ରାଜ୍ୟ

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ବସ୍ତା ପରେ ବାଲେଶ୍ୱର ଜିଲା…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା…

ୱକଫ ବିଲ୍‌କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ କରିଛି।…

ପୁଣି ବଢ଼ିଲା କିଟ୍‌ ଅଡ଼ୁଆ, ମୃତ ଛାତ୍ରଙ୍କ ବାପା କହିଲେ…

ଭୁବନେଶ୍ୱର,୨।୪: ପୁଣି ବଢ଼ିଲା କିଟ୍‌ ଅଡ଼ୁଆ। କିଟ୍‌ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ଅର୍ଣ୍ଣବଙ୍କ ବାପା। କିଟ୍‌ କର୍ତ୍ତୃପକ୍ଷଙ୍କ ଅବହେଳାରୁ ପୁଅର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି। କର୍ତ୍ତୃପକ୍ଷଙ୍କ ଉପରେ କ୍ଷୋଭ ସହ ମ୍ୟାନେଜମେଣ୍ଟ ଅବହେଳାକୁ ଦାୟୀ କରିଛନ୍ତି।…

କମେଣ୍ଟ ମରାକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା: ୨ ଗୁରୁତର

ଭୁବନେଶ୍ୱର,୨।୪: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ୨ ଗୁରୁତରଙ୍କୁ ଏମ୍ସରେ ଭର୍ତ୍ତି…

କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍‌। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ରଖି କହିଛନ୍ତି, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ…

ଚାଉଳ ସହ ଗହମ ମିଳିବା ନେଇ ମନ୍ତ୍ରୀ କହିଲେ କେନ୍ଦ୍ରକୁ ଚିଠି ଲେଖିଛୁ, ମଞ୍ଜୁରୀ ମିଳିଛି, ହେଲେ…

ଭୁବନେଶ୍ୱର,୨ା୪: କେବେ ସୁଦ୍ଧା ଗହମ ସହ ଚାଉଳ ଦିଆଯିବ ପ୍ରଶ୍ନରେ ବୁଧବାର ଗୃହରେ ଉତ୍ତର ରଖିଛନ୍ତି ଯେଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଚାଉଳ ସହ ଗହମ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲୁ, ତାକୁ ମଞ୍ଜୁରୀ…

ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୨ା୪(ସୁନୀଲ କୁମାର ମହାନ୍ତି): ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ମଙ୍ଗଳବାର ରାତିରେ ଘଟିଛି ଏଭଳି ବୀଭତ୍ସ କାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଅମୂଲ୍ୟା ବିଶ୍ୱାଳ (୩୫) ତାଙ୍କ ଘରେ…

ପୁଣି ବଦଳିଗଲେ ନବୀନ! ମୋଦିଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ନେଲା ବିଜେଡି

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉ ପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ…

କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୪: ଭୁବନେଶ୍ବରରେ ବୁଧବାର ଶିଶୁ ବାଟିକାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି। ନୂଆ…

ବ୍ୟବସାୟିକ ଆହ୍ବାନ: ଧୈର୍ଯ୍ୟ ଶ୍ରେଷ୍ଠ ଉପାୟ

ଭାରତର ଗାର୍ମେଣ୍ଟ ଶିଳ୍ପରେ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ଏସ୍‌ ସ୍କୋୟାର ମାର୍କେଟିଂ ପ୍ରାଇଭେଟ୍‌ ଲିମିଟେଡ୍‌ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ପରିଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ଏହାର ପରିଚାଳନା ନିର୍ଦ୍ଦେଶକ ଶ୍ୟାମସୁନ୍ଦର ସନ୍ଥୋଲିଆ ୧୯୬୧ରେ ଜନ୍ମ ଗ୍ରହଣ କରିଥିଲେ। ଶୈଶବ ସେଠାରେ କଟିଥିଲେ…

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି। ଫଳରେ ମାଣିଆବନ୍ଧ ଥାନା ଅନ୍ତର୍ଗତ ବାଙ୍ଗରସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଟକ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri