ଭାଜପାର ବିକ୍ଷୋଭ: ରାହୁଲ ଗାନ୍ଧୀ, ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରି କହିଲା କଂଗ୍ରେସ ଅମଳରେ…
ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫଦାରୀ ଘଟଣାକୁ ନେଇ ଭବାନୀପାଟଣା ଗାନ୍ଧୀ ଛକଠାରେ କଳାହାଣ୍ଡି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ କଂଗ୍ରେସ…
ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ହାତାହାତି: ଏକାଧିକ ଆହତ
ଦାରିଙ୍ଗବାଡ଼ି,୨୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜମିଜମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସହ ହାତାହାତି ହୋଇଥିବା ଓ ଏଥିରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ…
ଦେଶୀ ମଦଭାଟି କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ମେଡିକାଲରେ ଚିିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ବଲାଙ୍ଗୀର,୨୩ା୭(ବୀରେନ୍ଦ୍ର ଝାଙ୍କର): ମରଣାନ୍ତକ ଆକ୍ରମଣର ଶିକାର ହେଉଥିବା ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଗାଁର ଦେଶୀ ମଦଭାଟିର ଜଣେ କର୍ମଚାରୀଙ୍କ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ କର୍ମଚାରୀ ଜଣକ ବିହାରର ଶାରଦା ଯାଦବ ବୋଲି…
ସରକାରଙ୍କ ବଡ଼ ପଦକ୍ଷେପ: ରାଜ୍ୟରେ ୫୬ କୋର୍ଟ ପାଇଁ ସୃଷ୍ଟି ହେଲା ୮୪୦ ନୂଆ ପଦବୀ
ଭୁବନେଶ୍ୱର,୨୩ା୭: ରାଜ୍ୟର ୫୬ ନୂଆ କୋର୍ଟ ପାଇଁ ୮୪୦ ନୂଆ ପଦବୀ ସୃଷ୍ଟି ହୋଇଛି। ଗେଜେଟେଡ ଓ ଅଣଗେଜେଟେଡ୍ ବର୍ଗର ୮୪୦ ନୂଆ ପଦବୀକୁ ମଞ୍ଜୁରୀ କରିଛନ୍ତି ରାଜ୍ୟ ସରକାର। ଏନେଇ ଆକାଉଣ୍ଟାଣ୍ଟ ଜେନେରାଲଙ୍କୁ ଚିଠି କରିଛି ଆଇନ ବିଭାଗ। ଏହି…
ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୩ା୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍ ଚାନ୍ସେଲର(VC) ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର…
ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୩ା୭: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ସ୍କୁଲରେ…
ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ…
ଖସିଯିବେ ସମୀର ସାର୍! ICC ରିପୋର୍ଟରେ ସାଂଘାତିକ ଖୁଲାସା, ଫିଟିଗଲା ବାଟ…
ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫଏମ କଲେଜର ଛାତ୍ରୀ ମୃତ୍ୟୁ ମାମଲାରେ ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ କଲେଜର ଅଧ୍ୟାପକ ସମୀର ସାହୁ ଗିରଫ ହୋଇଥିବା ବେଳେ ପରେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଥିଲା। ଅନ୍ୟପଟେ କଲେଜରେ…
ବିଏମ୍ସି ଅଧିକାରୀଙ୍କୁ ମାଡିବସିଲା ଭିଜିଲାନ୍ସ, ସକାଳୁ ସକାଳୁ ଚଢ଼ାଉ
ଭୁବନେଶ୍ୱର,୨୩।୭: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି…
ଦିଲ୍ଲୀରେ ଚାଲିଛି ‘ଓଡ଼ିଶା ମନ୍ଥନ’: କେତେଜଣ ମନ୍ତ୍ରୀ ହୋଇପାରନ୍ତି ବିଦା,ହୋଇପାରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୨୩ା୭(ସୁନିତ୍ ମିଶ୍ର):ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଭାଜପା ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଗସ୍ତ କରିଛନ୍ତି। ଦଳର ଏହି ୨ ଶୀର୍ଷ ନେତୃତ୍ୱ ଏକାସଙ୍ଗେ ଦିଲ୍ଲୀ ଗସ୍ତରେ ଯିବା ରାଜନୈତିକ…
ଏହି କଥା ପାଇଁ ବିଚଳିତ ହୋଇପଡ଼ିଲେଣି ନବୀନ: କ୍ଷୋଭରେ କହିଲେ…
ଭୁବନେଶ୍ୱର,୨୩ା୭(ସୁନିତ୍ ମିଶ୍ର):ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ନବୀନ କହିଛନ୍ତି, ଯାଜପୁରରେ ବଳାତ୍କାର, ଜଗତ୍ସିଂହପୁର, ମାଲକାନଗିରିରେ ଗଣବଳାତ୍କାର ଓ ପୁରୀରେ ଯୌନ ନିର୍ଯାତନା…
ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ…
ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)- ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି।…
Archives


