ରାଜ୍ୟ

ଭାଇରାଲ ହେଉଛି ନବୀନଙ୍କ ନୂଆ ଲୁକ୍‌

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଏକ ସବୁଜ ରଙ୍ଗର ଜର୍ସି ପିନ୍ଧି ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ ଜର୍ସି ପିନ୍ଧିଛନ୍ତି। ଏହି ରଙ୍ଗର ଜର୍ସିକୁ ସୋଭେନିୟର ଭାବେ ବ୍ୟବହାର କରାଯିବ।...

ଖଣିଜପାଣ୍ଠିକୁ ଯେପରି ଟିକସ ଯିବା କଥା ସେଭଳି ଯାଉନି: ଅପରାଜିତା

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଦୀର୍ଘ ଦଶନ୍ଧି ପରେ ଓଡ଼ିଶାରେ ପୁଣିଥରେ ଲକ୍ଷାଧିକ କୋଟି ଟଙ୍କାର ଖଣି ଦୁର୍ନୀତି ଓ ଅନିୟମିତତା ହୋଇଛି। ରାଜ୍ୟ ସରକାର ଏହି ଅନିୟମିତତାକୁ ସ୍ବୀକାର କରିବା ସହ ରାଜ୍ୟ ଖଣି ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ସହ...

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି ବ୍ଲକରେ ଭାଜପା ଆନ୍ଦୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କ ଜରିଆରେ ସ୍ମାରକପତ୍ର...

ଭାଜପା ଛାଡ଼ିଲେ ଗମାଙ୍ଗ ବାପା-ପୁଅ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଗମାଙ୍ଗ ବାପା-ପୁଅ ଭାଜପା ଛାଡ଼ିଛନ୍ତି। ବୁଧବାର ଉଭୟ ବାପା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ସେ ଭାଜପାର ପ୍ରାଥମିକ ସଦସ୍ୟ...

କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ ହେବ ବୋଲି ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି।...

ପରଲୋକରେ ଅଭିନେତା ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁ ସେ ଚିକିତ୍ସାଧୀନ ଥିଲେ। କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ...

ଓସ୍‌ଡମାକୁ ମିଳିବ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ବିଭିନ୍ନ ସମୟରେ ବାତ୍ୟା, ବନ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ଓଡ଼ିଶା ସମ୍ମୁଖୀନ ହେଉଛି। ୧୯୯୯ ମହାବାତ୍ୟା ରାଜ୍ୟ ପାଇଁ ଏକ ଅଭୁଲା ସ୍ମୃତି ଛାଡ଼ିଦେଇ ଯାଇଛି। ସେଥିରୁ ଶିକ୍ଷା ଗ୍ରହଣ କରି ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲାକୁ...

ଫେବୃୟାରୀ ୧୫ରୁ ଅସମ୍ଭାଳ ହେବ ତାତି

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଚଳିତ ବର୍ଷ ଶୀତର ପ୍ରକୋପ ନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରେ ୨/୪ ଦିନ ରାଜ୍ୟରେ ଥଣ୍ଡାର ପ୍ରକୋପ ଦେଖା ଦେଇଥିବା ବେଳେ ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଜାନୁୟାରୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସକୁ ଟପିଗଲାଣି।...

ଅଧ୍ୟକ୍ଷ ଶୂନ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆରସି) ଅଧ୍ୟକ୍ଷ ଶୂନ୍ୟ ହୋଇଛି। ପୂର୍ବତନ ଅଧ୍ୟକ୍ଷ ଜଷ୍ଟିସ୍‌ ବି.କେ. ପଟେଲଙ୍କ କାର୍ଯ୍ୟକାଳ ଜାନୁୟାରୀ ୨୨ରେ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଛି। ଏବେ କମିଶନରେ ଜଣେମାତ୍ର ସଦସ୍ୟ ଜଷ୍ଟିସ୍‌ ରଘୁବୀର...

ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୫ା୧(ବ୍ୟୁରୋ): ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି...

ଓଡ଼ିଶାରେ ଦେଖାଦେଲା ଧୂମକେତୁ

ଭୁବନେଶ୍ୱର, ୨୫ା୧(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଧୂମକେତୁ ଦେଖାଗଲାଣି, ଯାହାର ନାମ ହେଉଛି ‘ସି/୨୦୨୨ ଇ-୩’। ଗତ ୨୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ରାତି ଆକାଶରେ ଏହି ଧୂମକେତୁକୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାରରେ ଲୋକେ...

ଓଏସ୍‌ଏଚ୍‌ଇସି ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଆଉ ବର୍ଷେ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri