Odisha Elections 2024

ରାଜ୍ୟ

ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍‌.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି...

ଠକେଇ ଟଙ୍କାରେ ଯାତ୍ରା ପାର୍ଟି

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍‌.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍‌ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ।...

ସ୍ବତନ୍ତ୍ର ତଦନ୍ତ ଟିମ୍‌ ଗଠିତ, ବାରାଣସୀ ଯିବ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍‌ (ଡ୍ରଗ୍ସ ଏନ୍‌ଫୋର୍ସମେଣ୍ଟ ଟିମ୍‌) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ...

କିଟ୍‌ର ବିଭିନ୍ନ ଷ୍ଟାଡିୟମ ଲୋକାର୍ପିତ

ଭୁବନେଶ୍ୱର,୧୮।୨ (କ୍ରୀଡ଼ା ପ୍ରତିନିଧି): କିସ୍‌ ବିଶ୍ୱବିଦ୍ୟାଳୟ ୨ୟ ଏବଂ କିସ୍‌-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍‌ର ବିଭିନ୍ନ ଷ୍ଟାଡିୟମ ଓ...

ଓଡ଼ିଶାକୁ ମିଳିବନି ସ୍ବତନ୍ତ୍ର ପାହ୍ୟା

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁି। କେବଳ ଓଡ଼ିଶା ନୁହେଁ, କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ...

ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ...

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି...

ଅର୍ଥୋପେଡିକ୍ ବିଭାଗରେ ଚିକିତ୍ସିତ ହେଉଥିଲେ ଗୋପାଳ: ବିଜୟ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ତର ତଦନ୍ତ ଚାଲିଥିବା ବେଳେ ଶୁକ୍ରବାର ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କହିଛନ୍ତି ଯେ, ଗୋପାଳ ବୁର୍ଲା ମେଡିକାଲ କଲେଜରେ ଅର୍ଥୋପେଡିକ୍ ବିଭାଗରେ ଚିକିତ୍ସିତ ହେଉଥିଲେ। ମାନସିକ ସମସ୍ୟା ନେଇ କୌଣସି ପ୍ରମାଣ...

୬ ଦିନ ପରେ ଧରାପଡ଼ିଲେ ଫେରାର କଏଦୀ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମଦନପୁର ରାମପୁର ସବ୍‌ ଜେଲ ପାଚେରି ଡେଇଁ ଜଣେ ବିଚାରାଧୀନ କଏଦୀ ଗତ ୧୧ ତାରିଖରେ ଚମ୍ପଟ ମାରିଥିଲେ। ଫେରାର୍‌ କଏଦୀ ଜଣକ ନର୍ଲା ଥାନା ରୁପ୍ରା ରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝୀ ବୋଲି ଜଣାପଡିଥିଲା।...

ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ, ଥାନାରେ ଅଟକ

ଟିକିରି,୧୭ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଡି କରଳ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଦିବାସୀ ସାହିର ଏକ ଘରୁ ଜଣେ ମହିଳାଙ୍କ ଏକ ମୃତଦେହ ଜବତ କରିଛି ଦୋରାଗୁଡ଼ା ପୋଲିସ। ହତ୍ୟା...

ଦୁର୍ନୀତି ପ୍ରମାଣ ଥାଇ କାର୍ଯ୍ୟାନୁଷ୍ଠାନ ନାହିଁ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ସ୍ବଚ୍ଛ ଶାସନ ଓ ଦୁର୍ନୀତିମୁକ୍ତ ପ୍ରଶାସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ ଓ ୫-‘ଟି’କୁ ଗୁରୁତ୍ୱ ଦେଉଥିବାବେଳେ ବନ ବିଭାଗ କିନ୍ତୁ ବେଫିକର। ସଲାସୁତୁରାରେ କାମ ଚାଲିଥିବାବେଳେ ଉପରିସ୍ଥ ଅଧିକାରୀଙ୍କ ଲାଞ୍ଚଖୋର ମନୋଭାବ ବନ ବିଭାଗକୁ...

ଗହୀରମଥା ଅଞ୍ଚଳରେ ନୀଳରକ୍ତ କଙ୍କଡ଼ାଙ୍କ ମିଳନ

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ହର୍ସସୁ କ୍ରାବ୍‌ ବା ଅଶ୍ୱଖୁରା କୃତି କଙ୍କଡ଼ାକୁ ବୈଜ୍ଞାନିକ ମତରେ ନୀଳ ରକ୍ତ କଙ୍କଡା କୁହାଯାଏ। ବିଶେଷକରି ଏହି ନୀଳରକ୍ତ କଙ୍କଡା ସାଧାରଣତଃ ପ୍ରଶାନ୍ତ ମହାସାଗର ଓ ବଙ୍ଗୋପସାଗରର ଓଡ଼ିଶା ଉପକୂଳକୁ ସୁରକ୍ଷିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri