ରାଜ୍ୟ

ବିପଦରେ ପାରାଦୀପ ଭ୍ୟୁ ଟାୱାର

ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା ହେବାରେ ଲାଗିଛି। ଏପରିକି ମୁହାଣ ପଥରବନ୍ଧଠାରୁ ମାଛଧରା ବନ୍ଦର ପର୍ଯ୍ୟନ୍ତ ନଦୀ...

ଟିମ୍‌ ପ୍ରାଇଡ୍‌କୁ ପ୍ରଶଂସା, ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା

ଭୁବନେଶ୍ୱର, ୧୨।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟ ଓ ଭୁବନେଶ୍ୱର କରିବା ପାଇଁ ବିଡିଏ, ବିଏମ୍‌ସି ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମିଳିତ ପଦକ୍ଷେପ ନିଆଯାଇଛି। ଏଥିପାଇଁ ‘ଟିମ୍‌ ପ୍ରାଇଡ୍‌’ ବା ପାର୍ଟି ଫର୍‌ ରେଗୁଲାର୍‌ ଇମ୍ପ୍ରୁଭ୍‌ମେଣ୍ଟ ଆଣ୍ଡ୍‌ ଡିସିପ୍ଲିନ୍‌...

ଓଏଏସ୍‌ ସ୍ତରରେ ଅଦଳବଦଳ: ଶ୍ବେତ କୁମାର ଦାଶ ବିଡିଏ ଯୁଗ୍ମ ଆୟୁକ୍ତ (ଇଷ୍ଟେଟ)

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ (ଓଡ଼ିଶା ପ୍ରଶାସନିକ ସେବା) ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୫ ଓଏଏସ୍‌ ଅଫିସରଙ୍କୁ ବଦଳି ସହ ଅନ୍ୟତ୍ର ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ଭିମସାର ବୁର୍ଲାର କୁଳସଚିବ...

ଷ୍ଟେଟ୍‌ ଫୋରେନ୍‌ସିକ୍‌ ଲାବ୍‌ର ତଥ୍ୟରେ ଇଡି ଅସନ୍ତୁଷ୍ଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ବେଆଇନ ଅର୍ଥ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଅଧିକ ତଦନ୍ତ କରାଯାଉଛି। ବୁଧବାର ଅର୍ଚ୍ଚନା,...

ଧବଳେଶ୍ୱରଙ୍କ ପୀଠକୁ ଯିବା ପ୍ରତିବନ୍ଧକ ହଟିଲା

ଖୁଣ୍ଟୁଣୀ,୧୨ା୧(ଡି.ଏନ୍‌.ଏ.): କଟକ ଜିଲା ଧବଳେଶ୍ୱରଙ୍କ ପୀଠକୁ ଯିବାକୁ ଏଣିକି ସମସ୍ତ ପ୍ରତିବନ୍ଧକ ହଟିଛି। ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟରେ ମଞ୍ଚେଶ୍ୱରର ପାଇକେରାପୁର ମହାନଦୀ ତୁଠଠାରୁ ଧବଳେଶ୍ବର ପର୍ଯ୍ୟଟନ କମ୍ୟୁନିଟି କେନ୍ଦ୍ର ଯାଏ ଦୀର୍ଘ ୨ କିମିରୁ ଊର୍ଦ୍ଧ୍ୱ ବାଲିରେ...

‘ବିଏସ୍‌କେୱାଇ ଜାଲିଆତି ଉପରେ କଡ଼ା ନଜର ରଖ’

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର କାର୍ଯ୍ୟନ୍ବୟନ ନାମରେ କୌଣସି ପ୍ରକାର ଜାଲିଆତି ବା ଠକାମିର ସମ୍ଭାବନା ଉପରେ କଡ଼ା ନଜର ରଖିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ ଉଭୟ...

ଭୁବନେଶ୍ୱର-ରାଉରକେଲା ମଧ୍ୟରେ ୨ ହକି ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୨।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ୨ଟି ସ୍ବତନ୍ତ୍ର ହକି ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ଚାହିଦା, ଅତିରିକ୍ତ ଭିଡ, ରେଳ ଯାତ୍ରୀଙ୍କୁ ଉତ୍ତମ ଯାତ୍ରା ସୁବିଧା ସହ ବିଶେଷ ଭାବେ ହକିପ୍ରେମୀଙ୍କ ପାଇଁ ସ୍ବତନ୍ତ୍ର...

ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ

କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀଙ୍କ ସହ ଆଲୋଚନା ଓ ରାଜ୍ୟରେ ପୁରୁଷ...

ସୁଧାଂଶୁ ଏସ୍‌ସିବି, ହରକ୍ରିଷ୍ଣ କେଏମ୍‌ସି ସୁପରିଣ୍ଟେଣ୍ଡେଣ୍ଟ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ନ୍ୟୁରୋ ସର୍ଜରୀ ବିଭାଗର ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କୁ ଏସ୍‌ସିବି ମେଡିକାଲ କଲେଜର ନୂତନ ସୁପରିଣ୍ଟେଣ୍ଡେଣ୍ଟ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବ୍ରହ୍ମପୁର ଏମ୍‌କେସିଜିର ଆନାସ୍ଥେସିଆ ବିଭାଗର ପ୍ରଫେସର...

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ ସେବାୟତ ଅଭିଯୋଗ ଆଣିବା ସହ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଗର୍ଭଗୃହରେ ଅନ୍ଧାରର ସୁଯୋଗ...

୧ରୁ ଡାକ୍ତରଙ୍କ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟ ସରକାର ଯଥାଶୀଘ୍ର ଦାବି ପୂରଣ ନ କଲେ ଫେବୃୟାରୀ ୧ରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇବେ। ଏନେଇ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା) ଚେତାବନୀ ଦେଇଛି। ବୁଧବାର ଓମ୍‌ସା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସଭାପତି...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୧ା୧: ବାରବାଟୀରେ ବୁଧବାର ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଏଥିରେ ଯୋଗଦେଇ ଓଡ଼ିଶାକୁ ଭୂୟସୀ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି। ସେ କହିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri