ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର
ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚେତାବନୀ ବିକ୍ଷୋଭ ସମାବେଶ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୪ଦଫା ଦାବୀ ସମ୍ମଳିତ…
ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…
ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ…
କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ
ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି। କନ୍ଧମାଳ, ଅନୁଗୁଳ ଜିଲାକୁ ଆଗାମୀ ୩ ଘଣ୍ଟା…
ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା…
ଟୁଇନ୍ ସିଟିରେ କଳାହାଣ୍ଡିଆ ବର୍ଷା
ରାଜ୍ୟ,୧୫।୪: ଟୁଇନ୍ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ ନିର୍ଧୁମ ବର୍ଷା। ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ…
ଦେବୀ, ଧ୍ରୁବ ତୁ ତୁ ମେଁ ମେଁ
ଭୁବନେଶ୍ୱର,୧୫।୪: କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ନିର୍ବାଚନକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ହୋଇଛି। ବିଧାୟକ ଧ୍ରୁବ ସାହୁ ଓ ଦେବୀ ମିଶ୍ରଙ୍କ ମଧ୍ୟରେ ତୁ ତୁ ମେଁ ମେଁ ଦେଖିବାକୁ ମିଳିଛି। ଶଙ୍ଖ ଭବନରେ ଉଚ୍ଚବାଚ ପରେ ପ୍ରତିକ୍ରିୟା ନ ଦେଇ…
ବିଜୁ ପ୍ରତିମୂର୍ତ୍ତି ପୋଡ଼ିବା ପରେ ତାତିଲା ବିଜେଡି : ଦେବୀ, ଅରୁଣ, ପ୍ରତାପ କହିଲେ…
ଭୁବନେଶ୍ୱର, ୧୫।୪: ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରେସମିଟ କରିଛନ୍ତି। ବିଜୁ ପ୍ରତିମୂର୍ତ୍ତି ପୋଡିବାକୁ ନିନ୍ଦନୀୟ ବୋଲି କହଛି ବିଜେଡି। ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ ବୋଲି ବିଜେଡି ଦାବି…
ପ୍ରତିମୂର୍ତ୍ତି ଜାଳିଥିବା ବ୍ୟକ୍ତି ଚିହ୍ନଟ ପରେ ପ୍ରତିକ୍ରିୟା ରଖିଲେ ହିମାଂଶୁ ଲାଲ…
ପାଟଣାଗଡ଼,୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ…
ପ୍ରମିଳା କହିଲେ ଆମ ଦଳରେ ସବୁ ଠିକ୍ : ନବୀନଙ୍କ ସପକ୍ଷରେ ସମସ୍ତେ
ଭୁବନେଶ୍ୱର,୧୫।୪: ଓ୍ବକଫ୍ ବିଲ୍କୁ ନେଇ ବିଜେଡିରେ ଫାଟ ସୃଷ୍ଟି ହୋଇଥିଲା। ପରେ ନେତାଙ୍କ ମେଳି ମଧ୍ୟ ଦେଖିବାକୁ ମିଳିଥିଲା। ତେବେ ଏହି ଘଟଣାକୁ ନେଇ ଆମ ଦଳରେ ସବୁ ଠିକ୍ଠାକ୍ କହିଛନ୍ତି ପ୍ରମିଳା। ବିଜେଡି କନ୍ଦଳ ନେଇ ତାଙ୍କୁ ପଚରା ଯିବାରୁ…
ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼
ଭୁବନେଶ୍ୱର, ୧୫।୪(ସୁନିତ ମିଶ୍ର): ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…
ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ…
ଭୁବନେଶ୍ୱର,୧୫।୪: ଭାଜପା ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଭାଜପା ସରକାର ମହାପୁରୁଷଙ୍କୁ ଉଚିତ୍ ସମ୍ମାନ ଦେଉନାହିଁ। ବିଜୁ ବାବୁଙ୍କ ମୂର୍ତ୍ତି ଭାଙ୍ଗିବା ସହ ଜାଳି ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ଅନ୍ୟପକ୍ଷେ…
ଶିଶୁପୁତ୍ରକୁ ଅପହରଣ ନୁହେଁ ପାଳିବାକୁ ନେଇଥିବା କହିଲେ ଅଭିଯୁକ୍ତ , ହେଲେ କହିଲେନି…
ଭୁବନେଶ୍ୱର,୧୫।୪: ଭୁନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ଅପହରଣକାରୀ କେଦାର ସେଠ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିଲାଟିକୁ…
Archives


