ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା
ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା ଟ୍ରାଞ୍ଜିଷ୍ଟ ହାଉସ ଉଚ୍ଛେଦ କରାଯାଉଛି। ଉଚ୍ଛେଦକୁ ବିରୋଧ କରି ପୋଲିସ-ଜନତା ମୁହାଁମୁହିଁ ହୋଇଛନ୍ତି।…
ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ
ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡି ପୋଲିସର ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଗିରଫ କରିଛି। ପଶ୍ଚିମବଙ୍ଗର ଉତ୍ତର ୨୪…
‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …
ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ ଯାହା ହୋଇପାରିନଥିଲା, ତାହା ଗତ ୨ ବର୍ଷ…
କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…
ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…
ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ
ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର ସମସ୍ୟା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଅନେକ ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ…
ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….
ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…
ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ
ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଛି। ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ ଝିଅର ମୃତ୍ୟୁ ହୋଇଥିବା ନେଇ…
ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା
ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କଳାହାଣ୍ଡି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର
ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ ସଂଯୋଗ କରିଥିବା କଂକ୍ରିଟ ରାସ୍ତାରେ ଗତ କିଛି ଦିନର ଲଗାଣ ବର୍ଷାରେ ୧୨…
ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ
ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଶାସକ ଭାଜପା ଆଗୁଆ ଥିବା…
ପୁଣି ଖୋଲିଲା ହୀରାକୁଦର ୪ ଗେଟ
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…
ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି
ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ ସମାଜସେବୀ ଦୀପକ କୁମାର ମୁଦୁଲି। ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ମନ୍ଦିର…

