ରାଜ୍ୟ

ଏଣିକି ଶନିବାର ସାଢ଼େ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସ୍କୁଲ, ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୪ା୯(ପ୍ରଭାତ ପାଣିଗ୍ରାହୀ): ଏଣିକି ଶନିବାର ସାଢେ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନ। ଏନେଇ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଜ୍ଞପ୍ତି ଜାରି କରିଛନ୍ତି। ଏଥିରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଜିଲା…

ଗଞ୍ଜାମରେ ଏବେ ବି ରହିଛି ଶଗଡ଼ର ଚାହିଦା

ଗଞ୍ଜାମ,୧୪ା୯(ବିଦ୍ୟାଧର ସାହୁ): ପୂର୍ବକାଳରେ ଚାଷକାର୍ଯ୍ୟ ନିମନ୍ତେ ଶଗଡ଼ ବଳଦର ନିହାତି ଆବଶ୍ୟକତା ଥିଲା। ଜମିରେ ହଳଠାରୁ ଅମଳ ପର୍ଯ୍ୟନ୍ତ ଶଗଡ଼ ବଳଦ ଦ୍ୱାରା ଚାଷକାର୍ଯ୍ୟ ସମ୍ପନ୍ନ ହୋଇଥାଏ। ବର୍ତ୍ତମାନ ବିଜ୍ଞାନ ଯୁଗରେ ଚାଷକାର୍ଯ୍ୟ ନିମନ୍ତେ ଅତ୍ୟାଧୁନିକ ଯନ୍ତ୍ରପାତି ମିଳିବା ଓ ଯେକୌଣସି…

ଷ୍ଟେଜ୍‌ ଉପରେ ଡ୍ରେସ୍‌ ଖୋଲିଦେଲେ ନିଶା ନିଜକୁ ସମ୍ଭାଳି ପାରିଲେନି ଏଏସ୍‌ଆଇ : ପରେ ଯାହା ହେଲା…

ପାଟଣା,୧୪ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଏଏସ୍‌ଆଇ ସରୋଜ କୁମାର ସେଠୀଙ୍କୁ ବିବାଦୀୟ ଆଇଟମ ଗର୍ଲ ନିଶା ମହାରଣାଙ୍କ ସହ ଫଟୋ ଉଠାଇବା ମହଙ୍ଗା ପଡ଼ିଛି। ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥାଇ ଫଟୋ ଉଠାଇବାକୁ ନେଇ ଏସ୍‌ପି ନୀତିନ…

ଅକ୍ଟୋବରରେ ବଡ଼ ବାତ୍ୟା ଆଶଙ୍କା! ସତର୍କ କରାଇଲେ ଆଇଏମ୍‌ଡି ଡିଜି

ଭୁବନେଶ୍ୱର, ୧୪ା୯(ବନ୍ଦନା ସେଠୀ): ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓଡ଼ିଶା…

ନୂଆପଡ଼ା ଉପନିର୍ବାଚନ: ଜାଣନ୍ତୁ ଏସ୍‌ଆଇଆର୍‌, ଏସ୍‌ଏସ୍‌ଆର୍‌ ମଧ୍ୟରେ ପାର୍ଥକ୍ୟ କ’ଣ?

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ହେଉଛି ଘରକୁ ଘର ଯାଇ ଭୋଟରମାନଙ୍କ ଗଣନା କରି ନୂଆ ଭୋଟର ତାଲିକା ପ୍ରସ୍ତୁତ କରିବା। ପ୍ରଚଳିତ ତାଲିକାକୁ ବିଚାରକୁ ନ ନେଇ ଗଣନାକାରୀମାନେ ପ୍ରତି ଘରକୁ ଯାଇ ଧାର୍ଯ୍ୟ ତାରିଖ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସ୍‌ଏସ୍‌ଆର୍‌

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ନୂଆପଡା ବିଧାନସଭା ଆସନରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସ୍‌ଏସ୍‌ଆର୍‌) କରାଯିବ। ଆଗକୁ ଏହି ବିଧାନସଭା ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ହିଁ ଏସ୍‌ଏସ୍‌ଆର୍‌ କରାଯିବ। ନୂଆପଡ଼ା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ…

କଂଗ୍ରେସରେ ଯୋଗଦେଲେ ବିକଳ୍ପ ଓଡିଶା ସଭାପତି

ଭୁବନେଶ୍ୱର,୧୩।୯(ସୁନିତ୍‌ ମିଶ୍ର): ‘ବିକଳ୍ପ ଓଡିଶା’ ସଭାପତି କୈଳାଶ ମିଶ୍ର ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏଆଇସିସି ଓଡିଶା ପ୍ରଭାରୀ ଅଜୟ ଲାଲୁଙ୍କ ପୌରୋହିତ୍ୟରେ କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ କୈଳାଶ ମିଶ୍ର ୨ ଶହରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ଆସି…

ନିର୍ମାଣାଧୀନ କଲ୍ୟାଣ ମଣ୍ଡପକୁ ଡାକି ନାବାଳକଙ୍କ ସହ ରଖିଥିଲେ ଅପ୍ରାକୃତିକ ଯୌନ ସମ୍ପର୍କ, ୧୯ ବର୍ଷୀୟ ଯୁବକଙ୍କୁ ବାନ୍ଧିଲା…  

ଧରାକୋଟ,୧୩।୯:ଜଣେ ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ନାବାଳକ ସହ ଅପ୍ରାକୃତିକ ଯୌନ ସଂପର୍କ ରଖିବା ଅଭିଯୋଗରେ ଗଞ୍ଜାମ ଜିଲା ଧରାକୋଟ ପୋଲିସ ଜଣେ ଯୁବକକୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଧରାକୋଟ ଥାନା ଅନ୍ତର୍ଗତ କୁସପଡା ଗ୍ରାମ…

ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ: ଚାପିହୋଇ ଚାଲିଗଲା ଦୋକାନ ମାଲିକଙ୍କ ଜୀବନ

କୋରାପୁଟ,୧୩ା୯(ଅମିତାଭ ବେହେରା): କୋରାପୁଟ ସହରର ବସ୍‌ଷ୍ଟାଣ୍ଡ ନିକଟ ତଥା ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସର ୨ଟି ଦୋକାନ ଘର ଭୁଶୁଡ଼ି ଶନିବାର ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦୋକାନ ମାଲିକ ଲୋକନାଥ ପାତ୍ର(୬୨)। ଅନ୍ୟ…

 ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର:  ମୁହାଁମୁହିଁ ହେବେ…

ନୂଆପଡ଼ା,୧୩।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ…

ପଶୁପକ୍ଷୀଙ୍କ ସହ ନିଆରା ସମ୍ପର୍କ: ନିଜର ପେନ୍‌ସନ୍‌ ଟଙ୍କାରେ ଶହଶହ ପାରା, ବୁଲାକୁକୁରଙ୍କୁ ଖାଦ୍ୟ ଦେଉଛନ୍ତି ଏହି ବ୍ୟକ୍ତି…

ପଦ୍ମପୁର,୧୩ା୯(ପ୍ରଦୀପ୍ତ ଦାଶ): ଦିନକୁ ଦିନ ପଶୁପକ୍ଷୀ ପ୍ରତି ମଣିଷ ନିଷ୍ଠୁର ହେଉଥିବା ବେଳେ ବରଗଡ଼ ଜିଲା ପଦ୍ମପୁରରେ ଜୀବେ ଦୟାର ଏକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ ପାରା, ବୁଲାକୁକୁର ଓ ମଣିଷ ମଧ୍ୟରେ ସୃଷ୍ଟି ହୋଇଛି ନିଆରା ବନ୍ଧୁତ୍ୱ। ପ୍ରତିଦିନ…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ତୋମାରଙ୍କ ବଡ଼ ସୂଚନା: କହିଲେ ଏହି ମାସରେ ହେବ ବହୁତ କିଛି…

ଭୁବନେଶ୍ୱର,୧୩ା୯: ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ମାସରେ ବହୁତ କିଛି ନୂଆ ହେବାକୁ ଯାଉଛି। ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସାମ୍ପ୍ରସାରଣ ହେବା ନେଇ ମଧ୍ୟ ସଙ୍କେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?