ରାଜ୍ୟ

OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ ରାଜ୍ୟ…

ଜଙ୍ଗଲରୁ ମଣିଷ କଙ୍କାଳ ଠାବ ମାମଲା: ମୃତକ ନାବାଳିକା ବୋଲି ଚିହ୍ନଟ

ସୋରଡ଼ା,୨୩ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହେବା ଘଟଣାର ଛାନଭିନ ଜାରି ରଖିଛି ପୋଲିସ। ତଦନ୍ତ ପରେ ପୋଲିସ ମୃତକଙ୍କ ପରିଚୟ ପାଇଛି। ସେ ଜଣେ ନାବାଳିକା। ଖବର ପ୍ରକାଶ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମିଳିବ କେନ୍ଦ୍ର ସରକାରଙ୍କ ସମର୍ଥନ

ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନ ଏବଂ ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ, କେନ୍ଦ୍ର ମନ୍ତ୍ରୀ ଆଞ୍ଚଳିକ…

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ…

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା ନିଆଯାଉଛି। ତେଣୁ ରାଜ୍ୟର ସମସ୍ତ ଜଙ୍ଗଲରେ ଏଆଇ କ୍ୟାମେରା ଲଗାଇବା ପାଇଁ ପଦକ୍ଷେପ ନିଆଯାଇଛି।…

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି।…

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା ଅଭିଯୁକ୍ତଙ୍କୁ ସାଇବର ଠକେଇ ମାମଲାରେ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ରିପୋର୍ଟ ଅନୁଯାୟୀ,…

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ…

କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର

ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ ଝାଡ଼ିଛନ୍ତି ଲୋକେ। ଫଳରେ ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ ପଥରମାଡ଼ କରିଛନ୍ତି ଉତ୍ତ୍ୟେକ୍ତ…

ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଖରୀରେ ଗାଧୋଉଥିବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲା।…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ

ଭୁବନେଶ୍ୱର,୨୩।୩:  ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ। କେଉଁଠି…

କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…

ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri