ରାଜ୍ୟ

ପୋଷ୍ଟ ଅଫିସ ଭିତରେ ଡେଇଁଲେ ଚେଙ୍ଗ, କେରାଣ୍ଡି : ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି…

ବାଲେଶ୍ୱର,୩।୯: ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ମଙ୍ଗଳବାର କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳରେ ବିଭିନ୍ନ ଗଳି, ଛକ, ରାସ୍ତାରେ ୨/୩ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଛି । ଚିଡିଆପୋଲ, ନୁଆସାହି, ତେଲେଙ୍ଗା ସାହି…

ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୯: ୱେଲ ମାର୍କଡ ଲୋପ୍ରେସରେ ପରିଣତ ହେଲା ଲଘୁଚାପ। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଟୁଇନ୍‌ସିଟିରେ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା…

ପୋଲିସ ଅଧିକାରୀଙ୍କ ସ୍ବାମୀଙ୍କ ଦବଙ୍ଗଗିରି: ଲୋକଙ୍କୁ ମାଡ ମାରି ଥାନାକୁ ଜବରଦସ୍ତି ଆଣି…

ବଲାଙ୍ଗୀର, ୩।୯ (ସୁନିଲ କୁମାର ମହାନ୍ତି ): କଣ୍ଟାବାଞ୍ଜିଠାରେ ମଙ୍ଗଳବାର ରାତି ପ୍ରାୟ ୯ଘଣ୍ଟା ୩୦ ମିନିଟ ସମୟରେ ଜଣେ ଅଜଣା ବ୍ୟକ୍ତି ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଭୁଜା ଠେଲାରେ ଭୁଜା ଖାଉଥିବା କିଛି ଲୋକଙ୍କୁ ମାଡ ମାରିଥିବା…

ଜଗନ୍ନାଥ ଦର୍ଶନ କରିବାକୁ ଯାଉଥିଲେ ସ୍ତ୍ରୀ-ସ୍ବାମୀ, ପଛପଟୁ ଧକ୍କା ଦେଲା ସାର ବୋଝେଇ ଟ୍ରାକ୍ଟର

ଚିକିଟି,୩।୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ରାସ୍ତାରେ ବୁଧବାର ସକାଳ ପ୍ରାୟ ୮ ଟା ସମୟରେ ଏକ ସାର ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ସ୍ବାମୀ ମଧ୍ୟ ଗୁରୁତର…

ରାତି ୧ଟାରେ ଘରେ ଲୁଚିକି ପଶୁଥିଲେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ , ତା’ ପରେ…

ଭୁବନେଶ୍ବର, ୩।୯: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି…

ଓଡ଼ିଶା ବହୁ ଆଗରୁ ଜଳବାୟୁ ପରିବର୍ତ୍ତନକୁ ବୁଝିସାରିଛି: ତଥାଗତ

ଭୁବନେଶ୍ୱର,୩ା୯(ବନ୍ଦନା ସେଠୀ):ଇଣ୍ଟରନ୍ୟାଶନାଲ୍‌ ଫୋରମ୍‌ ଫର୍‌ ଏନ୍‌ଭାଇରନ୍‌ମେଣ୍ଟ ସଷ୍ଟେନେବିଲିଟି ଆଣ୍ଡ୍‌ ଟେକ୍ନୋଲୋଜି (ଆଇଫରେଷ୍ଟ) ଏବଂ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ହିଟ୍‌ ଆଣ୍ଡ୍‌ କୁଲିଂ ଆକ୍ସନ ପ୍ଲାନ୍‌ (ଆଇଏଚ୍‌ସିଏପି) ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି…

୭ ଘଣ୍ଟିଆ ଖଇରା ବନ୍ଦ: ସ୍କୁଲ, କଲେଜ ସାଙ୍ଗକୁ ଯାନବାହନ ଠପ୍‌, ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ନ ମିଳିବାରୁ…

ଖଇରା,୩।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲାର ଖଇରା ସହରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ଦିଆନଯିବା ପ୍ରତିବାଦରେ ଖଇରା ସ୍ବାଭିମାନ ମଞ୍ଚ ପକ୍ଷରୁ ଖଇରା ବନ୍ଦ ଡାକରା ଦିଆଯାଇଛି। ଏହାକୁ ଖଇରାର ସବୁ ସଙ୍ଗଠନ ଓ ସବୁ ଦଳ ସମର୍ଥନ ଜଣାଇଛନ୍ତି। ସ୍କୁଲ…

ସତର୍କ ସଙ୍କେତ ଟପିଲା ଜଳକା ଜଳସ୍ତର, ପୁଣି ବନ୍ୟା ଆଶଙ୍କା

ବାଲେଶ୍ୱର,୩।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୁଧବାର ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫…

ଅର୍ଚ୍ଚନା, ତାଙ୍କ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ବର, ୩।୯: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି…

୪ ବର୍ଷର ନାବାଳକଙ୍କ ସହ ଅପ୍ରାକୃତ ଯୌନସମ୍ପର୍କ ରଖୁଥିଲେ ଯୁବକ, ଘଣ୍ଟାଏ ପରେ ଘଟିଲା…

ବଅଁରପାଳ,୩ା୯ (ସୁବାସ ସାହୁ):ଅନୁଗୋଳ ଜିଲା ନାଲ୍‌କୋନଗର ଥାନା ଅଞ୍ଚଳର ଜଣେ ୪ ବର୍ଷର ନାବାଳକଙ୍କ ସହ ଅପ୍ରାକୃତ ଯୌନସମ୍ପର୍କ କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ଯୁବକ ନାରାୟଣ ଟୁଡୁ (୨୮)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ,…

ସ୍ବଳ୍ପବୟସ୍କଙ୍କ ଆତ୍ମହତ୍ୟା ପ୍ରବଣତା ବଢୁଛି: ବଡ଼ କାରଣ କହିଲେ ବିଶେଷଜ୍ଞ

ଜେନେଭା/ଭୁବନେଶ୍ୱର/କଟକ/ ବ୍ରହ୍ମପୁର,୩ା୯ (ବନ୍ଦନା ସେଠୀ/ ଶିଳ୍ପା ପ୍ରିୟଦର୍ଶିନୀ/ ଅଶୋକ ସାହୁ) ବିଶ୍ୱରେ ବର୍ଷକୁ ୭.୨୭ ଲକ୍ଷ ଲୋକ ଆମତ୍ହତ୍ୟା କରୁଛନ୍ତି। ପ୍ରତି ୧୦୦ ଜଣରେ ଜଣେରୁ ଊର୍ଦ୍ଧ୍ୱ (୧.୧%) ବ୍ୟକ୍ତି ଜୀବନ ହାରୁଛନ୍ତି। ପ୍ରତି ୨୦ଜଣଙ୍କ ଆମତ୍ହତ୍ୟା ଉଦ୍ୟମରେ ଜଣେ ବ୍ୟକ୍ତିଙ୍କ…

ପତିତପାବନ ବାନା ଉପରେ ବସିଲା ଚିଲ, ମହାପ୍ରଭୁଙ୍କ ବଡ଼ ସଂଙ୍କେତ ନା ଆଉକିଛି!

ପୁରୀ,୨ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ଏକ ଚିଲ କିଛି ସମୟ ଧରି ବସିଥିବା ମଙ୍ଗଳବାର ଦେଖିବାକୁ ମିଳିଥିଲା। ଏନେଇ ବିଭିନ୍ନ ମହଲରେ ନାନା କଳ୍ପନା ଜଳ୍ପନା ଶୁଣିବାକୁ ମିଳୁଛି। ମଧ୍ୟାହ୍ନରେ ଏକ ଚିଲ ଶ୍ରୀମନ୍ଦିର ଉପରେ ଉଡ଼ୁଥିଲା। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?