ହାଇୱା ପଛରେ ପିଟିଲା ବାଇକ୍: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ ବାଇକ୍ ପିଟି ହୋଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ହେଲେ ବେଦାନ୍ତ…
ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା…
ଚଳିତ ବର୍ଷ ଏପ୍ରିଲ୍ରୁ ଜୁନ୍ ଅଗ୍ନିବର୍ଷା: IMD ଡିଜି
ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଅଧିକ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ ଅଞ୍ଚଳରେ…
ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ
ଟେନସା,୩୧ା୩(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ମାଳଦା ନିକଟସ୍ଥ ଜଙ୍ଗଲରୁ ସୋମବାର ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ଉଲଗ୍ନ ଥିବାବେଳେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ହେଲେ ମହିଳାଙ୍କ ପରିଚୟ…
୩ ମାସରେ ପୈଠ କରନ୍ତୁ ଟ୍ରାଫିକ୍ ଜରିମାନା ନହେଲେ କଟିଯିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର, ୩୧।୩: ସରକାର ତିନି ମାସ ମଧ୍ୟରେ ଟ୍ରାଫିକ୍ ଇ-ଚାଲାଣ ପୈଠ ନକରୁଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ ରଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ…
ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା
ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ ଅନ୍ତର୍ଭୁକ୍ତ କରାଯାଇଛି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ସଙ୍ଗୀତ ନାଟକ ଏକାଡେମୀ ସମ୍ପ୍ରତି ସମଗ୍ର…
ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗର ୨୩ ଦିନ ପରେ ପୋଲିସ ବଳାତ୍କାରୀ ଅଭିଯୁକ୍ତ ଜୟକୃଷ୍ଣ…
ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ
ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା କରିଛନ୍ତି। ‘ରାଉରକେଲା ଦିବସ’ ଉତ୍ସବରେ ଭାଷଣ ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକଳ୍ପର…
ଏପ୍ରିଲ୍ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’
ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।…
ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…
ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର କାଚ ଭାଙ୍ଗିବା ଅଭିଯୋଗରେ ବନ୍ଧମୁଣ୍ଡା ଆରପିଏଫ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ପଠାଇଛି।…
ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ
ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଆସନ୍ତା…
କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି
ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।…
Archives


