୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶ୍ୱର,୨୮ା୩: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ପଦକ୍ଷେପ ସ୍ୱରୂପ, ଓଡିଶାର ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଶୁକ୍ରବାର ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାର ଖୁବ୍ ଶୀଘ୍ର ୧୦,୦୦୦ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି ଦେବେ।…
କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ
କଟକ,୨୮୩(କାର୍ତ୍ତିକ ସାହୁ): ସାଧବ ପୁଅମାନେ କାର୍ତ୍ତିକ ମାସରେ ବିଦେଶକୁ ବାଣିଜ୍ୟ କରିବା ପାଇଁ ଯାଉଥିଲେ। ସେମାନେ ବିଦେଶରୁ ବାଣିଜ୍ୟ ସାରି ଫେରିବା ପରେ ବାଲିଯାତ୍ରା ପଡ଼ିଆରେ ବୈଶାଖ ମାସରେ ଲାଗୁଥିଲା ବାଣିଜି୍ୟକ ମେଳା। ଏହାକୁ ବୈଶାଖୀ ବାଣିଜ୍ୟ ମେଳା ବା ସାଧବ…
ବାଇକ୍ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ
ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ମୃତ ଆଉ ଜଣେ ଆହତ ହୋଇଥିବା ଖବର ଶୁକ୍ରବାର ଜଣାପଡ଼ିଛି। ସେମାନେ…
ଏମ୍ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି
ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି। ଏପରିକି ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ ଦାବି…
ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ
ସନ୍ଥ କବି ଭୀମ ଭୋଇଙ୍କ ଦ୍ବାରା ଲିଖିତ ଏହି ବାଣୀକୁ ଦିବଂଗତ ସମାଜସେବୀ ତଥା କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନ ନିଜ ଜୀବନର ବ୍ରତ କରି ନେଇଥିଲେ। ନିଜକୁ ସମାଜସେବା ପାଇଁ ସମର୍ପି ଦେଇଥିଲେ। ନିଜ ପାଇଁ ନୁହେଁ, ଅନ୍ୟ ପାଇଁ…
ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ
କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର ଗ୍ରାମର ଦିନ ମଜୁରିଆ ଭାବେ କାମ କରୁଥିବା ‘ଗୁରୁଚରଣ ଜାମୁଡା’ ନାମକ ଯୁବକଙ୍କ ଭାଗ୍ୟ…
ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ
ଭୁବନେଶ୍ୱର,୨୮ା୩: ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ସିଡ୍ୟୁଲ ଏରିଆରେ ସର୍ବନିମ୍ନ ୨୦ ପିଲା ଥିଲେ ବନ୍ଦ ହୋଇପଡ଼ିଥିବା ସ୍କୁଲ ପୁଣି ଖୋଲିବ। ନନ୍ ସିଡ୍ୟୁଲ…
ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ
ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ। ମାତୃ ଏବଂ ଶିଶୁ ସ୍ୱାସ୍ଥ୍ୟ (MCH) ଶାଖାରେ ପରିବାର ପକ୍ଷରୁ ଟଙ୍କା…
ଭୁବନେଶ୍ୱରରେ ଗୋରୁ ବୋଝେଇ ଗାଡ଼ିକୁ ଅଟକାଇଲେ ‘ଗୋ ସେବକ’ ସଦସ୍ୟ, ୧୩ ରୁ ଅଧିକ ଗାଈ ଉଦ୍ଧାର
ଭୁବନେଶ୍ୱର,୨୮ା୩: ଶୁକ୍ରବାର ସକାଳେ ଭୁବନେଶ୍ୱରର ପାତ୍ରପଡ଼ା ନିକଟରେ ‘ଗୋ ସେବକ’ ସଦସ୍ୟଙ୍କ ଏକ ଦଳ ଗୋରୁ ପରିବହନ କରୁଥିବା ଏକ ଗାଡ଼ିକୁ ଅଟକାଇଛନ୍ତି। ଗାଡ଼ିଟିକୁ ଅଟକାଇବା ପରେ, ଡ୍ରାଇଭର ଏହାକୁ ଛାଡ଼ି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଗାଡ଼ିଟିରେ ୧୩ ରୁ ଅଧିକ…
୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର,୨୮ା୩: ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ଗୁରୁବାର ରାଜ୍ୟରେ ୧.୬୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୧୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଏହି ପ୍ରକଳ୍ପଗୁଡ଼ିକ ଇସ୍ପାତ, ଆଲୁମିନିୟମ, ବିଦ୍ୟୁତ ଉତ୍ପାଦନ, ସବୁଜ ହାଇଡ୍ରୋଜେନ, ଇଞ୍ଜିନିୟରିଂ ସାମଗ୍ରୀ…
ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC
ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ରହିଛି। ତେବେ କଲେଜ…
ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ
ଭୁବନେଶ୍ୱର, ୨୮।୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ବାର୍ ଆସୋସିଏଶନ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ। ଶନିବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ଏହି କ୍ରମରେ ଭୁବନେଶ୍ୱର ବାର୍ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
Archives


