୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି
ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର…
ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି
ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍ପିଙ୍କ ଅଫିସ୍ରେ ସ୍ଥିତି ସମୀକ୍ଷା କରିଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲାରେ ରାମନବମୀ ପାଳନରେ ଶାନ୍ତିଶୃଙ୍ଖଳା ନେଇ ସ୍ଥିତି ସମୀକ୍ଷା…
ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍
ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ ହୋଇଛି।ଏବର୍ଷ ୭୪ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଛି। ଗତ ବର୍ଷ ୫୮ ଲକ୍ଷ…
‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’
ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର…
ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା
ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି। ଏସବୁ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼, କନ୍ଧମାଳ,…
କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା…
ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ: ବିଜେଡିର ନାହିଁ…
ଭୁବନେଶ୍ୱର,୧।୪: ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଲେ ବିଜେଡିର ଭାଷା ଜ୍ଞାନ ନାହିଁ । ଭାଷାକୁ କଦର୍ଥ କରିଥିଲା ବିଜେଡି,ପାତ୍ର BJD ଅମଳରେ ଓଡ଼ିଆ ଭାଷା ସାହିତ୍ୟ ବିପଦରେ ଥିଲା। ବର୍ତ୍ତମାନ ଆମ ସରକାର ଓଡ଼ିଆ…
ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ କରି ଗଣଶିକ୍ଷା ମନ୍ତ୍ରୀ କହିଲେ ରାଜ୍ୟର…
ଉମରକୋଟ,୧ା୪: ନବରଙ୍ଗପୁର ଜିଲା ଉମରକୋଟଠାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ପିଲାମାନଙ୍କୁ ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି କାର୍ଯ୍ୟକ୍ରମର ଶୁଭାରମ୍ଭ…
ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା…
ଏକାଉଣ୍ଟରୁ କଟିଗଲା ଟଙ୍କା: ଯୁବକ ଭାଙ୍ଗିଦେଲା ଏଟିଏମ୍
ଆନନ୍ଦପୁର, ୧।୪ (ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଷ୍ଟେଟ ବ୍ୟଙ୍କ ଏଟିଏମ୍ ଭାଙ୍ଗି ଚୁର୍ ମାର କରିଦେଲେ ଯୂବକ l ଘଷିପୁରା ଥାନା ସାମ୍ନାରେ ଥିବା ଷ୍ଟେଟ୍ ବ୍ୟାଙ୍କ ଘଷିପୁରା ଶାଖାର ଏଟିଏମ୍ କୁ ଗୋଇଠା ମାରି ଭାଙ୍ଗି…
ତାତି ନ ଥମୁଣୁ ପୁଣି କିଟ୍ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ
ଭୁବନେଶ୍ୱର,୧।୩: କିଟ୍ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା…
ଚୈତ୍ର ମଙ୍ଗଳବାର ତୃତୀୟ ପାଳି: ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ
ପୁରୁଷୋତ୍ତମପୁର,୧।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚାଲିଛି ଚୈତ୍ର ଯାତ୍ରା। ମଙ୍ଗଳବାର ତୃତୀୟ ପାଳିରେ ମା’ ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର…
Archives


