କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି। ପ୍ରଥମ…
ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ, ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି। ଭିନ୍ନକ୍ଷମ…
ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…
ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର…
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ…
ଉତ୍କଳ ଦିବସ ୨୦୧୦ରୁ ଓଡ଼ିଶା ଦିବସ ହୋଇଗଲାଣି: ଜୟନାରାୟଣ
ଭୁବନେଶ୍ୱର,୩୦ା୩(ସୁନିତ୍ ମିଶ୍ର): ଉତ୍କଳ ଦିବସକୁ ନେଇ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେଇଛନ୍ତି। ଶନିବାର ବିଧାନସଭା ବାହାରେ ସେ କହିଛନ୍ତି, ଆଉ ଉତ୍କଳ ଦିବସ ନାହିଁ, ୨୦୧୦ରୁ ଏହା ଓଡ଼ିଶା ଦିବସ ହୋଇସାରିଲାଣି। ସରକାର ଓଡ଼ିଶା ଦିବସ ପାଳନ…
ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ
ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ…
ନବୀନଙ୍କୁ ଟାର୍ଗେଟ କଲେ ମୋହନ, କହିଲେ କାଗଜ ବାଘ…
ଭୁବନେଶ୍ୱର, ୩୦ା୩(ସୁନିତ୍ ମିଶ୍ର): ନାରୀ ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଯଦି ଆଲୋଚନା କରିବାକୁ ଚାହାନ୍ତି ତେବେ ଆସନ୍ତୁ, କିଛି ଅସୁବିଧା ନାହିଁ। କିନ୍ତୁ ତଥ୍ୟଭିତ୍ତିକ ଆଲୋଚନା ହେଉ। ବିତର୍କ ହେଲେ ବିଲୁଆଘାଇଠାରୁ ଆରମ୍ଭକରି ଭୁବନେଶ୍ୱର ପର୍ଯ୍ୟନ୍ତ ସବୁ କଥା ଆଲୋଚନା ହେବ।…
ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ
ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସୁନ୍ଦରଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ ଚିନ୍ମୟ ଗୋଚ୍ଛାୟତ ଏହି ରାୟର ଶୁଣାଣି କରି…
ଭୁବନେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି
ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍ ଆସୋସିଏଶନ ସଭାପତି ପଦ ପାଇଁ ୩ଜଣ ପ୍ରତିଦ୍ୱନ୍ଦିତା କରୁଥିବାବେଳେ, ଦୁଇଜଣଙ୍କୁ ପଛରେ ପକାଇ ଅଶୋକ କୁମାର ପାତ୍ର ବାଜିମାତ୍ କରିଛନ୍ତି।…
କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ
ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର ଉପକଣ୍ଠ ପାହାଳ ଅଞ୍ଚଳର ହରିଦାଶପୁର ନିବାସୀ ମିର୍ଜା ଇସଲାମ ବୈଗ। ତାଙ୍କ ବିରୁଦ୍ଧରେ ପୂର୍ବରୁ…
ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା
ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଶନିବାର ଅବସର ଗ୍ରହଣ କରିଛନ୍ତି। କିନ୍ତୁ ଏହାର କାରଣ ସ୍ପଷ୍ଟ ନ ହେବା…
ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଦୁହିଁଙ୍କୁ ଅସୁସ୍ଥତା ଅନୁଭବ ହେବା ପରେ ତୁରନ୍ତ କ୍ୟାପିଟାଲ…
Archives


