ରାଜ୍ୟ

ଆଜି ଚୈତ୍ର ମଙ୍ଗଳବାର ଶେଷ ପାଳି: ବାସନ୍ତିକ ଦୁର୍ଗା ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୮।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଶେଷ ପାଳିରେ ମା’ ତାରାତାରିଣୀ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଚୈତ୍ରମାସରେ ମା’ଙ୍କୁ ଶେଷ ଦର୍ଶନ କରି ଭକ୍ତମାନେ…

କ୍ଷମତା ଯିବା ପରେ କାମୁଛି ଦବଦବା: ପୌରାଧ୍ୟକ୍ଷାଙ୍କ ବ୍ୟାନରରେ ରହିଲାନି ନବୀନଙ୍କ ଫଟୋ

ଭଦ୍ରକ,୮।୪(ସନାତନ ରାଉତ): ୱକ୍‌ଫ ବିଲ୍‌ରେ ବିଜେଡିର ରାଜ୍ୟ ସଭା ସଦସ୍ୟଙ୍କ ଭୋଟିଂକୁ ନେଇ ସାରା ରାଜ୍ୟରେ ରାଜନୀତି ହଲ୍‌ଚଲ୍‌ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ରବିବାର ଶ୍ରୀରାମ ନବମୀ ନଗର ସଂକୀର୍ତ୍ତନ ଶୋଭାଯାତ୍ରା ପାଇଁ ବିଭିନ୍ନ…

୩୦ହଜାର କୋଟିର ନିବେଶ, ୪୮ହଜାର ନିଯୁକ୍ତି ଆଶା, ୧୧ ଚୁକ୍ତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୪(ଅନୁରାଧା ମହାରଣା): ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର…

ବଙ୍ଗୋପସାଗରରେ ଲଘୁଚାପ: ଏହି ସବୁ ଜିଲାରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା

ଭୁବନେଶ୍ୱର,୮ା୪- ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏ…

ଦିଲ୍ଲୀରେ ଏବେ ବି ମୁଠା ଟାଣ

ଭୁବନେଶ୍ୱର, ୮।୪(ରବିନାରାୟଣ ଜେନା): ଓ୍ବକ୍‌ଫ ବିଲ୍‌ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବାବେଳେ  ଦିଲ୍ଲୀରେ ସୁଜାତା ଆର. କାର୍ତ୍ତିକେୟନଙ୍କ ଅବସରକୁ ନେଇ କେତେକ ଓଡ଼ିଆ ଅଫିସରଙ୍କ ମଧ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର ଜଣେ ମହିଳା ପ୍ରଶାସନିକ…

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ କେନ୍ଦ୍ରରେ ସଂସ୍ଥା ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ଏକ ଅନନ୍ୟ ପଦକ୍ଷେପ ସ୍ୱରୂପ, ଓଡ଼ିଶାର…

୨ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ

ନୂଆପଡ଼ା,୭ା୪(ମକାରୁ ବେମାଲ)- ମାତ୍ର ୨ ବର୍ଷ ୧୦ ମାସର ଶିଶୁ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସର ଅଧିକାରୀ ହୋଇପାରିଛନ୍ତି। ସେ ହେଲେ ନୂଆପଡ଼ା ଜିଲା ସିନାପାଲି ସହରର ହରେକୃଷ୍ଣ ମେହେର ଓ ତପସ୍ବିନୀ ମେହେରଙ୍କ ଶିଶୁପୁତ୍ର ଶିବାଂସ। ଶିବାଂସ ନିମିଷକେ ୧୪…

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ ପୋଡାବାଉଁଶରୁ ଶୁଭାରମ୍ଭ ହୋଇଛି। ଏଥିନିମନ୍ତେ ଚନ୍ଦନେଶ୍ୱର ଶୈବପୀଠରେ ସୋମବାର ୭ ଅର୍ଘ୍ୟରୁ ଓଡ଼ିଶା ସମେତ…

ଓଡ଼ିଶା ଭିତରେ ପଶି ପଶ୍ଚିମବଙ୍ଗ ରାସ୍ତା ନିର୍ମାଣକୁ ବନ୍ଦ କଲେ ବିଧାୟକ ଗୌତମ ବୁଦ୍ଧ

ଭୋଗରାଇ, ୭।୪(ପ୍ରଦୀପ ଦାସ): ଆମେ ଓଡ଼ିଆ। ମା, ମାଟି ମାତୃଭାଷା ବିପନ୍ନ ହେଲେ ସୁରକ୍ଷା ପାଇଁ ଲଢ଼େଇକରି ବଞ୍ଚିବା ଶିଖିଛୁ। ଯୋଗ୍ୟ ସନ୍ତାନ ଭାବେ ଆମ ମାକୁ ମାଉସୀହାତରେ ଟେକିଦେବୁ ନାହିଁ କି ତାଙ୍କ ଗୋଡ଼ତଳେ ପଡି ଶରଣ ପଶିବୁ ନାହିଁ।…

ଦୁଇଫାଳ ହେଲା ବିଜେଡି: ଦଳେ ପାଣ୍ଡିଆନଙ୍କ ସପକ୍ଷରେ, ଦଳେ ବିପକ୍ଷରେ

ଭୁବନେଶ୍ୱର,୭ା୪: ବିଜୁ ଜନତା ଦଳର ଭବିଷ୍ୟତ ଭିକେ ପାଣ୍ଡିଆନଙ୍କ ଆଗରେ ପଛରେ ଘୁରି ବୁଲୁଛି। ସେ ଯେମିତି ଚାହିଁବେ ଦଳର ଭବିଷ୍ୟତ ସେପରି ହେବ। କାରଣ ଦଳର ଅଧେ ନେତା ପାଣ୍ଡିଆନଙ୍କ ସମର୍ଥନ କରୁଥିବା ବେଳେ ଅଧେ ଖୋଲାଖୋଲି ବିରୋଧ କରୁଛନ୍ତି।…

ସୋଫିଆଙ୍କ ଉପରେ ତାତିଲେ ଦେବାଶିଷ, କହୁକହୁ ଯାହା କହିଲେ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୭।୪: କଂଗ୍ରେସ ବିଧାୟିକା ସୋଫିଆ ସୋମବାର  ରାଜ୍ୟସଭା ଏମ୍‌ପି ଦେବାଶିଷଙ୍କୁ ଟାର୍ଗେଟ କରିଥିଲେ। ଏହି ଘଟଣା ପରେ ସୋଫିଆଙ୍କ ଉପରେ ତାତିଛନ୍ତି ଦେବାଶିଷ। ଦେବାଶିଷ ସୋଫିଆଙ୍କୁ  କହିଛନ୍ତି ସୋଫିଆ ରାଜନୀତିରେ କାଲି ଜନ୍ମ ହୋଇଥିବା ମହିଳା। ତାଙ୍କ ବିଷୟରେ ଟିପ୍ପଣୀ କରି…

ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି  ସୋମବାର ହାଇକୋର୍ଟରେ ହୋଇଛି। ତେବେ  ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri