ରାଜ୍ୟ

ବିବାହ ଆଳରେ ଆନ୍ଧ୍ର ପୁଅକୁ ଠକେଇ: ଠକ ମା’, ଝିଅଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୬।୩(ସତ୍ୟଜିତ୍‌ ରାଉତ): ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମର ପୁଅକୁ ବିବାହ କରିବା ଆଳରେ ଓଡ଼ିଶା ଝିଅ ଓ ତାଙ୍କ ମା’ ସୁନା ଓ ରୁପା ଅଳଙ୍କାର, ଟଙ୍କା ଆଦି ଠକି ନେଇଛନ୍ତି। ଏହି ମାମଲାରେ ଠକ ମା’ ଓ ଝିଅଙ୍କୁ ନୟାପଲ୍ଲୀ ଥାନା ପୋଲିସ…

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭାଗ ନେଇ ବଜେଟକୁ ସମର୍ଥନ ଜଣାଇ ମୁଖ୍ୟମନ୍ତ୍ରୀ ଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।…

୨୯ ମାର୍ଚ୍ଚରୁ ଓଡ଼ିଶାକୁ ଫେରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬ା୩: ୨୯ ମାର୍ଚ୍ଚରୁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଫେରିବାର ସମ୍ଭାବନା ରହିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା ଧୀରେ ଧୀରେ ୨-୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ। ଆଇଏମଡି ପୂର୍ବାନୁମାନ ଅନୁଯାୟୀ,…

ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଅଛି। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ ସଦଭାବ…

କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ -ଏମିତି କ’ଣ ଘଟିଛି ଯେ…

ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ ଅଟଳ ରହିଛି। ଏହାକୁ ନେଇ ହଟ୍ଟଗୋଳ ଜାରି ରହିଥିବାରୁ ବାଚସ୍ପତି କଂଗ୍ରେସ ବିଧାୟକଙ୍କ ଉପରେ…

ବିଧାନସଭାରେ ବିବୃତି ରଖିଲେ ବାଚସ୍ପତି, କହିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗ ଉପରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ। ୨୫ ସୁଦ୍ଧା ନିର୍ଦ୍ଧରିତ ସମୟରୁ ୩୯ ଘଣ୍ଟା ୨ ମିନିଟ୍‌ ଗୃହ ଚାଲିପାରିନାହିଁ। ୨୧ରେ ଉପବାଚସ୍ପତି ବିଶୃଙ୍ଖଳିତ ଆଚରଣରୁ ନିବୃତ ରହିବାକୁ କହିଥିଲେ। ଏସବୁ…

ପୁଅ ବାହାଘର ପୂର୍ବରୁ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ସୁନ୍ଦରଗଡ,୨୬।୩(ଜୟନାରାୟଣ ମେଣ୍ଡୁଳି/ଅନନ୍ତ ପଟେଲ): ମହୁଲ ଗୋଟାଇବାକୁ ଯାଇଥିବା ବେଳେ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା କଲେ ସ୍ୱାମୀ। ଏଭଳି ଅମାନବୀୟ କାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା ଥାନା ଅନ୍ତର୍ଗତ ହୁଟୁପାନି ଗ୍ରାମରେ। ବୁଧବାର ସକାଳ ପ୍ରାୟ ୮ଟା ବେଳେ ଜଣେ…

‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍‌ଆଉଟ୍‌ ଲାଗି ଷଡ଼ଯନ୍ତ୍ର ହେଉଛି’

ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ ବିରୋଧୀ ଦଳ ବିଜେଡି ସପକ୍ଷରେ ବାହାରିଛି। ଏଭଳି ଘଟଣାକୁ ନେଇ ଏବେ ଆଇନ ମନ୍ତ୍ରୀ…

ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍‌

ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି॥ ବିଶେଷକରି ମନ୍ଦିର ଭିତରେ ଗହଳିକୁ ଦେଖି ଏହି ମହିଳା ଗ୍ୟାଙ୍ଗ୍‌ ସୁନା…

ଆଖି ଦେଖାଇଲେ ଅରୁଣ ସାହୁ, କହିଲେ ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ…

ଭୁବନେଶ୍ୱର,୨୬।୩: ନିଲମ୍ବନକୁ ନେଇ ବିଧାନସଭା ଭିତରେ ଏବଂ ବାହାରେ ହାଇଡ୍ରାମା । କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ହେବା ପରେ କଂଗ୍ରେସ ସହ ପ୍ରତିବାଦକୁ ଓହ୍ଲାଇଛି ବିଜେଡି । ଏକାଠି ହୋଇଛନ୍ତି ବିଜେଡି-କଂଗ୍ରେସ । ବିଧାନସଭା ଗେଟ ସମ୍ମୁଖ ପାଲଟିଛି ରଣକ୍ଷେତ୍ର…

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ…

ସାଂଘାତିକ ଅଭିଯୋଗ ଆଣିଲେ ତାରା, କହିଲେ ଥାନାରେ FIR ଦେବି

ଭୁବନେଶ୍ୱର,୨୬।୩: ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି। ସେ ଥାନାରେ FIR ଦେବାକୁ ବାହାରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘କଲର ଧରି ବିଧାନସଭା ସୁରକ୍ଷାକର୍ମୀ ମୋତେ ମାରିଛନ୍ତି । ମୋ ସୁନା ଚେନ ନେଇଯାଇଛନ୍ତି । ଗାଈ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri