ରାଜ୍ୟ

ପାଣ୍ଡିଆନଙ୍କୁ ନେଇ ପୁଣି ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା

ଭୁବନେଶ୍ୱର,୧୧।୪: ୱାକ୍‌ଫ ବିଲ ଭୋଟିଂ ବିବାଦ ଥମିବାର ନାଁ ନେଉନାହିଁ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ଆସିବା ପରେ ଦଳ ଭିତରେ ଆଭ୍ୟନ୍ତରୀଣ ଅଶାନ୍ତି ପୁଣି ବଢି ଚାଲିଛି। ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ପରେ ଏବେ ନୃସିଂହ ସାହୁ…

ରାଜ୍ୟରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ କଲେ ନଡ୍ଡା: ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ।…

ଆୟୁଷ୍ମାନ କାର୍ଡ ପାଇଁ ଯାଉଥିବା ବେଳେ ମାଡ଼ିଗଲା ଟ୍ରକ

କଟକ,୧୧।୪: କଟକ ବାଲିଯାତ୍ରା ତଳ ପଡ଼ିଆରେ ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଧରି ଆୟୁଷ୍ମାନ କାର୍ଡ ନେବାକୁ ଆସୁଥିବା ଏକ ବସ୍‌…

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: ଜାଣନ୍ତୁ ଏହାର ଲାଭ, ଗୁରୁତ୍ୱ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଶୁକ୍ରବାର ଓଡ଼ିଶାରେ ଆରମ୍ଭ ହୋଇଛି। AB-PMJAY ଏବଂ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ଭାବରେ ଜଣାଶୁଣା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (GJAY) ଏକ ମିଳିତ ଯୋଜନାରେ…

ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା…

ପାରିବାରିକ କଳହରୁ ଡିନାମାଇଟ ଲଗାଇ ଘର ଉଡାଇ ଦେଇଥିଲେ ସ୍ୱାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନରେ ଡିନାମାଇଟ ଦ୍ଵାରା ଘର ବିସ୍ଫୋରଣ ଘଟଣାରେ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରି ଶୁକ୍ରବାର କୋର୍ଟ…

ତରଭୁଜ ବୋଝେଇ ଟ୍ରକରୁ ମିଳିଲା ୧୪୦ କେଜି ଗଞ୍ଜେଇ: ମାଷ୍ଟରମାଇଣ୍ଡ ହୋମ୍‌ଗାର୍ଡ ଗିରଫ

ବାଉଁଶୁଣୀ,୧୧।୪: ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ମାଷ୍ଟରମାଇଣ୍ଡ ମନମୁଣ୍ଡା ଥାନା ହୋମଗାର୍ଡ ସମାରୁ ସେଠୀଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ବାଉଁଶୁଣୀ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦଇତାରୀ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ…

ନବୀନଙ୍କୁ ରୋକଠୋକ ଜବାବ ଦେଲେ ବିଜେଡି ନେତା, ‘ଆମେ କେହି ଚାକିରି କରୁନୁ, ନାଲି ଆଖି ଦେଖାଇ ପାରିବେନି’

ଭୁବନେଶ୍ୱର,୧୧।୪: “ୱାକଫ ବିଲ୍ ଭୋଟ୍ ବିବାଦ ଏବଂ ପରବର୍ତ୍ତୀ ସମୟରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ବିଜେଡିରେ ଦେଖାଦେଇଥିବା ଆଭ୍ୟନ୍ତରୀଣ ଅଶାନ୍ତି ବଢିଚାଲିଛି। ଏହାରି ମଧ୍ୟରେ ଆମେ କେହି ଚାକିରି କରୁନୁ କିମ୍ବା କେହି ଆମକୁ ଭୟଭୀତ କରିବାକୁ…

ରାଜସ୍ବ ବିଭାଗର ବଡ଼ ଆକ୍ସନ; ୧୮ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୪: ରାଜ୍ୟରେ ଦୁର୍ନୀତିଗ୍ରସ୍ଥ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ଶତାଧିକ ପାର୍ଟ ପ୍ଲଟ୍ ବା ସବ୍‌ ପ୍ଲଟ୍ ପଞ୍ଜୀକୃତ କରାଇଥିବା ଅଧିକାରୀଙ୍କ ଉପରେ ଆକ୍ସନ ନେବା ଲାଗି ସରକାର ପ୍ରସ୍ତୁତି କରୁଛନ୍ତି। ବେଆଇନ୍ ଭାବେ ପଞ୍ଜୀକୃତ କରାଇଥିବାରୁ ବିଭାଗୀୟ କାର୍ଯ୍ୟାନୁଷ୍ଠାନ…

ଓଡ଼ିଶା ପାଳୁଛି ଛେନାପୋଡ଼ ଦିବସ: ଜାଣନ୍ତୁ ପ୍ରସିଦ୍ଧ ଓଡ଼ିଆ ମିଠାର ଉତ୍ପତ୍ତି ଏବଂ ଗୁରୁତ୍ୱ

ଛେନାପୋଡ଼ର ସାଂସ୍କୃତିକ ଓ ଐତିହାସିକ ମହତ୍ତ୍ୱକୁ ଉଜାଗର କରେ। ଏହା ଓଡ଼ିଶାର ପରିଚୟ ସହିତ ଜଡ଼ିତ ଏକ ମିଠା ଯାହା ରାଜ୍ୟ ତଥା ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟ। ଛେନାପୋଡ଼ ଦିବସ ପ୍ରତିବର୍ଷ ଏପ୍ରିଲ ୧୧ ତାରିଖରେ ପାଳନ କରାଯାଏ, ଯାହା…

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ମଞ୍ଚେଶ୍ୱରସ୍ଥିତ ରେଲୱେ କଲୋନୀ ସରକାରୀ ପ୍ରାଥମିକ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri