ରାଜ୍ୟ

ସରକାରୀ ବିଦ୍ୟାଳୟରେ ତାଲା ପକାଇଲେ ଜମି ମାଲିକ: ବର୍ଷାରେ ଭିଜିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨୭।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖାଯାଇଛି ଜମି ବିବାଦ। ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ ଉକ୍ତ…

ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ…

ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି…

ଓଡ଼ିଶା ଆସିବା ପୂର୍ବରୁ ‘ଏକ୍ସ’ରେ ସୂଚନା ଦେଲେ ମୋଦି: ଦେବେ ବଡ଼ ଉପହାର

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଆଜି ଝାରସୁଗୁଡ଼ା ଆସୁଥିବା ନେଇ…

ଅତି ପ୍ରବଳ ବର୍ଷା ସମ୍ଭାବନା : ଏହି ଜିଲାରେ ୪୦-୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର, ୨୭ା୯: ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଦିଗକୁ ଗତିକରି ୨୭ ତାରିଖ ଶନିବାର ସକାଳେ ପୁରୀ ଏବଂ କଳିଙ୍ଗପଟନମ୍‌ ମଧ୍ୟରେ ଗୋପାଳପୁର ନିକଟ…

ଆଜି ଓଡ଼ିଶା ଆସିବେ ମୋଦି: ବିଶାଳ ଜନସମାଗମ ସମ୍ଭାବନା

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି…

ବନ୍ୟା ଆଶଙ୍କା, ପ୍ରସ୍ତୁତ ରୁହ:୧୭ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ସୁନିତ୍‌ ମିଶ୍ର):ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୩ ଜିଲା କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବା ଆଶଙ୍କା ରହିଛି। ସେହିପରି ୧୪ ଜିଲା ଯଥା- ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ଗଜପତି,…

୩୫ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତ କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲା ଦାୟିତ୍ୱ…

ଭୁବନେଶ୍ୱର,୨୬ା୯ (ରବିନାରାୟଣ ଜେନା): ଦୀର୍ଘଦିନ ଧରି କଂଗ୍ରେସ ପକ୍ଷରୁ ଚାଲିଥିବା ଜିଲା ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସୁପାରିସ ଆଧାରରେ ଶୁକ୍ରବାର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲା କଂଗ୍ରେସ…

RI, ଅମିନ, ଆଇସିଡିଏସ୍‌ ସୁପରଭାଇଜର ପରୀକ୍ଷା ପାଇଁ ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେବେ ପ୍ରିଲିମିନାରୀ…

ଭୁବନେଶ୍ୱର,୨୬ା୯(ସୁଚିସ୍ମିତା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର ପଦ ପାଇଁ ପ୍ରିଲିମିନାରି ପରୀକ୍ଷା ଅକ୍ଟୋବର ୮ରୁ ଆରମ୍ଭ ହେବ। ଏହି ପରୀକ୍ଷା ୧୩ ନଭେମ୍ବର ଯାଏ ସବୁ ଜିଲାରେ…

ଆହୁରି ୪୮ ଘଣ୍ଟା ଅତି ପ୍ରବଳ ବର୍ଷା: ନବରଙ୍ଗପୁରକୁ ଅରେଞ୍ଜ, ଏହି ୭ ଜିଲାକୁ ୟେଲୋ ୱାର୍ନିଂ ଜାରି…

ଭୁବନେଶ୍ୱର, ୨୬ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଦିଗକୁ ଗତିକରି ୨୭ ତାରିଖ ଶନିବାର ସକାଳେ ପୁରୀ ଏବଂ କଳିଙ୍ଗପଟନମ୍‌ ମଧ୍ୟରେ ଗୋପାଳପୁର ନିକଟ ଦେଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର…

PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର: ବଢ଼ିଲା ମହଙ୍ଗା ଭତ୍ତା , ଜାନୁଆରୀ ପହିଲାରୁ…

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର): ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ(ଷ୍ଟେଟ୍‌ ପିଏସ୍‌ୟୁ)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।…

ଜିଲା କଂଗ୍ରେସ ସଭାପତି ହେଲେ ରାୟଗଡ଼ା ବିଧାୟକ, କର୍ମୀ ମହଲରେ ଉତ୍ସାହ…

ରାୟଗଡ଼ା,୨୬।୯(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କଂଗ୍ରେସ ସଭାପତି ହେଲେ ବିଧାୟକ ଆପଲସ୍ବାମୀ କାଡ୍ରାକା । ଏନେଇ ଏଆଇସିସି ସାଧାରଣ ସମ୍ପାଦକ କେ.ଭେଣୁଗୋପାଳ ବିଧିବଦ୍ଧ ଘୋଷଣା କରିଛନ୍ତି । ପୂର୍ବରୁ ରାୟଗଡ଼ା ଜିଲା ସଭାପତି ପାଇଁ କଂଗ୍ରେସ ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?