁ...

ଖ୍ୟାତନାମା ଗାୟିକା ବାଣୀ ଜୟରାମଙ୍କ ପରଲୋକ

ଚେନ୍ନାଇ: ସଙ୍ଗୀତଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ପୁରସ୍କାର ବିଜେତା କିମ୍ବଦନ୍ତୀ ଗାୟକ ବାଣୀ ଜୟରାମଙ୍କ ୭୭ ବର୍ଷ ବୟସରେ ଶନିବାର ପରଲୋକ ଘଟିଛି। ଚେନ୍ନାଇସ୍ଥିତ ଘରୁ ତାଙ୍କ ମୃତଦେହ ମିଳିଛି। ଏହି ଖବର ସମସ୍ତଙ୍କୁ ଚକିତ...

ମହୁମାଛି ଆକ୍ରମଣରେ ବିଧାୟକ ଆହତ

ଆନନ୍ଦପୁର,୪।୨(ଡି.ଏନ୍‌.ଏ): ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ବିଧାୟକ ଶନିବାର ଏକା ମର୍ନିଂ ଓ୍ବାକ୍‌ କରୁଥିବା ବେଳେ ଆନନ୍ଦପୁର ବ୍ଲକ ଛକଠାରେ ହଠାତ୍‌ ମହୁମାଛି ଆକ୍ରମଣ କରିଥିଲେ। ମହୁମାଛିଙ୍କ କବଳରୁ କୌଣସିମତେ...

ମିଳିଲା ମହାବଳ ବାଘର ସନ୍ଧାନ

ପାଟଣା,୪।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲ ଝରଣା ମଧ୍ୟରୁ ଗୁରୁବାର ଏକ ବାର୍‌ହାର ମୃତଦେହ ବନ ବିଭାଗ ଠାବ କରିଥିଲା। ଏପରିକି ମୃତଦେହ ନିକଟରେ ଜଙ୍ଗଲୀ ଜନ୍ତୁର ପାଦଚିହ୍ନ ସ୍ପଷ୍ଟ ହେବା...

ସଡ଼କ ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ପରଲୋକ

ଯାଜପୁର ଅଫିସ,୪।୨: ସଡ଼କ ଦୁର୍ଘଟଣାରେ ପୂର୍ବତନ ଯାଜପୁର ଏମ୍‌ପି ଅନାଦି ଦାସଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ଶନିବାର ପରଲୋକ ଘଟିଛି। ବାଇକ୍‌ରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ହାଇଓ୍ବା ମାଡିଯାଇଥିଲା।...

୫-ଟି ସଚିବଙ୍କ ଦେଓମାଳି ଗସ୍ତ: ବାଟରେ ଅଟକିଲେ ପର୍ଯ୍ୟଟକ

ପଟ୍ଟାଙ୍ଗି,୪।୨(ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଆସି ଫେରିଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଜିଲାରେ ରହି ବିଭିନ୍ନ ଅଞ୍ଚଳ ଗସ୍ତ କରି ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରୁଛନ୍ତି। ଏହି ଅବସରରେ ଶନିବାର...

ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଇ ଦିଆଯାଉଥିଲା। ଏହାକୁ କେନ୍ଦ୍ର ସରକାର ବନ୍ଦ କରିବା ଦ୍ୱାରା ଗରିବ...

ବାଇକ୍‌ ଦୁର୍ଘଟଣା: ଶଳା ମୃତ, ଭିଣେଇ ଗୁରୁତର

ମୋହନା,୪।୨(ଡି.ଏନ.ଏ.): ଗଜପତି ଜିଲା ମୋହନା ଥାନା ମଧୁରଆମ୍ବ ଗାଁ ନିକଟରେ ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା ବାଇକ୍‌ l ଏହି ଦୁର୍ଘଟଣାରେ ଶଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଭିଣେଇ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ଶିକୁଳିପଦର...

ଖଣ୍ଡଗିରି ମେଳା ପାଇଁ ତତ୍ପର ବିଏମ୍‌ସି

ଭୁବନେଶ୍ୱର,୪।୨(ବ୍ୟୁରୋ): ଐତିହାସିକ ଖଣ୍ଡଗିରି ମେଳା। ଦୀର୍ଘ ୨ବର୍ଷ ପରେ ଏହି ମେଳା ହୋଇଥିବାରୁ ଦିନକୁ ଦିନ ଲୋକଙ୍କ ଭିଡ଼ ପରିଲକ୍ଷିତ ହେଉଛି। ତେବେ ମେଳାରେ ଲୋକଙ୍କ ସୁରକ୍ଷା ଓ ସ୍ବଚ୍ଛତା ଉପରେ ନଜର ରଖିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଏଥିପାଇଁ...

ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୪।୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଦୀର୍ଘଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ଜଣାପଡ଼ିଛି। ଆବଶ୍ୟକ ପଡ଼ିଲେ ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ବା ପ୍ରତିରୋପଣର ଆବଶ୍ୟକତା...

୧୦ ଜିଲାରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

କଟକ ଅଫିସ,୪ା୨: ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର...

ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri