ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ
ପିପିଲି,୭ା୪: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କୁ ପୁରୀ ଜିଲା ଡେଲାଙ୍ଗରୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ନିଆଯାଉଥିବାବେଳେ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା। ତେବେ ସୌଭାଗ୍ୟର କଥା ରୋଗୀ ସୁରକ୍ଷିତ ଅଛନ୍ତି। ପିପିଲି ସେଲ୍ଫି ପଏଣ୍ଟ ନିକଟରେ…
ବିଷ ପିଇ ଜୀବନ ହାରିଲେ ଗୋଟିଏ ପରିବାରର ୩ ଜଣ
ଗଞ୍ଜାମ,୭ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ପାଳିବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହ ବିଷ ପିଇଦେଇଛନ୍ତି ଭଉଣୀଭାଇ। ଫଳରେ ଏହି ୩ ଜଣଙ୍କୁ ଏମ୍କେସିଜି ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ବ୍ୟକ୍ତି ମାନେ ହେଲେ ମା’…
କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର
ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ ଜମିରେ ଆନ୍ଧ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକରି ସୀମାନ୍ତବାସୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରୁଥିବା ଅଭିଯୋଗ…
ଆଇସିଟି: ଲକ୍ଷ୍ୟଠାରୁ ଦୂରରେ
ଭୁବନେଶ୍ୱର,୭।୪(ରବିନାରାୟଣ ଜେନା): ୨୦୨୪ ସିଏଜି ରିପୋର୍ଟରେ ପ୍ରକାଶିତ ତଥ୍ୟ ଅନୁସାରେ, ଓଏମ୍ବିଏଡିସି ପାଣ୍ଠିରୁ ଆଇସିଟି ଲ୍ୟାବ୍ ଓ ସ୍ମାର୍ଟ କ୍ଲାସ ସ୍ଥାପନ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ଲକ୍ଷ୍ୟ ରଖାଯାଇଥିଲା, ତାହା ବାସ୍ତବକ୍ଷେତ୍ରରେ ରୂପାୟନ ହୋଇପାରି ନାହିଁ। କେଉଁଠାରେ…
‘ଜୟ ଶ୍ରୀରାମ’ ନାରାରେ କମ୍ପିଲା ରାଜଧାନୀ: ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା
ଭୁବନେଶ୍ୱର,୬।୪(ସୌମ୍ୟରଞ୍ଜନ ରାଉତ): ବିଶ୍ୱ ହିନ୍ଦୁ ପରିଷଦର ଯୁବ ସଙ୍ଗଠନ ବଜରଙ୍ଗ ଦଳ ପକ୍ଷରୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ମୋହତ୍ସବ ଶୋଭାଯାତ୍ରା ମହାଆଡ଼ମ୍ବରରେ ପାଳନ ହୋଇଯାଇଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଅଗଣିତ ହିନ୍ଦୁଙ୍କର ଆରାଧ୍ୟ ଦେବତା ତେଣୁ ପୁର-ପଲ୍ଲୀଠାରୁ ଆରମ୍ଭ…
ରାମନବମୀରେ ସମ୍ବଲପୁରରେ ବିଶାଳ ଶୋଭାଯାତ୍ରା
ସମ୍ବଲପୁର,୬।୪(ଭବାନୀ ଶଙ୍କର ଭୋଇ): ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରବିବାର ସମ୍ବଲପୁରରେ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ସମନ୍ବ୍ବୟ ସମିତି ପକ୍ଷରୁ ହନୁମାନ ଜୟନ୍ତୀର କିଛିଦିନ ପୂର୍ବରୁ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥାଏ। ତେବେ ଚଳିତ ବର୍ଷ…
ଐତିହାସିକ ଶ୍ରୀରାମନବମୀ ମହୋତ୍ସବ: ଶୋଭାଯାତ୍ରାରେ ୧୫୦ ପ୍ରଜ୍ଞାପନ ମେଢ଼ ସାମିଲ
ଭଦ୍ରକ,୬।୪(ସନାତନ ରାଉତ): ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ଭଦ୍ରକ ସହରର ପରିବେଶ ଗେରୁଆମୟ ହୋଇଥିବା ବେଳେ ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇଛି। ଅପରାହ୍ନ ୫ ଟାରେ ଆରମ୍ଭ ହୋଇଥିବା ନଗର ସଂକୀର୍ତ୍ତନରେ ଜିଲା ଓ ଜିଲା…
୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ
ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଜମି ଅଧିଗ୍ରହଣ ସମସ୍ୟା ପାଇଁ ସମ୍ପୂର୍ଣ୍ଣ ହେବା ବିଳମ୍ବ…
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ ଗୁରୁତ୍ୱପୂର୍ଣ୍ଣ…
ଭାଟୁଣିଆଁରେ ୧୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ
କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବନାଞ୍ଚଳ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ନାଳ ନିକଟରେ ୧୮ଟିକିଆ ହାତୀପଲ ଦିନବେଳେ ଡେରା ପକାଇଛନ୍ତି। ଶନିବାର ସନ୍ଧ୍ୟାରେ ଆମ୍ବଡହରାରୁ ହାତୀପୋଲ କୁଡ଼ିଆଘରା ଟିକରପଡ଼ା ଗ୍ରାମଦେଇ କାଦଗଡ଼ ମକରମେଳା ସେଠାରୁ ରେଳଲାଇନ୍ ଅତିକ୍ରମ କରି…
ଅବୈଧ ବିବାହରୁ ଜନ୍ମିତ ପିଲାମାନେ ପିତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ହୋଇପାରିବେ: ଓଡ଼ିଶା ହାଇକୋର୍ଟ
କଟକ,୬ା୪: ଦ୍ୱିତୀୟ କିମ୍ବା ଅବୈଧ ବିବାହରୁ ଜନ୍ମିତ ପିଲାମାନେ କେବଳ ସ୍ୱ-ଅର୍ଜିତ ନୁହେଁ ବରଂ ସେମାନଙ୍କ ପିତାଙ୍କ ପୈତୃକ ସମ୍ପତ୍ତିର ମଧ୍ୟ ଉତ୍ତରାଧିକାରୀ ହେବାର ହକଦାର। ଓଡ଼ିଶା ହାଇକୋର୍ଟ କହିଛନ୍ତି ଯେ ହିନ୍ଦୁ ବିବାହ ଆଇନ(HMA) ଯାହା ଅବୈଧ ବିବାହରୁ ଜନ୍ମିତ…
ସୋମବାର ଭୁବନେଶ୍ୱରରେ ଆୟୋଜନ ହେବ ଯୋଗ ମହୋତ୍ସବ-୨୦୨୫; ଜାଣନ୍ତୁ ସ୍ଥାନ, ସମୟ
ଭୁବନେଶ୍ୱର,୬ା୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏପ୍ରିଲ ୭ (ସୋମବାର) ରାଜଧାନୀ ଭୁବନେଶ୍ୱରରେ ଯୋଗ ମହୋତ୍ସବ-୨୦୨୫ ଆୟୋଜନ ହେବ। ଆୟୁଷ ମନ୍ତ୍ରଣାଳୟ ଏବଂ ମୋରାଜୀ ଦେଶାଇ ଜାତୀୟ ଯୋଗ ପ୍ରତିଷ୍ଠାନ ମିଳିତ ଭାବରେ ସକାଳ ୬.୩୦ ରୁ ସକାଳ ୮ ପର୍ଯ୍ୟନ୍ତ…
Archives


