ରାଜ୍ୟ

ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ…

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…

ଭୁବନେଶ୍ୱରକୁ ଘେରିଗଲେ ପୋଲିସ ଫୋର୍ସ, ଚେତାବନୀ ଦେଲେ ଭକ୍ତ ଦାସ…

ଭୁବନେଶ୍ୱର,୨୭।୩: ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ…

ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କଲା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ

ବାରିପଦା,୨୬ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କରିଛି। ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ସୁଦାମ ଚରଣ ସାହୁଙ୍କ…

ସକାଳୁ ସକାଳୁ ଭୁବନେଶ୍ୱରକୁ ଘେରିଗଲେ ପୋଲିସ, ରାଜଧାନୀରେ ଟ୍ରାଫିକ୍‌ ଜାମ୍‌

ଭୁବନେଶ୍ୱର,୨୭।୩: ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ…

ଆଜି ବିଧାନସଭା ଘେରିବ କଂଗ୍ରେସ

ଭୁବନେଶ୍ୱର,୨୭।୩ (ରବିନାରାୟଣ ଜେନା): ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି…

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର ହାଇସ୍କୁଲ…

ରାସ୍ତାକଡ଼ରେ ପଡ଼ିଥିବା ନବଜାତ ଶିଶୁକନ୍ୟାର ଗୋଡ଼କୁ ଝୁଣି ଖାଇଲା କୁକୁର, ତଦନ୍ତ ଆରମ୍ଭ କଲା ସୁନ୍ଦରଗଡ଼ ପୋଲିସ

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ମହେଶଡିହିସ୍ଥିତ ଥିମ ପାର୍କ ନିକଟରୁ ବୁଧବାର ଏକ ନବଜାତ ଶିଶୁ କନ୍ୟାର ମୃତଦେହକୁ ଟାଉନ ଥାନା ପୋଲିସ ଜବତ କରିଛି। ସକାଳେ ଏଠାରେ ପଡିଥିବା ନବଜାତ ଶିଶୁ କନ୍ୟାର ଗୋଟିଏ ଗୋଡକୁ କୁକୁର ଟାଣି…

ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍‌ସନ୍‌

ଭୁବନେଶ୍ୱର,୨୬ା୩(ସୁନିତ୍‌ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍‌ସନ୍‌ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍‌ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଏମ୍‌ଆଇଏସ୍‌ଏ,…

ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ

ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍‌ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ ୧ରୁ ଗୋଟିଏ ସପ୍ତାହରେ ପ୍ରତି ପିଲାଙ୍କୁ ୩ଟି ଲଡୁ ଦିଆଯିବ ବୋଲି ରାଜ୍ୟ ସରକାର…

ମଙ୍ଗଳବାର ବ୍ୟତୀତ ଅନ୍ୟ ସବୁଦିନ ଚାଲିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୬ା୩ (ଅନୁରାଧା ମହାରଣା) – ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ ରାଉରକେଲା-ପୁରୀ-ରାଉରକେଲା (୨୦୮୩୫) ଓ ପୁରୀ-ରାଉରକେଲା-ପୁରୀ (୨୦୮୩୬) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ସେବା ସୂଚୀକୁ ସଂଶୋଧନ କରାଯାଇଛି। ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ…

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ ବନ ବିଭାଗ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ରିଲ୍‌ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri