ରାଜ୍ୟ

ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ…

ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି ହୋଇଛି। ଶନିବାର ମୁମ୍ବାଇସ୍ଥିତ ଏକ କୋର୍ଟରେ ସିବିଆଇ ପକ୍ଷରୁ…

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ଓ ପରିବା ଅଭାବୀ ବିକ୍ରି ସାଧାରଣରେ ପରିଣତ ହୋଇଛି। ଅନ୍ୟପଟେ କେତେବେଳେ ବର୍ଷାଭାବ…

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇବାକୁ ହେଲେ ଆଧାର କାର୍ଡର ଆବଶ୍ୟକ ପଡୁଥିବା ବେଳେ…

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର…

ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା…

ଭୂତଳ ଜଳପତ୍ତନ ଖସୁଛି

ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର ବ୍ୟବହାର…

୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା…

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…

କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି। ସେହିପରି…

ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ; ବାପା, ବଡ଼ ଝିଅ ଗୁରୁତର

ଗଜପତି, ୨୩ା୩(ଗିରିଧାରୀ ପରିଛା): ବିଷାକ୍ତ ଛତୁଆ ଖାଇ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ରାମଗିରିରେ। ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ ଗୁଣବତୀ ବଡମୁଣ୍ଡି (୩) ମୃତ୍ୟୁ ବରଣ କରିଥିବା ବେଳେ ବାପା ଏବଂ…

ଏଲ୍‌ଟିଆର୍‌ ପରୀକ୍ଷାରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍‌ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍‌ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ ଜାହିର କରିଛନ୍ତି ପରୀକ୍ଷାର୍ଥୀ। ଲିଭ ଟ୍ରେନିଂ ରିସର୍ଚ୍ଚ ଟିଚର (ଏଲ୍‌ଟିଆର) ପରୀକ୍ଷା ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri