ରାଜ୍ୟ

ବଧୂହତ୍ୟା ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ, ସମୟ ମାଗିଲେ ଆଇଆଇସି

କେସିଙ୍ଗା,୨୪ା୯(ତୁମେଶ୍ୱର ସାହୁ): ସ୍ବର୍ଗତା କ୍ଷୀରବତୀ ସାହୁଙ୍କ ଶ୍ୱଶୁର, ଶାଶୁ ଓ ନଣନ୍ଦ ଙ୍କୁ ଗିରଫ ଦାବିରେ ମୃତ ପରିବାରବର୍ଗଙ୍କ ସମେତ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜ କଳାହାଣ୍ଡି ପକ୍ଷରୁ ଥାନା ସମ୍ମୁଖରେ ବୁଧବାର ପ୍ରତିବାଦ ଦେଇ ଗଣଧାରଣା ଦେଇଥିଲେ। ପୂର୍ବାହ୍ନ…

ନବୀନ ବାବୁଙ୍କୁ ଦଳର ସଭାପତି ନୁହେଁ, ବାପା ଭାବୁଥିଲି, କାହିଁକି ଏମିତି କହିଲେ ଶ୍ରୀମୟୀ…

ଭୁବନେଶ୍ୱର,୨୪ା୯: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଛନ୍ତି ବିଜେଡିରୁ ବିତାଡ଼ିତ ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବି ନ ଥିଲି, ବାପା ଭାବୁଥିଲି। ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ…

ସସପେଣ୍ଡର ଗୁମର ଫିଟାଇଲେ ପ୍ରମିଳା! ସିଧା ସିଧା କହିଦେଲେ…

ଭୁବନେଶ୍ୱର,୨୪।୯: ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର । ଗତ କିଛି ଦିନ ହେଲା ବିଜେଡିକୁ ନେଇ ତେରଚ୍ଛା ବାଣ ମାରି ଆସୁଥିଲେ ଶ୍ରୀମୟୀ । ଏବେ ନିଲମ୍ବନ ପରେ ସିଧା ଟାର୍ଗେଟ କରିଛନ୍ତି। ଯାହାପରେ…

ଶ୍ରୀମୟୀଙ୍କ ସସ୍‌ପେଣ୍ଡକୁ ନେଇ ମୁହଁ ଖୋଲିଲେ ମନ୍ମଥ, କହିଲେ ନବୀନଙ୍କ ବିନା ସେ…

ଭୁବନେଶ୍ୱର,୨୪।୯: ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟ ଆହ୍ବାନ ଦେଇଛନ୍ତି। ମନ୍ମଥ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ। ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ ହୋଇଥିଲେ। ଶଙ୍ଖଭବନରେ ଆପତ୍ତିଜନକ ଆଚରଣ ସିସିଟିଭିରେ…

ଶ୍ରୀମୟୀଙ୍କୁ ନେଇ ତାରା କହିଲେ ତାଙ୍କ ଭଳି ନେତ୍ରୀ ଦଳ ପାଇଁ…

ଭୁବନେଶ୍ୱର,୨୪ା୯: ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଏବେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ବିଜେଡି ବିରୋଧରେ କହି ଦଳରୁ ନିଲମ୍ବିତ ହୋଇଛନ୍ତି ଶ୍ରୀମୟୀ। ଏହା ପରେ ସେ କେଉଁ ଦଳକୁ ଯିବେ ସେନେଇ ଚାଲିଛି ଅନେକ ଆଲୋଚନା। କିଛି କହୁଛନ୍ତି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ପୂଜା ପାଇଁ ଆଗୁଆ ମିଳିବ…

ଭୁବନେଶ୍ୱର,୨୪।୯(ସୁନିତ୍‌ ମିଶ୍ର): ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର। ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବ। ଚଳିତ ସେପ୍ଟେମ୍ବର ମାସର ଦରମା ୨୬…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍‌କ୍ୱାର୍ଟର୍ସ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ

ମାଲକାନଗିରି,୨୪ା୯: ମାଲକାନଗିରି ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲା ପ୍ରଶାସନ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ଛୁଟି ବାତିଲ କରିଛନ୍ତି। ଏହି…

ନିଲମ୍ବନ ପରେ ଶ୍ରୀମୟୀଙ୍କ ବିସ୍ଫୋରକ ବୟାନ, କହୁ କହୁ କହିଦେଲେ…

ଭୁବନେଶ୍ୱର,୨୪।୯: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ଏହା ଗଣତନ୍ତ୍ରର ଅପମାନ ବୋଲିସୋସିଆଲ ମିଡ଼ିଆ ପୋଷ୍ଟରେ ଶ୍ରୀମୟୀ କହିଛନ୍ତି। ଶ୍ରୀମୟୀ କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ। ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ…

ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ: ବାଘଡ଼ା ଛକ ନିକଟରେ ମାଡିବସିଲା ପୋଲିସ

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଗୋ ଚାଲାଣ ବେଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଜବତ କରିଛି। ଏଥିସହ ଗାଡ଼ି ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ପିକ୍‌ଅପ୍‌ ଭ୍ୟାନ୍‌ (ଓଡି-୧୧ଏଫ୍‌-୫୫୩୩)ରେ ୫…

ବିଜେଡିର ବଡ଼ ସମସ୍ୟା: ଭାଗନେବା ନା ନେବାନି

ଭୁବନେଶ୍ୱର, ୨୪।୯(ସୁନିତ୍‌ ମିଶ୍ର): ବିଧାନସଭାରେ ବିଜେଡି ବିଭିନ୍ନ ପ୍ରସଙ୍ଗ ଉଠାଇ ବାରମ୍ବାର ପ୍ରତିବାଦ କରୁଛି। ସେଥିଲାଗି ଅନେକ ବିଷୟରେ ଆଲୋଚନା କରିବାରେ ବିରୋଧୀ ଦଳର ସଦସ୍ୟମାନେ ସକ୍ଷମ ହୋଇପାରୁ ନାହାନ୍ତି। ଏହାକୁ ନେଇ ବିଧାୟକ ଦଳ ଭିତରେ ଦ୍ୱନ୍ଦ୍ୱ ଆରମ୍ଭ ହୋଇଯାଇଛି।…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

କୋରାପୁଟ,୨୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଛୁଟି ବାତିଲ କରିଛନ୍ତି। ହେଡ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର…

ରାଜ୍ୟର ପ୍ରଥମ କ୍ରିଟିକାଲ କେୟାର ବ୍ଲକରେ ବାହାରୁ ପଡ଼ିଛି ତାଲା, ଭିତରୁ ସବୁ ଯନ୍ତ୍ରପାତି ଗାଏବ, ବର୍ଷେ ନ ପୂରୁଣୁ…

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡିଛି । ସେହିପରି ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ଏବଂ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?