ରାଜ୍ୟ

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଦେଶର ୩୦ରୁ ଅଧିକ ସହର ସହ ଆକାଶପଥରେ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଏଥିସହ…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ ସ୍ଥାନୀୟ ପାଷ୍ଟର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗର୍ଭବତୀ ମହିଳା ଜଣକ ଅସୁସ୍ଥ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର ଚଏସ୍‌ ଲକିଙ୍ଗ୍‌ କରିଥିବାବେଳେ ପ୍ରଥମ ମେଧାତାଲିକାରେ ୨୮୨୫ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ ହୋଇଛନ୍ତି। ସେ ହେଲେ ଧବଳେଶ୍ବର ନାହାକ(୧୬)। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରୀବିହାରସ୍ଥିତ ପଣ୍ଡାପାର୍କ ବସ୍ତିରେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ ଚିନ୍ତାର ବିଷୟ ପାଲଟିଛି। ବିଶ୍ୱବ୍ୟାପୀ ହାତୀଙ୍କ ସୁରକ୍ଷା ନେଇ ସଚେତନତା ଉଦ୍ଦେଶ୍ୟରେ ପ୍ରତିବର୍ଷ…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇନଫୋସିଟି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ,…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ବୁଧବାରଠାରୁ ସୋମବାର ପର୍ଯ୍ୟନ୍ତ ପ୍ରବଳ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱତନ୍ତ୍ର ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?