ରାଜ୍ୟ

ସୀମା ପୁନଃ ନିର୍ଦ୍ଧାରଣ ବୈଠକ: ଚେନ୍ନାଇ ଗଲେନି ନବୀନ, ପଠାଇଲେ ପ୍ରତିନିଧି

ଭୁବନେଶ୍ୱର,୨୧ା୩: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର (୨୨ ମାର୍ଚ୍ଚ) ଚେନ୍ନାଇରେ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କିତ ବୈଠକ ପାଇଁ ଦଳର ଦୁଇ ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ସଞ୍ଜୟ ଦାସବର୍ମାଙ୍କୁ ପ୍ରତିନିଧିତ୍ୱ…

ଜଷ୍ଟିସ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୨୧ା୩: ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଅଛନ୍ତି। ସୁପ୍ରିମକୋର୍ଟ କଲେଜିୟମ ଚଳିତ…

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ କରିଛି ବ୍ରହ୍ମପୁର ପୋଲିସ। ସିଗାରେଟ୍ ଏବଂ ଅନ୍ୟାନ୍ୟ ତମାଖୁ ଉତ୍ପାଦ ଆଇନ ସମେତ ବିଭିନ୍ନ…

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ ଆୟକର ବିଭାଗର ଅଧିକାରୀମାନେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରିଥିବା ସୂଚନା ମିଳିଛି।…

ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ପାଇବାକୁ ଅପେକ୍ଷା କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୧ା୩: ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ଲାଭ ପାଇବାକୁ ଅପେକ୍ଷା କରିଛନ୍ତି। ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।…

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ

ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତଦନ୍ତ ବେଳେ କ୍ରାଇମବ୍ରାଞ୍ଚ ଟିମ୍‌ ଝାରସୁଗୁଡ଼ା ବିମାନ ବନ୍ଦରରୁ ନବ ଦାସଙ୍କୁ ଏୟାର…

ବିଧାନସଭାକୁ ଫେରିଲେ ତାରା, କହିଲେ ପ୍ରତିବାଦ କେମିତି କରନ୍ତି ଏଥର…

ଭୁବନେଶ୍ୱର,୨୧ା୩: କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଇତିମଧ୍ୟରେ ପୁଣି ଥରେ ବିଧାନସଭାକୁ ଫେରିଛନ୍ତି। ୭ ଦିନର ନିଲମ୍ବନ ପରେ ତାରା ଶୁକ୍ରବାର ବିଧାନସଭାରେ ପହଞ୍ଚିଛନ୍ତି। ମୁଣ୍ଡିଆ ମାରି ବିଧାନସଭାକୁ ଆଜି ତାରା ପ୍ରବେଶ କରିଥିଲେ। କଂଗ୍ରେସ ବିଧାୟକମାନେ କଳା ଡ୍ରେସ…

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି ା ଏ ନେଇ ଗୁରୁବାର ଜିଲା ଓଏଏସ୍‌ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ସ୍ଲୋଗାନ ଦେବା ସହିତ ଘଣ୍ଟ ବାଡେଇବା…

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା ଦିଆଗଲା, ଯାହା ଭକ୍ତ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟ: ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ…

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ…

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ ସମ୍ବଲପୁର ମହାନଗର ଅଞ୍ଚଳରେ ପାନୀୟ ଜଳ ଯୋଗାଣ ଦାୟିତ୍ୱରେ ରହିଛି। ସମଗ୍ର ସହରରେ ପାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri