ରାଜ୍ୟ

‘ଆମ ବସ୍‌’ କଣ୍ଡକ୍ଟରଙ୍କ ଦାଦାଗିିରି, ୟୁନିଫର୍ମରେ ଥାଇ ଯାତ୍ରୀଙ୍କୁ ମାରିଲେ ଚାପୁଡା

ଭୁବନେଶ୍ବର , ୧୮।୯: ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର। ବସ୍‌ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ କରାଯାଇଛି। ୟୁନିଟ ୮ ମାର୍କେଟ…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ଉଦ୍ୟମ, ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର,୧୮ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ହଇଚଇ ସୃଷ୍ଟି କରିଥିବା ନକଲି ଜାଲ ସାର୍ଟିଫିକେଟ୍‌ ନେଇ ପୁଣି ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଜିଲାରେ ଡେରା ପକାଇଥିଲେ ଏବଂ ବିଭିନ୍ନ ଅଫିସକୁ ଯାଇ ନକଲି ସାର୍ଟିଫିକେଟକୁ…

ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ: ଜିଲାପାଳ-ବିଧାୟକ କଲେ ଉଦ୍‌ଘାଟନ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ ଏହାର ଶୁଭାରମ୍ଭ କରିଥିଲେ। ଏହା ଫଳରେ ମତ୍ସ୍ୟଜୀବୀମାନଙ୍କ ୧୦ ବର୍ଷର ସଂଘର୍ଷ…

କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ

ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ…

ନବୀନଙ୍କ ଚାମ୍ବରରେ ସରିଲା କଂଗ୍ରେସର ବୈଠକ, ସଂଧ୍ୟା ୫ରେ ବଡ଼ ଘୋଷଣା

ଭୁବନେଶ୍ୱର,୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତିଙ୍କୁ ଚିଠି ଦେଇଛି କଂଗ୍ରେସ । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ । ସେପଟେ କଂଗ୍ରେସ ବିଧାୟକମାନେ ବିଜେଡି ବିଧାୟକଙ୍କ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ ଯୁକ୍ତ ୨, ଚାଲିଛି ଜୋର୍‌ଦାର ପ୍ରସ୍ତୁତି

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା ଏବଂ କେନ୍ଦ୍ରୀୟ ବିଦ୍ୟାଳୟ…

କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ, ବିଜେଡି ବିଧାୟକଙ୍କ ସହ ଚାଲିଛି ଗୁପ୍ତ ବୈଠକ, ଆଗକୁ…

ଭୁବନେଶ୍ୱର,୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତିଙ୍କୁ ଚିଠି ଦେଇଛି କଂଗ୍ରେସ । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ । ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ…

ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ, ସମର୍ଥନ କଲେ ଏହି ବିଧାୟକ

ଭୁବନେଶ୍ୱର,୧୮ା୯: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି। ସିପିଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଏହି ଅନାସ୍ଥା ଆଣିଛି। ଅନ୍ୟପକ୍ଷରେ…

ଜଙ୍ଗଲରେ ପହଞ୍ଚିଲା ପ୍ରଶାସନ, ବେଆଇନ ବ୍ଲାଷ୍ଟିଂ, ଖନନ ବନ୍ଦ ନେଇ ମାଫିଆକୁ କଲା ତାଗିଦ୍‌

ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ତହସିଲ ଅଧିନସ୍ଥ ବେତାରସିଙ୍ଗିର ଜଙ୍ଗଲରେ ଜାରିରହିଥିବା ବେଆଇନ ପଥର ବ୍ଲାଷ୍ଟିଂ ଓ ଖନନକୁ ବିରୋଧ କରି ଗ୍ରାମବାସୀଙ୍କ ପକ୍ଷରୁ କିଛିଦିନ ତଳେ ପ୍ରତିବାଦ କରାଯାଇଥିଲା। ଗ୍ରାମବାସୀଙ୍କ ପ୍ରତିବାଦ ଏବଂ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ତହସିଲଦାରଙ୍କ…

ବଡ଼ ଘୋଷଣା, ଏଣିକି ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୮।୯: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା…

ଶୁଭମିତ୍ରା ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ ନୂଆ ତଥ୍ୟ, ପ୍ରଥମ ସ୍ତ୍ରୀଙ୍କୁ ବି ହତ୍ୟା କରିଥିଲେ ଦୀପକ, ପୋଲିସ କହିଲା…

ଭୁବନେଶ୍ୱର,୧୮ା୯: ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ପୁଣି ଏକ ନୂଆ ମୋଡ଼ ଆସିଛି। ଅଭିଯୁକ୍ତ ଦୀପକ ରାଉତ ତାଙ୍କ ପ୍ରଥମ ସ୍ତ୍ରୀ ଅପର୍ଣ୍ଣାଙ୍କୁ ମଧ୍ୟ ହତ୍ୟା କରିଥିଲେ। ମୃତ୍ୟୁର ୩ ବର୍ଷ ପରେ ମୁହଁ ଖୋଲିଛନ୍ତି ପ୍ରଥମ ସ୍ତ୍ରୀଙ୍କ…

ମରାମତିରେ ବିଳମ୍ବ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଦିଗପହଣ୍ଡି,୧୮ା୯(ଅଶେଷ ନାଥ ମିଶ୍ର): ଏନ୍‌ଏଚ୍‌ ମରାମତି ଦାବିରେ ବିଳମ୍ବ ଏବଂ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଗ୍ରାମବାସୀ ଗୁରୁବାର ଆସିକା-ଦିଗପହଣ୍ଡି ରାସ୍ତା ପଳାସପୁର ଛକରେ ଏନ୍‌ଏଚ୍‌ ୩୨୬ ଅବରୋଧ କରିଛନ୍ତି। ଫଳରେ ଉଭୟ ପାଶର୍‌ବରେ ଶହଶହ ଗାଡ଼ିମୋଟର ଅଟକି ରହିଥିବାବେଳେ ଗମନାଗମନ ଠପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?