Odisha Elections 2024

ରାଜ୍ୟ

ଶାଢୀ ଦୋକାନରେ ଜିଏସ୍‌ଟି ଚଢାଉ

ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ...

ରାସ୍ତା ପ୍ରଶସ୍ତୀକରଣରେ କଟିବ ୩୧୫୮ ଗଛ

ସୋନପୁର,୧୪।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫଲାଇନ କୁହାଯାଉଥିବା ଅର୍ଜୁନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ ହୋଇଛି। ୨...

ଜେଲରୁ କଏଦୀ ଫେରାର

ଭବାନୀପାଟଣା,କର୍ଲାମୁଣ୍ଡା/ରୁପ୍ରାରୋଡ,୧୪।୨(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍‌ଜେଲରୁ ଜଣେ ବିଚାରାଧୀନ କଏଦୀ ପାଚେରି ଡେଇଁ ଫେରାର ହୋଇଥିବା ଜଣାପଡିଛି। ଫେରାର୍‌ କଏଦୀ ଜଣକ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ...

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ...

ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ...

ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି...

୩ ଦିନ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର...

ଭୁବନେଶ୍ୱର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୧୪।୨(ବ୍ୟୁରୋ):ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍‌ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର...

ଏଟିଏଫ୍‌ ଉପରୁ ୧% ଭାଟ୍‌ କମିଲା

ଓଡ଼ିଶାରେ ଅବସ୍ଥାପିତ ଯେକୌଣସି ବିମାନବନ୍ଦର, ହଲିପୋର୍ଟ, ହେଲିପ୍ୟାଡ୍‌, ଓ୍ବାଟର ଏରୋଡ୍ରମ୍‌ରେ ବିମାନ, ହେଲିକପ୍ଟର, ସାମୁଦ୍ରିକ ବିମାନଗୁଡ଼ିକ ପାଇଁ ରାଜ୍ୟ ସରକାର ଅଟୋମେଟିକ୍‌ ଟ୍ରାନ୍ସମିଶନ ଫ୍ଲୁଇଡ୍‌ (ଏଟିଏଫ୍‌) ତୈଳ ବିକ୍ରୟ ଉପରେ ଭାଟକୁ ୧% ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା...

ଜେଲରେ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ପ୍ରଦାନ ରୁଲ୍ସ-୨୦୨୩...

ଜେଲ ଗଲେ ଦୁଇ ଏବିଭିପି ସଦସ୍ୟ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ୍‌ ହଲ୍‌ରେ ସିଟିଜେନ୍ସ ଫୋରମ୍‌ ପକ୍ଷରୁ ସେମିନାର ଚାଲିଥିବାବେଳେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ଜେଏନ୍‌ୟୁ ପ୍ରଫେସର, କର୍ମକର୍ତ୍ତା ଓ ଅନ୍ୟ ଅତିଥିଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଘଟଣାରେ କମିଶନରେଟ ପୋଲିସ...

୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବୁନାଲ ଅଧ୍ୟକ୍ଷ ଜଷ୍ଟିସ୍‌ ଏ.ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri