ରାଜ୍ୟ

ଦନ୍ତା ଉତ୍ପାତରେ ଗଲା ୪ଜଣଙ୍କ ଜୀବନ

ଅନୁଗୋଳ ଅଫିସ,୭।୧: ଅନୁଗୋଳ ସହର ଉପକଣ୍ଠରେ ହାତୀ ଆକ୍ରମଣରେ ଶନିବାର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସହର ଉପକଣ୍ଠ ଅଙ୍ଗାରବନ୍ଧ ଅଞ୍ଚଳର ଅନିରୁଦ୍ଧ ସାହୁ, ଛେଳିଆପଡ଼ା ଅଞ୍ଚଳର ସୁବାସ ବିଶ୍ବାଳ...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୮ ସ୍ଥାନରେ ଏକକାଳୀନ ଚଢାଉ

ପରଜଙ୍ଗ,୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର (ଆର୍‌ଡବ୍ଲଏସ୍‌ଏସ୍‌ ) ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଡିଭିଜନର ଅଭିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିହଡୋଳ ସ୍ଥିତ ବାସଭବନ ସମେତ ପଙ୍ଗାତିରା ସ୍ଥିତ ଶ୍ବଶୁର...

କଂସ ବଧ ସହ ସରିଲା ଧନୁଯାତ୍ରା

ମଥୁରାନଗରୀ,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଅନ୍ତିମ ଦିବସରେ କଂସ ବଧ ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ସବୁଦିନ ଭଳି କଂସ ମହାରାଜ ମଥୁରା ଭ୍ରମଣ ସାରି ପାତ୍ରମନ୍ତ୍ରୀଙ୍କ ସହିତ...

ନବୀନ ନିବାସ ଘେରିବେ ଦେହଜୀବୀ

ଭୁବନେଶ୍ୱର, ୭।୧(ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ରାଜଧାନୀରେ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଏହାକୁ ବିରୋଧକରି କିଛିଦିନ ହେବ ଉଠା ଦୋକାନୀମାନେ ଆନ୍ଦୋଳନ ଚଳାଇଥିବା ବେଳେ ଏବେ ଏଥିରେ ଦେହଜୀବୀମାନେ ସାମିଲ ହୋଇଛନ୍ତି। ହକି ଖେଳକୁ ଆଳକରି ଭୁବନେଶ୍ୱର ବାଣୀବିହାରରେ...

ଦ୍ୱିତୀୟଥର ମା’ହେଲା ଧଳା ବାଘୁଣୀ ରୂପା

ବାରଙ୍ଗ,୭।୧(ଡି.ଏନ୍‌.ଏ.): ନୂଆ ବର୍ଷର ପ୍ରଥମ ସପ୍ତାହ ନନ୍ଦନକାନନ ପାଇଁ ଖୁସି ଖବର ଆଣିଛି। ଧଳା ବାଘୁଣୀ ରୂପା ଶୁକ୍ରବାର ମା’ ହୋଇଛି। ନନ୍ଦନକାନନକୁ ନୂଆ ସଦସ୍ୟର ଆଗମନ ହୋଇଛି। ରୂପା ତା’ର ଦ୍ୱିତୀୟଗର୍ଭସ୍ଥ ସନ୍ତାନକୁ ଜନ୍ମଦେଇଛି। ବାଘୁଣୀ ରୂପା ଗର୍ଭଧାରଣ...

୨୬,୭୨୨ ଏସ୍‌ଏଚ୍‌ଜିକୁ ୧୦୦୧ କୋଟିର ଋଣ

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢ଼ାଇଛି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ। ଏହି ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କ ପାଇଁ ୧୦୦୧ କୋଟି...

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ...

ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଗଲା ବିଦାନୋଭଙ୍କ ଭିସେରା

ରାୟଗଡ଼ା, ୭।୧(ସ୍ବ.ପ୍ର.): ରାୟଗଡ଼ା ସହରର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭ ଓ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ରଥମ ମୃତକ...

ନବମ, ଦଶମ ସମ୍ମେଟିଭ-୨ ପରୀକ୍ଷା ଫି’ ଛାଡ଼ ହେବ

ଭୁବନେଶ୍ବର,୭ା୧(ବ୍ୟୁରୋ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ(ଏସ୍‌ଏ-୨) ପରୀକ୍ଷା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖରେ ସରିବ। ସେହିପରି ନବମ ସମ୍ମେଟିଭ-୨ ପରୀକ୍ଷା ଫେବୃୟାରୀ ୨୦ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ସମ୍ମେଟିଭ୍‌...

କୋଟିଆରେ ଆନ୍ଧ୍ର ଅନୁପ୍ରବେଶକୁ ପଣ୍ଡକଲା ପୋଲିସ

ପଟ୍ଟାଙ୍ଗି/କୋରାପୁଟ,୭।୧(ଡି.ଏନ.ଏ./ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଆନ୍ଧ୍ର ପ୍ରଦେଶ ବାରମ୍ବାର ଅନୁପ୍ରବେଶ ଜାରି ରଖିଛି। ଅଧିକାଂଶ ସମୟରେ ପଞ୍ଚାୟତର ଅନେକ ଗ୍ରାମରେ ସଭା କରିବା ସହ ସ୍ବାସ୍ଥ୍ୟସେବା ଶିବିର କରି ସମ୍ପୃକ୍ତ ଅଞ୍ଚଳବାସୀଙ୍କ ମନ ଜିଣିବାକୁ ପ୍ରୟାସ...

ରାଜରାଜେଶ୍ୱର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୭ା୧: ପବିତ୍ର ପୌଷ ପୂର୍ଣ୍ଣମୀ ଶୁକ୍ରବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ଦେଇଛନ୍ତି। ବର୍ଷକ ମଧ୍ୟରେ ହେଉଥିବା ପାଞ୍ଚଥର ସୁନାବେଶ ମଧ୍ୟରୁ ଏହା ଅନ୍ୟତମ। ଶ୍ରୀମନ୍ଦିର...

ଓଡ଼ିଶା ପାଇଁ କୋଭିଡ୍‌ ବିପଦ ନାହିଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଓମିକ୍ରନ୍‌ର ୨ଟି ଷ୍ଟ୍ରେନ୍‌ ‘ବିଏଫ୍‌ ୭’ ଓ ‘ଏକ୍ସବିବି ୧.୫’ ଚାଇନା, ଜାପାନ, ହଂକଂ, ଥାଇଲାଣ୍ଡ, ଦକ୍ଷିଣ କୋରିଆ, ସିଙ୍ଗାପୁର, ଆମେରିକା, ୟୁରୋପ, ଜର୍ମାନୀ, ଫ୍ରାନ୍ସ, ଅଷ୍ଟ୍ରେଲିଆରେ ବ୍ୟାପିବାରେ ଲାଗିଛି। ଏହାକୁ ନେଇ ଓଡ଼ିଶାବାସୀ ଭୟଭୀତ ହେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri