ରାଜ୍ୟ

ବର୍ଗର ସାମ୍ରାଜ୍ୟରେ ଓଡ଼ିଆ ଉଦ୍ୟୋଗୀ ବିରଜା

ଦେଶରେ ମ୍ୟାକ୍‌ଡୋନାଲ୍ଡସ୍‌, ଡୋମିନସ୍‌ ଏବଂ କେଏଫ୍‌ସି ଭଳି ଫାଷ୍ଟଫୁଡ୍‌ ବ୍ରାଣ୍ଡ୍‌ର ଚାହିଦା ରହିଥିବାବେଳେ ବର୍ଗର୍‌ ବଜାରରେ ହୋମଗ୍ରୋନ୍‌ ବ୍ରାଣ୍ଡ୍‌ ‘ବିଗିଜ୍‌ ବର୍ଗର୍‌’ ନିଜର ସ୍ଥିତି ସୁଦୃଢ଼ କରିପାରିଛି। ଓଡ଼ିଆ ଉଦ୍ୟୋଗୀ ବିରଜା ରାଉତଙ୍କ ବର୍ଗର୍‌ ନିଶା ତାଙ୍କୁ ଏହି ବ୍ୟବସାୟିକ ସଫଳତା…

ଓଡ଼ିଶାରେ ୧୧ରୁ ‘ଆୟୁଷ୍ମାନ’

ଭୁବନେଶ୍ୱର, ୫।୪(ସୁନିତ୍‌ ମିଶ୍ର): ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍‌-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ…

ସସ୍ମିତଙ୍କ ବିରୋଧରେ ଆକ୍ସନ? BJDରେ ହଇଚଇ

ଭୁବନେଶ୍ୱର,୪।୪: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମପି ସସ୍ମିତ ପାତ୍ରଙ୍କ ବିରୋଧରେ ପଦକ୍ଷେପ ନେବା ପାଇଁ ଦାବି ଉଠିଛି। ଏହି ଦାବି ପଛରେ ରହିଛି ସମ୍ପ୍ରତି ସଂସଦରେ ଘଟିଥିବା ଘଟଣା, ଯେଉଁଠାରେ ସସ୍ମିତ ଦଳୀୟ…

ଯାତ୍ରା ଜଗତରେ ହଇଚଇ, ବ୍ୟାନ୍‌ ପରେ ମୁହଁ ଖୋଲିଲେ ନରି, କହିଲେ ନ୍ୟାୟ ନ ମିଳିଲେ ପାଉଡର ଲଗେଇବିନି

ଭୁବନେଶ୍ୱର,୪।୪: ଯାତ୍ରା ଜଗତରେ ହଇଚଇ, ବ୍ୟାନ୍‌ ପରେ ମୁହଁ ଖୋଲିଲେ ହାସ୍ୟ ଅଭିନେତା ନରି ପଣ୍ଡା। ସେ କହିଛନ୍ତି, ନ୍ୟାୟ ନ ପାଇବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିବ ନ୍ୟାୟ ନ ପାଇବା ଯାଏଁ ପାଉଡର୍‌ ଲଗାଇବି ନାହିଁ ବୋଲି ମଧ୍ୟ…

ନବୀନ ନିବାସରୁ ବଡ଼ ଅପଡେଟ୍‌, ନବୀନ କଲେ ସ୍ପଷ୍ଟ?

ଭୁବନେଶ୍ୱର,୪।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର ସଭାପତି…

ଚର୍ଚ୍ଚାରେ ରହିଥିଲେ ଜଲିଉଡ ହାଇପେଡ୍‌ ଆକ୍ଟର ପୀୟୁଷ : ଏବେ ବାପାଙ୍କ ବିରତୀ ଚିଠି ପୁଣି ଦ୍ୱନ୍ଦରେ ଦର୍ଶକ

