ରାଜ୍ୟ

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌...

ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ...

ପରିବାର ଲୋକଙ୍କ ବୟାନ ରେକର୍ଡ କଲା ପୋଲିସ

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଏବଂ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନଜିତ୍‌ ଟେଟେଙ୍କ ବୟାନ...

ମିଳିଲାଣି ୩.୫ କୋଟିର ସମ୍ପତ୍ତି, ଚାଲିଛି ଖୋଜା

ଭୁବନେଶ୍ୱର, (ବ୍ୟୁରୋ)/ ରଣପୁର,୧୬ା୧୨(ସ୍ବ.ପ୍ର.):ପୋଲିସ ବିଭାଗରେ କେତେଜଣ ଅଧିକାରୀ ଲାଞ୍ଚ କାରବାର କରି କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ବିଗତ ଦିନରେ ଭିଜିଲାନ୍ସ ଏକାଧିକ ପୋଲିସ କର୍ମଚାରୀଙ୍କୁ ଧରିବା ପରେ ସେମାନଙ୍କର ଅମାପ ସମ୍ପତ୍ତି ପଦାକୁ...

ଜୟପୁରରେ ଲମ୍ଫି ଚିହ୍ନଟ

ଜୟପୁର,୧୫ା୧୨(ନି.ପ୍ର.): ରାଜସ୍ଥାନରେ ଲାମ୍ଫି ରୋଗ ବ୍ୟାପି ଲକ୍ଷ ଲକ୍ଷ ଗୋରୁଙ୍କ ମୃତ୍ୟୁ ହେଇଛି। ଏବେ କୋରାପୁଟ ଜିଲା ଜୟପୁରରେ ଗାଈଙ୍କଠାରେ ଲମ୍ଫି ରୋଗ ଚିହ୍ନଟ ହୋଇଛି। ଫଳରେ ଏହାକୁ ନେଇ ଜିଲାର ଗୋପାଳକଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଛି। ଏହି...

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୫ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପିମାନେ ଗୁରୁବାର ଏକାଠି ହୋଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏୱାଇ) ଯୋଜନା...

ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ, ୫ ହଜାର ୫୦୦ କି.ମି. ଦୂରରେ କରିବ ଲକ୍ଷ୍ୟଭେଦ

ବାଲେଶ୍ୱର ଅଫିସ,୧୫।୧୨: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଗୁରୁବାର ସା ୫ଟା ୫୦ ମିନିଟ୍‌ ସମୟରେ ଧାମରା ଏପିଜେ ଅବୁଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି । ଏହି ମିଶାଇଲକୁ...

ଜାନୁୟାରୀ ୧ରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୧୫।୧୨: ଆସନ୍ତା ଜାନୁୟାରୀ ୧ ତାରିଖରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ବାରଣ କରାଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନୀତି ସମ୍ବନ୍ଧୀୟ ଅପ୍‌ଡେଟ ପାଇଁ ଶାଖା କାର୍ଯ୍ୟାଳୟ ଏବଂ ଗାରଦରେ ଗୋଟିଏ ମୋବାଇଲ ରହିବ।...

ଏସ୍‌ଆଇଙ୍କ ଘରୁ ମିଳିଲା ବିପୁଳ ପରିମାଣର ସମ୍ପତ୍ତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସ୍‌ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ଏସ୍‌ଆଇଙ୍କର ବିପୁଳ ପରିମାଣର ସମ୍ପତ୍ତି ଠାବ କରାଯାଇଛି। ଭୁବନେଶ୍ୱରର ପାଇକନଗର ସ୍ଥିତ ୪ ମହଲା...

ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌

ମାଥିଲି,୧୫ା୧୨(ଡି.ଏନ.ଏ.): ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ଶୁଦ୍ଧ ପାନୀୟଜଳ ଘରେ ଘରେ ପହଞ୍ଚାଇବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବରେ ଏଥିରୁ ଲୋକେ ସୁଫଳ ପାଉନଥିବା...

ବୋରିଗୁମ୍ମା ବ୍ଳକରେ ବଢୁଛି ନବଜାତ ଶିଶୁ ମୃତ୍ୟୁ

ବୋରିଗୁମା,୧୫ା୧୨(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକରେ ନବଜାତ ଶିଶୁ ମୃତ୍ୟୁ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମାତୃ ଏବଂ ନବଜାତ ଜନ୍ମିତ ଶିଶୁ ଉପଯୁକ୍ତ ସେବା ନ ପାଇ ସେମାନଙ୍କ ମୃତ୍ୟୁ ଘଟୁଥିବା କୁହାଯାଉଛି। ସ୍ବାସ୍ଥ୍ୟ ବିଭାଗର ସଚେତନତା...

୨୦୨୪ ପାଇଁ ପ୍ରସ୍ତୁତ ହେଲେଣି ସବୁ ଦଳ

ଭୁବନେଶ୍ବର,୧୫ା୧୨(ବ୍ୟୁରୋ): ୨୦୨୪ରେ ହେବାକୁ ଥିବା ସାଧାରଣ ନିର୍ବାଚନ ସମୟ ପୂର୍ବରୁ ହୋଇପାରେ ବୋଲି ରାଜନୈତିକ ମହଲରେ ଏକ ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଏଭଳି ସ୍ଥିତିରେ ସବୁ ଦଳ ନିଜ ନିଜର ସଙ୍ଗଠନ ସଜାଡ଼ିବା ଲାଗି ଉଦ୍ୟମ ଆରମ୍ଭ କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri