କାନ୍ଥପଡ଼ି ଚାଲିଗଲା ମା-ବାପାଙ୍କ ଜୀବନ, ଝିଅ ଗୁରୁତର
ବସ୍ତା,୨୨ା୯(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ମହାଦେବସରାଇ ଗ୍ରାମରେ ରବିବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ମା-ବାପାଙ୍କ ମୃତ୍ୟୁ ହେବା ସହ ଝିଅ ଗୁରୁତର ହେବା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମିଳିଥିବା ସୂଚନାନୁସାରେ, ରବିବାର…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମେୟର
କଟକ,୨୦।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି କଟକ ମେୟର ସୁବାସ ସିଂ। ଉପର ପଡ଼ିଆରେ ଐତିହାସିକ ବାଲିଯାତ୍ରା ନ ହେବା ନିଷ୍ପତ୍ତି ପ୍ରସଙ୍ଗକୁ ନେଇ ମେୟର ମୁଖ୍ୟମନ୍ତ୍ରୀଙ୍କୁ ଏହି ଚିଠି ଲେଖିଛନ୍ତି। ଚିଠିରେ ମେୟର ବାଲିଯାତ୍ରା ଉଭୟ ତଳ…
ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା
ବଲାଙ୍ଗୀର,୨୨ା୯(ସୁନୀଲ କୁମାର ମହାନ୍ତି): ମଧ୍ୟାହ୍ନଭୋଜନ ପାଚିକା ସହାୟିକାଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ସର୍ବନିମ୍ନ ମଜୁରୀ ବୃଦ୍ଧି, ବର୍ଷକୁ ୧୨ ମାସର ପାରିଶ୍ରମିକ ପ୍ରଦାନ ଦାବିରେ ସୋମବାର ପାଚିକା ସହାୟିକା ସଂଘ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏଆଇଟିୟୁସି…
ଦାଉ ସାଧିଲା ଦଇବ, ଏକାସାଙ୍ଗେ ଚାଲିଗଲା ବାପ-ପୁଅଙ୍କ ଜୀବନ
ରୂପ୍ରାରୋଡ୍,୨୨ା୯(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ଥାନା ନୂଆ ଦେହେଲିଠାରେ ନର୍ଲା ପଟୁ ଆସୁଥିବା ପିକଅପ୍ ନମ୍ବର AP39TC7705 ଧକ୍କା ଦେବାରୁ ସାମ୍ନା ପଟୁ ଆସୁଥିବା ଏକ ବାଇକ୍ ନମ୍ବର OD17 C0762ରେ ଗୋଟେ ପରିବାରର ୪ ଜଣ ଯାଉଥିବା ବେଳେ…
ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ,୨୨ା୯: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କାଲି ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ଏଥିପାଇଁ କାଲି ଦିନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…
ବାଣ ବିସ୍ଫୋରଣ ଘଟଣା: ଗୋଦାମରେ ପୋଲିସର ଚଢ଼ାଉ, ଫେରାର ମାରିଲେ ଅଭିଯୁକ୍ତ
ହରଭଙ୍ଗା,୨୨ା୯(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ପୁରୁଣାକଟକ ବଜାର ନିକଟସ୍ଥ ଜିଆକଟା ଗ୍ରାମରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିବା ଫଳରେ ୨ଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇପଡ଼ିଥିଲେ। ପୋଲିସ ବାଣ ଗୋଦାମ କରିଥିବା…
ଦଶହରାରେ ଛେଚିବ ବର୍ଷା: ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ
ଭୁବନେଶ୍ୱର,୨୨।୯: ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଆଉ ମାତ୍ର ୯ ଦିନ ରହିଲା ଦଶହରା। କିନ୍ତୁ ଏଥର ଦଶହରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଗ ପଛ ହୋଇ ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳ ବର୍ଷାର…
ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ନୂଆପଡ଼ା, ୨୨ା୯ (ରବିନାରାୟଣ ଜେନା/ ମକାରୁ ବେମାଲ):ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି। ନୂଆପଡ଼ାର ସର୍ବାଙ୍ଗୀନ ବିକାଶ ମୋର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ନୂଆପଡ଼ା ଜିଲା ଖରିଆର ରୋଡ୍ ଏଫ୍ସିଆଇ ଗୋଦାମ ପରିସର…
ପ୍ରଦୀପ ଜେନା ଭୁବନେଶ୍ବର କ୍ଲବ ସଭାପତି
ଭୁବନେଶ୍ୱର,୨୧।୯: ଭୁବନେଶ୍ବର କ୍ଲବ ନିର୍ବାଚନ ଫଳାଫଳ ଆସିଯାଇଛି। ଅସିତ ତ୍ରିପାଠୀଙ୍କୁ ହରାଇ ପ୍ରଦୀପ ଜେନା ନୂତନ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ଲଳିତ ଦାସ ଭୁବନେଶ୍ବର କ୍ଲବର ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନରେ ସଭାପତି ପଦ ଲାଗି ପୂର୍ବତନ…
ବରଗଡ଼ର ଗୌରବ: କଲିକତାରେ ସମ୍ବର୍ଦ୍ଧିତ ହେଲେ କଳାକାର
ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ)- କଳା, ସଂସ୍କୃତି ସାହିତ୍ୟ, ସଙ୍ଗୀତ ଓ ନୃତ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଭାରତୀୟସ୍ତରରେ ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ସଙ୍କୀର୍ତ୍ତନ ଗୁରୁ ପ୍ରମୋଦ ଦାଶ ଏବଂ ସୁଶିଲ ଦାଶଙ୍କୁ ଶ୍ରୀ…
GST ହ୍ରାସ ଦେଶର ଅର୍ଥନୀତିକୁ କରିବ ସୁଦୃଢ଼, ଦୀପାବଳି ପୂର୍ବରୁ ଶସ୍ତା ଜିନିଷ କିଣିବେ ଲୋକେ, ବିଧାୟକ କହିଲେ…
ଭଞ୍ଜନଗର,୨୧ା୯(ବାବୁଲା ପ୍ରଧାନ): କେନ୍ଦ୍ର ସରକାର GSTରେ ସଂସ୍କାର ଆଣିଛନ୍ତି। ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ। ଜିଏସ୍ଟି ହ୍ରାସ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହିଭଳି ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ସାଧାରଣଜନତା ତାହାର ସୁଫଳ ପାଇବେ। ଏଣିକି ଦୁଇ…
ପାଣି ଭିତରେ ପଶି ଯାଉଛନ୍ତି ସରକାରୀ ବାବୁ, ଲୋକେ ଗୁହାରି କରିବେ କାହାକୁ
ଧର୍ମଶାଳା,୨୧ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍ ସମ୍ମୁଖରେ ପାଣି ଜମି ରହିଛି। ଯାହା ଫଳରେ ଯାତାୟାତରେ ସମସ୍ୟା ଦେଖାଦେଇଛି। ଜାରକା ଅଞ୍ଚଳରେ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଡ୍ରେନେଜ୍ ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ତାହା କେତେଦୂର…