ଭୁବନେଶ୍ୱର, ୪।୪: ଏ ବର୍ଷ ଯାତ୍ରା ଜଗତରୁ ଦୂରେଇ ରହିପାରନ୍ତି ପୀୟୁଷ ତ୍ରିପାଠୀ। ବାପାଙ୍କ ଚିଠିକୁ ନେଇ ଏବେ ହେଉଛି ଚର୍ଚ୍ଚା। ପୀୟୁଷଙ୍କ ବାପାଙ୍କ ଚିଠିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ପୀୟୁଷଙ୍କ ସ୍ବାସ୍ଥ୍ୟଗତ ଓ ପାରିବାରିକ ସମସ୍ୟା ନେଇ…

ଓଡ଼ିଶା ଲାଗି କେନ୍ଦ୍ର କ୍ୟାବିନେଟ ଦ୍ୱାରା ୨ ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୪(ସୁନିତ ମିଶ୍ର): କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (CCEA) ଶୁକ୍ରବାର ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଛି। ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ ରହିଛି। ଏହି ୨ଟି ପ୍ରକଳ୍ପ ହେଉଛି ସମ୍ବଲପୁର-ଜରପଡା(ତାଳଚେର,…

ବଦ୍ରି ଖୋଲିଲେ ଭିତିରି ପ୍ଲାନ : ଏପଟେ କାହିଁକି ନବୀନଙ୍କ କଥା ମାନିଲେନି କହିଲେ ଦେବାଶିଷ

ଭୁବନେଣ୍ବର,୪।୪: ବହୁ ପ୍ରତୀକ୍ଷିତ ୱାକଫ ବିଲ୍‌ ଲୋକସଭା ପରେ ରାଜ୍ୟସଭାରେ ଗୃହୀତ ହୋଇଛି। ଏହି ବିଲ ବୁଧବାର ଲୋକସଭାରେ ଗୃହୀତ ହେଲା ପରେ ଗୁରୁବାର ରାତିରେ ରାଜ୍ୟରେ ମଧ୍ୟ ବହୁମତ ସହିତ ଗୃହୀତ ହୋଇଛି। ରାଜ୍ୟ ସଭାରେ ୱାକଫ ସପକ୍ଷରେ ୧୨୮…

ଉତ୍ତମ ଆଚରଣ, ବ୍ୟବହାର ନେଇ ସେବାୟତଙ୍କୁ ପ୍ରଶିକ୍ଷଣ

ପୁରୀ,୪।୪: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଶୁକ୍ରବାର ସେବାୟତମାନଙ୍କ ଏକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି। ଶିବିରରେ ମହାପ୍ରଭୁଙ୍କ ସେବାରେ ନିୟୋଜିତ…

ଏହି ଏମପିଙ୍କ କ୍ରସ ଭୋଟିଂରେ ବଦଳିଗଲା ଅଙ୍କ, ରାଜ୍ୟ ସଭାରେ ହୋଇଗଲା ବଡ଼ ଖେଳ

ନୂଆଦିଲ୍ଲୀ,୪।୪: ଦୀର୍ଘ ବିତର୍କ ପରେ ଓ୍ବକଫ (ସଂଶୋଧନ) ବିଲ ୨୦୨୫ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହି ବିଲ ସପକ୍ଷରେ ୧୨୮ ଏମପି ଏବଂ ବିପକ୍ଷରେ ୯୫ ଏମପି ଭୋଟ ଦେଇଛନ୍ତି। ଏହାପୂର୍ବରୁ ଲୋକ ସଭାରେ ବିଲଟି ଅନୁମୋଦନ ପରେ ଏହା…

ଓଡ଼ିଆରେ ନାମଫଳକ ଲେଖିବା ପାଇଁ ସଚେତନତା ପଦଯାତ୍ରା: ଶ୍ରମିକଙ୍କୁ ମିଠା ବାଣ୍ଟିଲେ ପ୍ରଶାସନିକ ଅଧିକାରୀ

ବରଗଡ,୪।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ…

କିଏ ଶୁଣିଲେନି ନବୀନଙ୍କ କଥା? ରାଗିଗଲେ ବଦ୍ରି, ଖୋଲିଦେଲେ ଭିତିରି ପ୍ଲାନ…

ଭୁବନେଶ୍ୱର,୪।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri