ସିକ୍ରେଟ ମିଟିଂ ପରେ ବିଜେଡି ନେତାଙ୍କ ସାଂଘାତିକ ବୟାନ, ରାଜନୀତିରେ ଚହଳ
ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ ଦେବଙ୍କ ବାସ ଭବନରେ ବସିଛି ବଡ଼ ବୈଠକ । ପ୍ରତାପ ଦେବଙ୍କ ଘରେ ସିକ୍ରେଟ…
ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଏମିତି ଲେଖିଲେ ଦେବାଶିଷ,ସ୍ବାଭିମାନ ନ ଥିବା ସ୍ବାର୍ଥବାଦୀଙ୍କ…
ଭୁବନେଶ୍ୱର,୯ା୪: ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ବିଶେଷକରି ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା। ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ ବୋଲି…
ପ୍ରତାପଙ୍କ ଘରେ ସିକ୍ରେଟ ମିଟିଂ, ବବି ସାମିଲ୍, ସଂଧ୍ୟାବେଳକୁ ବଡ଼ ଘୋଷଣା!
ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ ଦେବଙ୍କ ବାସ ଭବନରେ ବସିଛି ବଡ଼ ବୈଠକ । ଏଠାରେ କେଉଁ ପ୍ରସଙ୍ଗରେ ଆଲୋଚନା…
କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍
ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ ହୋଇଛି। ବସ୍ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍ ପ୍ରକ୍ରିୟା ଜାରି…
ନିଯୁକ୍ତି ସୁଯୋଗ: ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ବିଭାଗରେ ବାହାରିଲା ୫୦୦ରୁ ଅଧିକ ନୂଆ ପଦବୀ
ଭୁବନେଶ୍ୱର,୯।୪: ଓଡ଼ିଶା ସରକାରଙ୍କ ନ୍ୟାୟ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ପବ୍ଲିକ ପ୍ରୋସିକ୍ୟୁସନ (ଡିପିପି) ପାଇଁ ୨୬୭ଟି ନୂଆ ପଦବୀ ବାହାରିଛି। ଏନେଇ BNSS ଧାରା ୨୦ ଅନୁସାରେ ପଦବୀ ସୃଷ୍ଟି ନେଇ ଓଡ଼ିଶାର ଗୃହ ବିଭାଗ ପକ୍ଷରୁ ସୂଚନା…
IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର
ଭୁବନେଶ୍ୱର,୯।୪: ବଡ଼ ଖବର। IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ…
ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ
ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା…
ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…
ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ): ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ ସମୀକ୍ଷା କରିଛନ୍ତି। ଜିଲା ପରିଷଦ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସେ…
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର କର୍ମଚାରୀ ଶିବ ପ୍ରସାଦ ଭୋଇଙ୍କୁ ରାଉରକେଲା…
ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର
ଭୁବନେଶ୍ୱର, ୯ା୪(ସୁନିତ୍ ମିଶ୍ର):ଓ୍ବକ୍ଫ ବିଲ୍ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ…
କୁପୋଷଣ ଚିହ୍ନଟରେ ଏଆଇ ବ୍ୟବହାର: ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର,୯।୪(ରବିନାରାୟଣ ଜେନା):କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଆଧାରିତ ଟେକ୍ନୋଲୋଜିକୁ ବ୍ୟବହାର କରି ଏବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ଆନ୍ଥ୍ରୋପୋମେଟ୍ରି ତଥା ଓଜନ ଏବଂ ଉଚ୍ଚତା ମାପ କରାଯିବା ସହ କୁପୋଷଣକୁ ପ୍ରାରମ୍ଭିକ ଅବସ୍ଥାରେ ହିଁ ଚିହ୍ନଟ କରାଯାଇପାରିବ। ଯଦ୍ଦ୍ବାରା ଶିଶୁଙ୍କ ଓଜନ ଏବଂ ଉଚ୍ଚତା…
ନବଜାତ କନ୍ୟାକୁ ଫିଙ୍ଗିଦେଲେ, ନର୍ସରୀ ନିକଟରୁ ଉଦ୍ଧାର କରି…
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନେଗୀପାଲି ନର୍ସରୀ ନିକଟରେ କେହି ଫିଙ୍ଗି ଦେଇଥିବା ନବଜାତ କନ୍ୟା ସନ୍ତାନକୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାର କରି ପ୍ରଥମେ ଲୋଇସିଂହା ସିଏଚ୍ସି ଓ ପରେ ବଲାଙ୍ଗୀର ଭୀମଭୋଇ…
Archives


