ରାଜ୍ୟ

କେସ୍‌ ଡାଏରୀ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍‌ ଡାଏରୀ ଦାଖଲ ପାଇଁ କମିଶନରେଟ୍‌ ପୋଲିସ ଶୁକ୍ରବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କେସ ଡାଏରୀ ଅନୁଧ୍ୟାପରେ ହାଇକୋର୍ଟ ଯାହା କିଛି ନିଷ୍ପତ୍ତି ନେଇପାରନ୍ତି। ନୟାପଲ୍ଲୀ ଥାନାରେ...

ଆକାଶ ପାଠକଙ୍କର ବିଏମଡବ୍ଲ୍ୟୁ କାର୍‌ ଜବତ

ଭୁବନେଶ୍ୱର,୬।୧(ବ୍ୟୁରୋ): ଆକାଶ ପାଠକଙ୍କର ବିଏମଡବ୍ଲ୍ୟୁ କାରକୁ ଇଡି ଶୁକ୍ରବାର ଜବତ କରିଛି। ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ସେ ଗିରଫ ହୋଇଥିଲେ । ୭୨ ଲକ୍ଷ ନଗଦ ଟଙ୍କା ଦେଇ ଏହି କାର୍‌କୁ ଆକାଶ କିଣିଥିବା...

ସୌମ୍ୟ ମୃତ୍ୟୁ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ ଅଫିସ,୬।୧: ବହୁଚର୍ଚ୍ଚିତ ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ଶୁକ୍ରବାର ହାଇକୋର୍ଟ କ୍ରାଇମବ୍ରାଞ୍ଚ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୩ ମାସ ମଧ୍ୟରେ ତଦନ୍ତ ସାରିବାକୁ ହାଇକୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଗତ...

୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଏଆର୍‌ଆଇ

ନବରଙ୍ଗପୁର,୬।୧(ବି.ପ୍ର.): ନବରଙ୍ଗପୁର ବ୍ଲକ ଅଧୀନ ସାନମସିଗାଁ ଏଆର୍‌ଆଇ (ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର) ଜଗଦୀଶ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ଜଗଦୀଶଙ୍କ ଘର ନବରଙ୍ଗପୁର ବ୍ଲକ ବିକ୍ରମପୁର ଗାଁରେ ବୋଲି...

ଝିଅ ବାହାଘର ପାଇଁ ରଖିଥିବା ଟଙ୍କା ପୋଡ଼ିଗଲା

ଆରଡି,୬।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଓଳଗ ଗାଁର ଦିଲୀପ ବାରିକଙ୍କ ଘରେ ଶୁକ୍ରବାର ମଧ୍ୟାହ୍ନରେ ନିଆଁ ଲାଗି ଆସବାବପତ୍ର ସମେତ ସୁନାଗହଣା, ନଗଦ ୧ଲକ୍ଷରୁ ଅଧିକ ଟଙ୍କା ସହ ବହୁ ଦରକାରୀ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି।...

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଚାଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ଜଣଙ୍କ ପରେ ଜଣଙ୍କୁ ଜେରା କରି ତଦନ୍ତ ଚଳାଇଛି। ଏହି କ୍ରମରେ ଶୁକ୍ରବାର ଅର୍ଚ୍ଚନା ଏବଂ ସହଯୋଗୀ ଖଗେଶ୍ୱରଙ୍କ ୨ ଜଣ ଚାଟାର୍ଡ ଆକାଉଣ୍ଟାଣ୍ଟ ଇଡିରେ ହାଜର...

ବସିଲା ପ୍ରି-ବଜେଟ୍‌ ପରାମର୍ଶ ବୈଠକ

ଭୁବନେଶ୍ୱର,୬।୧(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍‌କୁ ନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ବଜେଟ୍‌ ପୂର୍ବରୁ ପ୍ରି-ବଜେଟ୍‌ ପରାମର୍ଶ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ବୈଠକରେ ଅର୍ଥ...

ଗ୍ରାମାଞ୍ଚଳରେ ଏଯାଏଁ ୨-ଜି,୩-ଜି ସେବା ପହଞ୍ଚତ୍ନି: ବିଜେଡି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୫-ଜି ସେବା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ବର୍ତ୍ତମାନ ରାଜନୀତି ଆରମ୍ଭ ହୋଇଯାଇଛି। ଏହି ସେବା କେବଳ ପ୍ରଚାର ସର୍ବସ୍ବ ନ ହୋଇଯାଉ ବୋଲି ବିଜେଡି କହିଥିବା ବେଳେ ଭାଜପା ଶାସକ ଦଳ ଅଯଥା...

ମାଗଣା ଚାଉଳକୁ ନେଇ ବଢ଼ିଲା ରାଜନୀତି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ବର୍ଷେ ପର୍ଯ୍ୟନ୍ତ ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ଚାଉଳ ବଣ୍ଟନ କଥାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ରାଜ୍ୟ ଗସ୍ତରେ ଆସିଥିବା ୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଏହି...

ଠିକ୍‌ କାମ ନ କଲେ ଟେଣ୍ଡର ବାତିଲ

ଭୁବନେଶ୍ୱର,୬।୧ (ବ୍ୟୁରୋ)କାନ୍ଥରେ ଚିତ୍ର କରି, ରାସ୍ତାକଡ଼ରେ ଫୁଲ ଗଛ ଲଗାଇ ଯେତେ ଯାହା କଲେ ବି ମୁଖ୍ୟ ପ୍ରସଙ୍ଗରେ ମାଡ଼ ଖାଇଯାଉଛି ବିଏମ୍‌ସି। ସହରକୁ ଯେତେ ଚିତ୍ରରେ ସଜେଇଲେ କ’ଣ ହେବ, ମୁଖ୍ୟରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ପର୍ଯ୍ୟନ୍ତ ସବୁଆଡେ...

୧୫ ବର୍ଷ ପରେ ମା’ଙ୍କୁ ଖୋଜିଲେ ମମତା

ପୁରୀ ଅଫିସ, ୬ା୧: ‘ସେ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ଏକ ନିଷ୍ଠୁର ନିଷ୍ପତ୍ତି ନେଇଥିଲେ ଓ ମୋତେ ଯିବାକୁ ଦେଇଥିଲେ। ସେ ଜଣେ ମହାନ୍‌ ମା’। କାରଣ ସେ କେବଳ ମୋ ପାଇଁ ଏଭଳି ପଦକ୍ଷେପ...

ଜାତୀୟ ସାଧାରଣତନ୍ତ୍ର ଦିବସରେ ଅତିଥି ହେବେ ଭୁଞ୍ଜିଆ ଦମ୍ପତି

ଭୁବନେଶ୍ୱର,୬।୧(ବ୍ୟୁରୋ): ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି। ରାଷ୍ଟ୍ରପତି ଭବନରୁ ଏନେଇ ନିମନ୍ତ୍ରଣ ପାଇବା ପରେ ଲାଲଗଡ଼ ଭାବେ ପରିଚିତ ସୁନାବେଡା ଅଭୟାରଣ୍ୟରେ ଥିବା ଆଦିବାସୀ ସମ୍ପ୍ରଦାୟ ମଧ୍ୟରେ ଖୁସିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri