ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର
ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି କର୍ମୀ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ…
ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ…
ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର
କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ ପ୍ରଚଳିତ ଥିଲା ଏହି ପ୍ରଥା। ପରେ ଆସିଲା ପାଲିଙ୍କି ସମୟ। ପାଲିଙ୍କିରେ ବର…
ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ…
ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…
ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ ପ୍ରାଣୀ ସମ୍ପଦ ଓ ଗୋଟିଏ କୃଷି କଲେଜ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ…
‘ଭାରତୀୟ ଜ୍ଞାନ ପ୍ରଣାଳୀ: ବର୍ତ୍ତମାନର ଶାସନ ପାଇଁ ପ୍ରାସଙ୍ଗିକତା’ ଶୀର୍ଷକ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର,୨୭।୨: ଉତ୍କଳ ବିଶ୍ୱବିଦ୍ୟାଳୟର ଲୋକ ପ୍ରଶାସନ ବିଭାଗ ଦ୍ୱାରା ‘ଭାରତୀୟ ଜ୍ଞାନ ପ୍ରଣାଳୀ: ଆଧୁନିକ ଶାସନ ବ୍ୟବସ୍ଥାରେ ପ୍ରାସଙ୍ଗିକତା’ ଶୀର୍ଷକ ଦୁଇଦିନିଆ ଜାତୀୟ ସମ୍ମିଳନୀର ଉଦଘାଟନ ଅନୁଷ୍ଠାନ ସଫଳତାର ସହ ଆୟୋଜିତ କରିଛି। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ସମସାମୟିକ ଶାସନ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ
ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗୂହାଳିପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି।…
ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର
ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମତ୍ୟୁ ଘଟିଥିବା ବେଳେ ୩…
ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍ଡୋଜର
ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର କଞ୍ଚା ଇଟାରେ ବୁଲ୍ଡୋଜର ଚଢ଼ାଇ ନଷ୍ଟ କରି ଦିଆଯାଇଛି। ଅଞ୍ଚଳରେ ବଢୁଥିବା ପ୍ରଦୂଷଣକୁ…
ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…
ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…
ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…
ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…
ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ବଡ଼ ସୂଚନା ଦେଇ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି।…
Archives


