ରାଜ୍ୟ

ଗାଁରେ ପାଣି ନାହିଁ ବୋଲି ମିଳୁନି ବୋହୂ

ନବରଙ୍ଗପୁର,୧୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ଅଧୀନ ବଡ଼ବାର୍ଲି ଗଁାରେ ବର୍ଷ ବର୍ଷ ଧରି ଲାଗିରହିଛି ପାଣି ସମସ୍ୟା। ପ୍ରାୟ ୨ ବର୍ଷ ହେବ ମେଗା ପାନୀୟଜଳ ପ୍ରକଳ୍ପରେ ଏକ ପାଣି ଟାଙ୍କି ଗ୍ରାମରେ ନିର୍ମାଣ ହୋଇ…

ଆଜିଠୁ ଆୟୁଷ୍ମାନ୍‌: ଶୁଭାରମ୍ଭ କରିବେ ନଡ୍ଡା

ଭୁବନେଶ୍ୱର/କଟକ,୧୧।୪(ସୁନିତ୍‌ ମିଶ୍ର/ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ତଳ ପଡିଆରେ ଶୁକ୍ରବାର ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ…

‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଯୁବ ପରିବେଶବିତ୍‌ ଜଳେନ୍ଦ୍ର…

ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି ଡାକନ୍ତି। ପରିବେଶ ସୁରକ୍ଷା, ବିଶ୍ୱ ଶାନ୍ତି ଭଳି ବିଭିନ୍ନ ବାର୍ତ୍ତା ନେଇ ୧୭ ବର୍ଷ…

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଏହି ମାମଲାରେ ଅଭିଯୁକ୍ତ ଭୋଇମୁଣ୍ଡା ଖଡ଼ିଆପଡ଼ାର ଆକାଶ ଖଡ଼ିଆ(୧୯)ଙ୍କୁ…

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଏହି ପ୍ରସଙ୍ଗ ବିଧାନସଭାରେ ଉପସ୍ଥାପନ କରିବା ପରେ ଏହାର ଖୋଳତାଡ଼ ଆରମ୍ଭ…

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ…

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି।ଧରମ ହାଂସଦା ଜଙ୍ଗଲ…

ନକଲି ସାର୍ଟିଫିକେଟ ଦେଇ ଚାକିରି! ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼

ବରଗଡ଼,୧୦।୪: ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ ବରଗଡ଼ ସହରରେ ଥିବା ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼ ଆରମ୍ଭ ହୋଇଛି। ଏଥିରେ ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା ବେଳେ ୧୭୪ ଜଣଙ୍କ ଖୋଳତାଡ଼ ଚାଲିଛି।

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ…

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ ୧ଟାରେ ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ…

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ ଓ୍ବକ୍‌ଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri