ବିଜେଡିରେ ହଲ୍ଚଲ୍: ହୋଟେଲ୍ରେ ମେଳି ବାନ୍ଧୁଛନ୍ତି ନେତା
ଭୁବନେଶ୍ବର,୯।୪: ସଂସଦରେ ଓ୍ବକଫ୍ ବିଲ୍ ବିଜେଡିରେ ଝଡ଼। ଜଣଙ୍କ ପରେ ଜଣେ ନେତା କାଦୁଅ ଫିଙ୍ଗାଫିଙ୍ଗି ହେବା ପରେ ଏବେ ବିଜେଡି ନେତାଙ୍କ ମେଳି ଚାଲଛି। ମଙ୍ଗଳବାର ନବୀନ ନିବାସରେ ହେଭିଓ୍ବେଟ୍ଙ୍କ ମିଟିଂ ଚାଲିଥିବା ବେଳେ ଆଜି ପୁଣି ଏକ ହୋଟେଲ୍ରେ…
ଗର୍ଭବତୀଙ୍କୁ ଆଣିବା ପାଇଁ ଯିବାବେଳେ ଓଲଟିଲା ଆମ୍ବୁଲାନ୍ସ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଧାନବେଣୀ କପୁଣ୍ଡି ରାସ୍ତାର କପୁଣ୍ଡି ପଇଦା ବନ୍ଧ ନିକଟରେ ବୁଧବାର ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଦୁର୍ଘଟଣା ରେକଟା ବେଡ଼ା ଗ୍ରାମର ଡ୍ରାଇଭର ଦୟାନିଧି ମହାନ୍ତ…
ଭକ୍ତଙ୍କ ନାଁରେ ମାମଲା
ଭୁବନେଶ୍ୱର,୯।୪: କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ ଘଟଣାରେ ୫ ହଜାରରୁ ଊଦ୍ଧର୍ବ କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଏହି କ୍ରମରେ ପିସିସି ସଭାପତି ଭକ୍ତ ଦାସଙ୍କ ନାଁରେ ବି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏନେଇ କଂଗ୍ରେସର ଅନେକ ନେତା…
ସିଆର୍ପିଏଫ୍ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ
ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍ପିଏଫ୍ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଆର୍ପିଏଫ୍ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଷ ମୁଖ୍ୟଅତିଥି ଓ…
ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା
ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର…
ପାଣ୍ଡିଆନଙ୍କୁ ବଞ୍ଚାଇବାକୁ ଉଦ୍ୟମ: ମଞ୍ଚରୁ ନବୀନ ଉଭାନ
ଭୁବନେଶ୍ୱର,୯ା୪(ସୁନିତ୍ ମିଶ୍ର):ଓ୍ବକ୍ଫ ବିଲ୍କୁ ନେଇ ବିଜେଡିରେ ଦେଖାଦେଇଥିବା ଦ୍ୱନ୍ଦ୍ୱ ଭିତରେ ଛନ୍ଦିହୋଇପଡ଼ିଥିବା ଭି.କେ. ପାଣ୍ଡିଆନ୍ଙ୍କୁ ବଞ୍ଚାଇବାକୁ ଦଳ ଭିତରେ ଜୋର୍ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି। ଏହାକୁ ସମ୍ଭାଳିିବାକୁ ପାଣ୍ଡିଆନ୍ଙ୍କ ଜଣେ ସହଯୋଗୀ ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ଗତ ୫ ଦିନ…
ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ ୧୩ କମ୍ପାନୀ ସହ ମୁଖ୍ୟମନ୍ତ୍ରୀ ଚୁକ୍ତି ସ୍ବାକ୍ଷର କରିଛନ୍ତି। ବିଭିନ୍ନ କମ୍ପାନୀ ସହ…
Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ଜାଣନ୍ତୁ କିଛି ରୋଚକ କଥା
ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଏଠାରେ ସମୁଦ୍ରରେ ଗାଧୋଇବାର ବେଶ ଆନନ୍ଦ ଉଠାଇଥାନ୍ତି ପର୍ଯ୍ୟଟକ। ଚନ୍ଦ୍ରଭାଗା ପୁରୀ…
ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!
ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ
ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଥିବା ବେଳେ ମାନସିକଧାରୀମାନେ ନିଜ ନିଜର ଶିଶୁମାନଙ୍କୁ ମୁଣ୍ଡନ କରାଇ ମା’ଙ୍କ ଆର୍ଶୀବାଦ…
ନବୀନଙ୍କୁ ଟାର୍ଗେଟ କଲେ ବାବୁ: କହିଲେ ନାୟକ ନବୀନ, ଖଳନାୟକ ବି ନବୀନ
ଭୁବନେଶ୍ୱର,୮।୪: ୱକ୍ ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି। ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ…
Archives


