ରାଜ୍ୟ

ଟ୍ରମ୍ପ୍‌ଙ୍କ ପାଇଁ ଓଡ଼ିଶାରେ ହଲଚଲ୍: ଦେଇଥିବା ମନ୍ତବ୍ୟ ସଂଶୋଧନ ମନ୍ତବ୍ୟ ପାଇଁ…

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଦେଶରେ ଏକ ନିର୍ଦ୍ଦେଶାବଳୀ ଜାରିକରି ମହିଳା ପର୍ଯ୍ୟଟକମାନଙ୍କ ପାଇଁ ଓଡ଼ିଶା ସୁରକ୍ଷିତ ନୁହେଁ ବୋଲି କହିଥିଲେ। ଏନେଇ ଖବର ପ୍ରକାଶ ପାଇବା ପରେ ଏହାକୁ ନେଇ ଦେଶ ଭିତରେ…

ପ୍ରଥମ ଦ୍ୱିତୀୟ ଟଙ୍କା ପାଇ ବି କାହିଁକି କଟିଲା ୭ ଲକ୍ଷ ୬୬ ହଜାରଙ୍କ ସୁଭଦ୍ରା ୩ୟ କିସ୍ତି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୩ ଲକ୍ଷ ୯୯ ହଜାର ୦୧୯ ଜଣ, ଦ୍ୱିତୀୟ କିସ୍ତିରେ ୫ ଲକ୍ଷ ୮୨ ହଜାର ୮୦୪ ଜଣ ଏବଂ ୩ୟ କିସ୍ତିରେ ୭ ଲକ୍ଷ ୬୬ ହଜାର ୫୮୯ ଜଣ ହିତାଧିକାରୀଙ୍କ…

ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ

ଭୁବନେଶ୍ୱର, ୨୧।୯(ସୁନିତ୍‌ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ଯୋଗଦାନ ତୃଣମୂଳସ୍ତରରୁ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି…

ଆଜି ବର୍ଷର ଶେଷ ସୂର୍ଯ୍ୟୋପରାଗ: ଜାଣନ୍ତୁ କେଉଁଠି ଦେଖାଯିବ…

ଭୁବନେଶ୍ୱର,୨୧।୯(ସୁଚିସ୍ମିତା ସାହୁ): ଚଳିତବର୍ଷର ଦ୍ବିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ରବିବାର ସଂଘଟିତ ହେବ। ପ୍ରଶାନ୍ତ ମହାସାଗର, ଆଣ୍ଟାର୍କଟିକା ଓ ନ୍ୟୁଜିଲାଣ୍ଡର ଅନେକ ଅଞ୍ଚଳରେ ଏହା ଆଂଶିକ ରୂପେ ଦେଖାଯିବ। ତେବେ ଭାରତ ତଥା ଓଡ଼ିଶାରେ ଏହି ପରାଗ ଦେଖାଯିବ ନାହିଁ। ଭାରତୀୟ…

ନିର୍ମାଣହେବ ନୂତନ ଲୋକସେବା ଭବନ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଲୋକସେବା ଭବନ କିପରି ହେବ ତା’ର ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିବାର ଦାୟିତ୍ୱ ଓଡ଼ିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି। ଓଡ଼ିଶା…

ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…

ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ ମୌସୁମୀଜନିତ ନିମ୍ନଚାପରେଖା ଓ ଟ୍ରପ୍‌ଲାଇନ ପାଇଁ ରାଜ୍ୟରେ ବର୍ଷା ହେଉଛି। ଇତିମଧ୍ୟରେ ଉତ୍ତର…

ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଉଚ୍ଚ ଶକ୍ତି ସମ୍ପର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ, ନାକେଦମ ହେଲେ…

ପାଇକମାଳ,୨୦।୯(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକ କର୍ଲାମାଳ ଗ୍ରାମରେ ଘଟିଛି ଏକ ଅଜବ ଘଟଣା। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ଉଚ୍ଚଶକ୍ତି ସମ୍ପୂର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯେତେ ବୁଝାଇଲେ ମଧ୍ୟ ସେ ଶୁଣି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାଶୀପୁର ଫରେଷ୍ଟ ରେଞ୍ଜର ଗିରଫ

ଜୟପୁର,୨୦।୯(ପବନ ପାଣିଗ୍ରାହୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ ରାୟଗଡ଼ା ବନଖଣ୍ଡ ଅନ୍ତର୍ଗତ କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଶୁକ୍ରବାର ସକାଳେ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ବେଳେ…

ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୂଚ଼ନାଯୋଗ୍ୟ, ବ୍ରାହ୍ମଣୀଗାଁ…

ଅକ୍ଟୋବର ଆସିଲେ ବଢୁଛି ଭୟ

ପାରଳାଖେମୁଣ୍ଡି,୨୦ା୯(ଗିରିଧାରୀ ପରିଚ୍ଛା): ଅକ୍ଟୋବର ମାସ ଆସିଲେ ଗଜପତି ଜିଲାବାସୀଙ୍କ ମନରେ ଭୟ ପଶୁଛି। ଗତ ୧୦ ବର୍ଷ ହେଲା ଜିଲାବାସୀ ଏହି ମାସରେ କୌଣସି ନା କୌଣସି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଆସୁଛି। ଏଭଳି ସ୍ଥଳେ ପାଣିପାଗ ବିଭାଗ ଆଗକୁ ଏଲଲିନୋ…

ଉପର ପଡ଼ିଆରେ ହେଉ ବାଲିଯାତ୍ରା: ବିଧାୟିକା ସୋଫିଆ ଫିର୍ଦ୍ଦୋସ

କଟକ,୨୦।୯: ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ ନ ହେବା ନିଷ୍ପତ୍ତି ପ୍ରସଙ୍ଗ ଉପରେ ଶନିବାର ପ୍ରତିକ୍ରିୟା ରଖିଛନ୍ତି କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ ହେବା ଆବଶ୍ୟକ ବୋଲି ସେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି।…

ଦୁଇ ବ୍ଲକ ପାଇଁ ଖୁସିଖବର: ଯିବ ନୂତନ ରେଳଲାଇନ୍‌

ଭୁବନେଶ୍ୱର,୨୦।୯: ନିମାପଡ଼ା ଓ ଗୋପ ଦେଇ ଭୁବନେଶ୍ୱରରୁ ନୂତନ ରେଳଲାଇନ କୋଣାର୍କ ଯିବ । ଫାଇନାଲ ଲୋକେଶନ ସର୍ଭେ ପାଇଁ ଅନୁମୋଦନ ମିଳିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମୋ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିମାପଡ଼ା ଓ ଗୋପବାସୀଙ୍କ ଏହା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?