ରାଜ୍ୟ

ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ…

ବିଧାନସଭା ବାହାରେ ପୁଣି ଘଣ୍ଟ ପିଟିଲା କଂଗ୍ରେସ

ଭୁବନେଶ୍ୱର,୨୯।୩(ରବିନାରାୟଣ ଜେନା): ବିଧାନସଭା ଗୃହ ଭିତରେ ଘଣ୍ଟ ମାଡ଼କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବିତ ହେବା ପରେ ଶୁକ୍ରବାର ପୁଣି ବିଧାନସଭା ବାହାରେ ଘଣ୍ଟମାଡ଼ କରିଛନ୍ତିି। ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଯେ ପର୍ଯ୍ୟନ୍ତ ସରକାରଙ୍କୁ ନିଦରୁ ନ ଉଠାଇଛୁ ସେପର୍ଯ୍ୟନ୍ତ ଘଣ୍ଟମାଡ଼…

ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍‌ ଭାଇସ୍‌ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ ହାଇସ୍କୁଲ, ବାରିପଦାର ଏମ୍‌ପିସି କଲେଜରେ ପାଠପଢ଼ା ପରେ ଫାର୍ମାସିରେ ଡିପ୍ଲୋମା ଓ ପରେ…

ଆବାସିକ ଅଞ୍ଚଳରେ ସିଏନ୍‌ଜି ଷ୍ଟେଶନ ନିର୍ମାଣକୁ ଝଟକା

ଭୁବନେଶ୍ୱର, ୨୯ା୩ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ କାନନବିହାର ଫେଜ୍‌-୧ସ୍ଥିତ ଆବାସିକ ଅଞ୍ଚଳରେ ଗେଲ୍‌ ଇଣ୍ଡିଆ ପକ୍ଷରୁ ନିର୍ମାଣ ହେଉଥିବା ସିଏନ୍‌ଜି ଷ୍ଟେଶନ ନିର୍ମାଣକୁ ଝଟକା ଲାଗିଛି। କୌଣସି ଅନୁମତି ନ ନେଇ ଜନବସତି ଅଞ୍ଚଳରେ ସିଏନ୍‌ଜି…

ଓଡ଼ିଶାରେ ୫୦ ବର୍ଷ ଯାଏ ରହିବ ଭାଜପା ସରକାର: ଭବିଷ୍ୟବାଣୀ କଲେ ହିମନ୍ତ

ଭୁବନେଶ୍ୱର, ୨୯ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ଛତିଶଗଡ଼ ବିଧାନସଭାର ବାଚସ୍ପତି ରମଣ ସିଂ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଫଡ୍‌ନବିସ୍‌ ଲୋକ ସେବା…

ଆଜି ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ

ପୁରୁଣା ଭୁବନେଶ୍ବର,୨୯ା୩(ସୁବାସ ଚନ୍ଦ୍ର ପ୍ରଧାନ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହିକ୍ରମରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ରାତି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ଜିଲାରେ ଖୋଲିବ ମିଶନ ଶକ୍ତି ଭବନ

ଭୁବନେଶ୍ୱର,୨୯ା୩(ସୁନିତ୍‌ ମିଶ୍ର):ପୂର୍ବ ସରକାରଗୁଡ଼ିକ ମହିଳାଙ୍କୁ ନିରୀହ ଭାବି ଭୁଅଁା ବୁଲାଉଥିଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗର ଖର୍ଚ୍ଚଦାବି ଆଲୋଚନା ପରେ ଗୃହରେ ଉତ୍ତର ରଖି ପ୍ରଭାତୀ କହିଛନ୍ତି,ସୁଭଦ୍ରା…

କଂଗ୍ରେସ ବିକ୍ଷୋଭ ଘଟଣା:୩ ମାମଲା ରୁଜୁ କଲା ପୋଲିସ

ଭୁବନେଶ୍ୱର,୨୮।୩(ସତ୍ୟଜିତ୍‌ ରାଉତ): ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ଦାବି ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସରରେ ପ୍ରତିବାଦ, ବିଧାନସଭା ଘେରାଉ ଉଦ୍ୟମ ସହ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ ଘଟଣାରେ କମିଶନରେଟ୍‌ ପୋଲିସ ଶୁକ୍ରବାର ୩ ଆପରାଧିକ ମାମଲା ରୁଜୁ କରିଛି। କ୍ୟାପିଟାଲ…

ଓଡ଼ିଶାରେ ୫୦ ବର୍ଷ ଯାଏଁ ରହିବ ଭାଜପା ସରକାର: ହିମନ୍ତ

ଭୁବନେଶ୍ୱର, ୨୮ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନରେ ମୋହନ…

ପୁଣି ଲଘୁଚାପ, ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩ (ଅନୁରାଧା ମହାରଣା)- ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ…

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ ତାତି ଅନୁଭୂତ ହୋଇଛି। ଏହି କ୍ରମରେ ବରଗଡ଼ ଗାନ୍ଧୀ ଛକ ଠାରେ ଚାଷୀ ସଂଗଠନ…

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର ଭିତରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri