ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା
ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଅନ୍ୟପକ୍ଷେ ରାଜନୈତିକ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା ହେଉଛି।…
ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ
ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍ ସହ ବାଇକ୍ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ ମୁତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସିଆଲିଲଟି ପଞ୍ଚାୟତ ମେଣ୍ଟିଆମ୍ବ ଗାଁର ନରେନ୍ଦ୍ର ମଣ୍ଡଳ।…
ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା
ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଏନକାଉଣ୍ଟରରେ ନିହତ ହୋଇଥିବା ମାଓବାଦୀ ପୁର୍ବ ବସ୍ତର ସଙ୍ଗଠନର…
ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…
ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି…
ଘରୁ ବାହାରିଲେ ପାଦେପାଦେ ବିପଦ: ଏଣିକି ନିଜ ଲଢ଼େଇ ନିଜର, ତାଲିମ ନେବାକୁ ଅଧ୍ୟକ୍ଷ ଦେଲେ ଆହ୍ବାନ
ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଆତ୍ମରକ୍ଷା ତାଲିମ ଶିବିର ଉଦ୍ଘାଟିତ ହୋଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଉକ୍ତ ଶିବିରକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହଛନ୍ତି,…
ଶରଣକୁଳ ଥାନା ଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…
ଭୁବନେଶ୍ୱର,୧୬।୪(ସତ୍ୟଜିତ୍ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ନୟାଗଡ଼ ଜିଲା ଶରଣକୁଳ ଥାନା ଏସ୍ଆଇ ରାଜେଶ କୁମାର ଶ୍ରୀଚନ୍ଦନ (୨୦୧୭ ବ୍ୟାଚ୍) ମଙ୍ଗଳବାର…
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି। ତାଙ୍କ ବାସ ଭବନରୁ କିଛି କାଗଜପତ୍ର ମଧ୍ୟ…
SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ…
ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା
ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ…
ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା
ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ…
ପଞ୍ଚାୟତ ଉପ-ନିର୍ବାଚନ ପୂର୍ବରୁ ଅଗ୍ନିପରୀକ୍ଷା, କ’ଣ କରିବ ବିଜେଡି? କଂଗ୍ରେସ ପାଇଁ ବଡ଼ ଚ୍ୟାଲେଞ୍ଜ
ଭୁବନେଶ୍ୱର,୧୫।୪: ଲୋକପ୍ରିୟତାର ପରୀକ୍ଷା ହେବ ଉପ ନିର୍ବାଚନ। ଛୋଟ ନିର୍ବାଚନ ହେଲେ ଦେଖେଇବ ବଡ଼ ପ୍ରଭାବ। ଆଗକୁ ରାଜ୍ୟର ପ୍ରମୁଖ ୩ଦଳ ବିଜେଡି ଭାଜପା ଓ କଂଗ୍ରେସ ପାଇଁ ବଡ଼ ଆହ୍ବାନ ହେବାକୁ ପଞ୍ଚାୟତ ଉପ ନିର୍ବାଚନ। ଉପ ନିର୍ବାଚନ ପାଇଁ…
ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା
ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ…
Archives


