ରାଜ୍ୟ

ଓଡ଼ିଶାରେ କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବେ ଦିଲ୍ଲୀ ବାଚସ୍ପତି

ନୂଆଦିଲ୍ଲୀ, ୧୪।୪: ଦିଲ୍ଲୀ ବିଧାନସଭାର ବାଚସ୍ପତି ବିଜେନ୍ଦର ଗୁପ୍ତା ଜାତୀୟ ଇ-ବିଧାନ ଆବେଦନ (NeVA)ର ସଫଳ କାର୍ଯ୍ୟାନ୍ୱୟନରୁ ଶିଖିବା ପାଇଁ ଭୁବନେଶ୍ୱର ଗସ୍ତ କରିବେ। ଓଡ଼ିଶା ବିଧାନସଭାକୁ କାଗଜବିହୀନ ବିଧାନସଭା ପ୍ରକ୍ରିୟା ଗ୍ରହଣ କରିବାରେ ଏହା କିପରି ସାହାଯ୍ୟ କରିଛି ତାହା…

ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ 

ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ କରାଯାଇଛି।  ମଙ୍ଗଳବାର ରାଜ୍ୟର  ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ  ବର୍ଷା କୁଆପଥର…

ବି.ଆର୍‌. ଆମ୍ବେଡକରଙ୍କ ଜନ୍ମ ଜୟନ୍ତୀରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଏନ୍‌ଏସି ଅଧ୍ୟକ୍ଷ

କେସିଙ୍ଗା,୧୪।୪: ସୋମବାର ବି ଆର୍‌ ଆମ୍ବେଡକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ। ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ସେ ଜଣେ ବ୍ୟକ୍ତି ଦଳିତ ଓ ପଛୁଆ ବର୍ଗଙ୍କ ସ୍ବାର୍ଥ ପାଇଁ ସଂଘର୍ଷରତ ଥିଲେ ।…

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି ଶୈବପୀଠ। ଶ୍ରଦ୍ଧାଳୁ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ଆସି ଠାକୁରଙ୍କ ଦର୍ଶନ…

ଶିମିଳିପାଳ ବଫର ଜୋନ୍‌ରେ ବୁଲୁଛି କଳା ମହାବଳ

ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍‌ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ ଭାଇରାଲ ହେବାରେ ଲାଗିଛି। ଏହି ମହାବଳ ବାଘକୁ ନେଇ ଆଖପାଖ ଅଞ୍ଚଳର ଲୋକେ ଭୟଭୀତ…

କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ ଫେରାର ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି। ହତ୍ୟା…

ତେଜିଲା ନ୍ୟାୟ ପ୍ରଦାନ ଦାବି: ୧୭ ଘଣ୍ଟା ପରେ ଛାତ୍ରୀଙ୍କ ମୃତଦେହ ନେଲେ ପରିବାର

ଉଦଳା,୧୩ା୪(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶାଳଖୁଣ୍ଟା ଏସ୍‌ଏସ୍‌ଡି ଆଶ୍ରମ ବିଦ୍ୟାଳୟରେ ରବିବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମାତ୍ର ୩ ଫୁଟ୍‌ ଉଚ୍ଚରେ ଥିବା ବାଉଁଶରୁ ତାଙ୍କ ଝୁଲନ୍ତା ମୃତଦେହ ଜବତ…

ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର…

ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି…

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ  ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ…

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି ପଣା ପ୍ରସ୍ତୁତ। ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ଶଦ୍ଧାଳୁଙ୍କ ଲାଗିଛି ଲମ୍ବା ଲାଇନ୍‌। ଏହି ପରିପ୍ରେକ୍ଷୀରେ…

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri