ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ
ଭୁବନେଶ୍ୱର,୩୦।୩(ସତ୍ୟଜିତ୍ ରାଉତ): ଅନଲାଇନ୍ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି ୪୦ କୋଟି ଟଙ୍କା ଠକି ନେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ସାଇବର ୟୁନିଟ୍…
ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ କଂଗ୍ରେସର ବିରୋଧ: କଂଗ୍ରେସ କର୍ମକର୍ତ୍ତାଙ୍କୁ ଉଠାଇନେଲା ପୋଲିସ
ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା। ଏହା ପୂର୍ବରୁ ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ସମେତ ୨୨ଜଣ…
ସରକାରୀ ବାବୁଙ୍କ କୋଠା ଲୋଭ: OWSSB ସହକାରୀ ପ୍ରକଳ୍ପ ପରିଚାଳକଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର,୩୦ା୩: ଭିଜିଲାନ୍ସ ରବିବାର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (OWSSB), ଭୁବନେଶ୍ୱରର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କୁ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଦେବାଶିଷ ତାଙ୍କ ଆୟରୁ ୧୧୪% ଅଧିକ ରଖିଥିବା ବେଳେ ଏହାକୁ…
ବୁଲା କୁକୁର ଆତଙ୍କ, ଦିନକରେ ୨୭ ଜଣଙ୍କୁ କାମୁଡିଲେ
ଖଡ଼ିଆଳ,୩୦ା୩(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଶନିବାର ଦିନକରେ ୨୭ ଜଣଙ୍କୁ କୁକୁର କାମୁଡିଥିବା ବେଳେ ରବିବାର ମଧ୍ୟାହ୍ନ ସୁଦ୍ଧା ୫ ଜଣଙ୍କୁ କାମୁଡିଛନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ସମସ୍ତଙ୍କୁ ଜଳାତଙ୍କ ଇଞ୍ଜେକଶନ…
OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ
କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪…
ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ
ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସେମେଲପାଲି ଗାଁର ଅରବିନ୍ଦ ନାଗ(୧୮) ଏବଂ ସଂଯୁକ୍ତା ନାଗ(୨୦)।…
ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ
ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ…
ଫୋନ୍ କରି ପାଖକୁ ଡାକି ଭାଜପା କର୍ମୀଙ୍କୁ ଗୁଳି କଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ ପାଟଣା ଜନୈକ ଭାଜପା କର୍ମୀଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ ଅତି ନିକଟରୁ ହୋଇଥିବା ଜଣାପଡ଼ିଛି।କପାଳକୁ ଗୋଟିଏ ରାଉଣ୍ଡ ଗୁଳି ବାଜିଥିବା ବେଳେ ଶରୀରର ଅନ୍ୟ କେଉଁଠି କ୍ଷତ ନ ଥିବା ପ୍ରାଥମିକ ତଦନ୍ତରୁ…
Train derail: କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍ ବ୍ୟବସ୍ଥା
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ…
ବଦଳିଲା ଅନେକ ଟ୍ରେନ୍ର ଗତିପଥ
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ…
Archives


