ଗଞ୍ଜାମରେ ଅଦିନିଆ ବର୍ଷା: ଖଣ୍ଡଦେଉଳୀ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ): ତିନିଦିନ ଧରି ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଯେଉଁ ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି। ଶନିବାର ପୂର୍ବାହ୍ନରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ପ୍ରବଳ ବର୍ଷା ହେଉଛି। ଏହି…
ପ୍ରଥମଥର ଭିଡିଓ ଜାରି କରି ମୋଦିଙ୍କ ବିରୋଧରେ ଗର୍ଜିଲେ ନବୀନ, କହିଦେଲେ ଏମିତି…
ନୂଆଦିଲ୍ଲୀ,୨୨।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଦ୍ରାବିଡ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମ.କେ. ଷ୍ଟାଲିନଙ୍କ ନେତୃତ୍ୱରେ ସୀମା ର୍ନିଦ୍ଧାରଣ ଉପରେ ମିଳିତ କାର୍ଯ୍ୟ କମିଟି (JAC)ର ପ୍ରଥମ ବୈଠକ ଶନିବାର ଚେନ୍ନାଇରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ଅଧ୍ୟକ୍ଷତା କରି, ଏମ.କେ. ଷ୍ଟାଲିନ…
ସରପଞ୍ଚଙ୍କ ଜାଲ ଦସ୍ତଖତ କରି ସରକାରୀ ଅନୁଦାନ ୩କୋଟି ୨୬ ଲକ୍ଷ ଲଗାଇଥିଲେ ବେଟିଂରେ , ଏବେ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭବାନୀପାଟଣା,୨୨।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ତଲନାଗି ଓ ପୋଡାପଦର ପଞ୍ଚାୟତର ସରକାରୀ ଅନୁଦାନର ୩ କୋଟି ୨୬ ଲକ୍ଷ ଟଙ୍କା କ୍ରିକେଟ ବେଟିଂରେ ଲଗେଇବା ଅଭିଯୋଗରେ ପିଇଓ ଦେବାନନ୍ଦ ସାଗରଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରଛି।…
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ ଲାଗୁ
ଭୁବନେଶ୍ୱର,୨୨ା୩: ନୂଆ ସିଲାବସ୍ ଲାଗୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏକ ବଡ଼ ସୂଚନା ଦେଇଛନ୍ତି। ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ଲାଗୁ ହେବ। NEP ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ…
ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବୀନ, ଆଉ କିଛିସମୟ ପରେ ବଡ଼ ଘୋଷଣା!
ନୂଆଦିଲ୍ଲୀ,୨୨।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଦ୍ରାବିଡ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମ.କେ. ଷ୍ଟାଲିନଙ୍କ ନେତୃତ୍ୱରେ ସୀମା ର୍ନିଦ୍ଧାରଣ ଉପରେ ମିଳିତ କାର୍ଯ୍ୟ କମିଟି (JAC)ର ପ୍ରଥମ ବୈଠକ ଶନିବାର ଚେନ୍ନାଇରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ଅଧ୍ୟକ୍ଷତା କରି, ଏମ.କେ. ଷ୍ଟାଲିନ…
ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା
ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ…
ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ
ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ବିଧି ଅନୁଯାୟୀ,…
ମୋଦିଙ୍କ ବିରୋଧରେ ହୋଇଗଲା ବଡ଼ ଡିଲ୍, କଂଗ୍ରେସ-ବିଜେଡି ଏକାଠି!
ନୂଆଦିଲ୍ଲୀ/ଭୁବନେଶ୍ୱର,୨୨।୩: ମୋଦିଙ୍କ ବିରୋଧରେ ବିଜେଡି କରିବ ବଡ଼ ପ୍ଲାନ। ଇଣ୍ଡିଆ ମେଣ୍ଟ ସହ ମିଶି ଭାଜପା ବିରୋଧରେ ମଇଦାନକୁ ଓହ୍ଲାଇବ ବିଜେଡି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ(ଡିଲିମିଟେଶନ) ସମ୍ପର୍କିତ କାର୍ଯ୍ୟାନୁଷ୍ଠାନ…
ବେଦାନ୍ତରେ ୧୬ ବିଲିୟନ ଲିଟର ଜଳ ପୁନଶ୍ଚକ୍ରଣ
ଭୁବନେଶ୍ୱର,୨୨।୩: ଚଳିତ ଆର୍ଥିକ ବର୍ଷ ମଧ୍ୟରେ ବେଦାନ୍ତ ଆଲୁମିନିୟମ ପ୍ରାୟ ୧୬ ବିଲିୟନ ଲିଟର ଜଳ କାର୍ଯ୍ୟ ପରିସରରେ ପୁନଶ୍ଚକ୍ରଣ କରିଛି, ଯାହା ଏହାର ସ୍ଥାୟିତ୍ୱ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି କୁହାଯାଉଛି। ସନ୍ଦର୍ଭରେ ଏହି ପରିମାଣ ପ୍ରାୟ ୬,୪୦୦…
ଡିଲିମିଟେଶନ: ଚେନ୍ନାଇ ଗଲେ ବିରୋଧୀ ନେତା
ଭୁବନେଶ୍ୱର, ୨୨ା୩(ସୁନିତ୍ ମିଶ୍ର):ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ(ଡିଲିମିଟେଶନ) ସମ୍ପର୍କିତ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକରେ ଓଡ଼ିଶାରୁ ଉଭୟ ବିଜେଡି ଏବଂ କଂଗ୍ରେସ ଯୋଗଦେବେ। ଏନେଇ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ
ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା ବେଳେ ବି-୧୧ କେଭି ବିଦ୍ୟୁତ ଖୁଣ୍ଟକୁ ଭାଙ୍ଗି ଦେଇଛି ଏବଂ ବଡ଼ବଡ଼ ଗଛ…
୨୫୦ ନିୟୁତ ଟନ୍ ପଣ୍ୟ ପରିବହନ
ଭୁବନେଶ୍ୱର,୨୨ା୩(ଅନୁରାଧା ମହାରଣା): ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାର ୧୧ଦିନ ପୂର୍ବରୁ ୨୫୦ ମେଟ୍ରିକ୍ ଟନ୍ ପଣ୍ୟ ପରିବହନ କରି ରେକର୍ଡ ସୃଷ୍ଟି କରିଛି। ଏତେ ପରିମାଣର…
Archives


