ପ୍ରତାପ ଦେବଙ୍କ ଘରେ ବୈଠକକୁ ନେଇ ବଡ଼ ବୟାନ ଦେଲେ ଦେବୀ, କହିଲେ ସଭାପତି ବଛାଯିବ…
ଭୁବନେଶ୍ୱର,୧୨।୪: ବଡ଼ ଖବର। ନିର୍ବାଚନ ଅଧିକାରୀ ତଥା ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ବସିଛି ବଡ଼ ବୈଠକ। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ ପ୍ରସାଦ ମିଶ୍ର। ଦେବୀ କହିଛନ୍ତି, ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ସାଂଗଠନିକ ନିର୍ବାଚନ।…
ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…
ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ…
ମା’ ସମଲେଶ୍ୱରୀଙ୍କ ମହାସ୍ନାନ, ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି
ବରଗଡ଼,୧୨ା୪: ଆଜି ଚୈତ୍ର ପୂର୍ଣ୍ଣିମା । ଏହି ଅବସରରେ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାର୍ଷିକ ମହାସ୍ନାନ ଉତ୍ସବ ଚାଲିଛି। ଭୋର୍ ୪ଟାରୁ ମା’ଙ୍କ ସ୍ବତନ୍ତ୍ର ପୂଜା ସହ ଦେବୀଙ୍କ ମହାସ୍ନାନ ପର୍ବ ହୋଇଥିଲା। ସେହିପରି ଭୋର ୪ଟା ୫୦ମିନିଟରୁ ଭକ୍ତଙ୍କ…
ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…
ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ ତେବେ…
ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର
ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍ ଆସିଫ୍ ଏବଂ ଅଭିଷେକ ବାରିକ୍। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍କାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଏନେ ସୂଚନା ଦେଇଛନ୍ତ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା…
ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍ଅପ୍ ଜବତ, ଜଣେ ଗିରଫ
ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍ଅପ୍ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍ଅପ୍…
୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ
ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍ଏନ୍ଏଲ୍ର ମୋବାଇଲ ନେଟ୍ଓ୍ବର୍କ ଠପ୍ ହୋଇଯାଇଛି। ଗ୍ରାମବାସୀ ବିଭାଗକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ପ୍ରକାଶ ଯେ, ପର୍ତ୍ତମାହା…
ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ
ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।…
ରାଜପଥରେ କିଏ ଛାଡ଼ିଗଲା ବାଇକ୍, ଲୋକେ ଭୟଭୀତ
ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା ମଧ୍ୟ…
ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ବଦ୍ରିନାରାୟଣ ନନ୍ଦ ଏହି ମାମଲାରେ ପୂର୍ବତନ ସିଡିପିଓ ମାରାଣ୍ଡିଙ୍କୁ ଦୋଷୀ ସାବ୍ୟସ୍ତ…
ମହାନଦୀକୁ ପ୍ରଦୂଷିତ କରୁଛି ଆଶ୍ପଣ୍ଡରୁ ନିର୍ଗତ ପାଉଁଶ ପାଣି
ଲଖନପୁର,୧୨।୪(ଗୌତମ ସାହୁ): ପଡ଼ୋଶୀ ଛତିଶଗଡ଼ରେ ସ୍ଥାପିତ ଅନେକ କଳକାରଖାନା ବିଭିନ୍ନ ଉପାୟରେ ମହାନଦୀକୁ ପ୍ରଦୂଷିତ କରୁଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ ଜିରୋ ପଏଣ୍ଟରେ ସ୍ଥାପିତ ହୋଇଛି ପଡ଼ୋଶୀ ଛତିଶଗଡ଼ ରାଇଗଡ଼ ଜିଲା ଏନ୍ଟିପିସି। ଏନ୍ଟିପିସି ଲରା…
ଖାଲି ପଡ଼ିଥିବା ୧୧୩୪ ପଞ୍ଚାୟତସ୍ତରର ପଦବୀ ପୂରଣ ହେବ
ଭୁବନେଶ୍ୱର,୧୨ା୪(ସୁନିତ୍ ମିଶ୍ର): ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି…
Archives


