ରାଜ୍ୟ

ରାଜଧାନୀରେ ତିଆରି, କଟକରେ ଷ୍ଟକ୍‌

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜଧାନୀର ପାତ୍ରପଡ଼ା ଶିଳ୍ପାଞ୍ଚଳରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରି ଉପରେ ପୋଲିସ ଶନିବାର ଚଢ଼ାଉ କରି ବିପୁଳ ପରିମାଣର ସସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଅପମିଶ୍ରଣ ପାଇଁ ବ୍ୟବହୃତ ଅନେକ ସାମଗ୍ରୀ ମଧ୍ୟ ଜବତ ହୋଇଛି।...

ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’

ବାରଙ୍ଗ,୨୨।୧୦(ଡି.ଏନ୍‌.ଏ.): ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’। ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ଆଖି ବୁଜିଛି। ଅସୁସ୍ଥ ଥିବା ଯୋଗୁ ନନ୍ଦନକାନନ ଏବଂ ଓୟୁଏଟିର ସ୍ବତନ୍ତ୍ର ୪ ଜଣିଆ ଡାକ୍ତରୀ ଦଳ ତା’ର ଚିକିତ୍ସା କରୁଥିଲେ। ହେଲେ ତା ଜୀବନ...

ଅକ୍ଟୋବର ୨୫କୁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଦୀପାବଳିର ପରଦିନ ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଏହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ...

ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ମହିଳା ମୃତ

କେନ୍ଦୁଝର,୨୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗସାହିରେ ଶନିବାର ବିଦ୍ୟୁତତାର ଲାଗି ୩ ମହିଳାଙ୍କ ଜୀବନ ଯାଇଛି। ଏକ ଛେଳିକୁ ବଞ୍ଚାଇବାକୁ ଯାଇ ଏହି ମହିଳାମାନେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯାଇଥିଲେ। ମୃତକମାନେ ହେଲେ ଜୁଆଙ୍ଗ ସାହିର...

ସପ୍ତାହରେ ଥରଟିଏ ଜେଲରେ ପରସ୍ପରକୁ ଭେଟିବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବର୍ତ୍ତମାନର ଚର୍ଚ୍ଚିତ ଚେହେରା ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ଗିରଫ ମାମଲାରେ କୋର୍ଟ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜେଲ ଭିତରେ ସ୍ବାମୀ-ସ୍ତ୍ରୀ ସପ୍ତାହରେ ଥରଟିଏ ପରସ୍ପରକୁ ଦେଖା ସାକ୍ଷାତ୍‌ କରିପାରିବେ। ଜେଲରେ ପରିବାର ଲୋକଙ୍କ ପାଇଁ...

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରାଯାଇ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ...

ମିଠା ଦୋକାନରେ ଅଗ୍ନିକାଣ୍ଡ: ଜଣେ ମୃତ,୨ ଗୁରୁତର

ରାଉରକେଲା ଅଫିସ, ୨୨।୧୦: ରାଉରକେଲା ପାନପୋଷ ଛକରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ମିଠା ଦୋକାନରେ ନିଆଁ ଲାଗି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଦୋକାନରେ କେମିତି ନିଆଁ ଲାଗିଲା...

ଦାନା ବାନ୍ଧୁଛି ବତ୍ୟା: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ସମୁଦ୍ରରେ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଦାନା ବାନ୍ଧୁଛି। ଏବେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଲଘୁଚାପ ରୂପରେ ରହିଛି। ଆଗାମୀ କିଛି ଘଣ୍ଟାରେ ଏହା ଅବପାତ ଓ ପରେ ଗଭୀର ଅବପାତର ରୂପ ନେବ। ଏହାର ପ୍ରଭାବରେ...

ଶନିବାରଠୁ ବାଣ ବଜାରରେ ଭିଡ଼

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବାରୁ ସବୁଠି ବାଣ ଦୋକାନ ଖୋଲିବାରେ ଲାଗିଛି । ତେବେ ବିଳମ୍ବରେ ହେଲେ ମଧ୍ୟ ଭୁବନେଶ୍ୱର ଓ ଏହାର ଉପକଣ୍ଠରେ ପ୍ରାୟ ୩୦ଟି ପଡ଼ିଆରେ ପାଖାପାଖି ୪୫୦ରୁ ଅଧିକ ବାଣ ଦୋକାନ ଖୋଲିଛି। ଶନିବାରଠୁ ୩...

ସକ୍ରିୟ ରହିଛି ଲଘୁଚାପ :୧୨ ଘଣ୍ଟା ମଧ୍ୟରେ ଅବପାତ

ଭୁବନେଶର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ପାର୍ଶବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶଃ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶରସ୍ଥିତ...

ମାଲାବାରର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’

ଭୁବନେଶ୍ୱର,୨୨ା୧୦: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ‘ଦିଓ୍ବାଲି ଫେଷ୍ଟିଭ କଲେକ୍ସନ’ର ଶୁଭାରମ୍ଭ କରାଯାଇଛି। ଏପରିକି ଦୀପାବଳି ଉପଲକ୍ଷେ ଏକ ସ୍ବତନ୍ତ୍ର ଅଭିଯାନ ‘ହାର ତ୍ୟୋହାର କେ ସାଙ୍ଗ୍‌ ମାଲାବାର’ (ଉତ୍ସବ ସହ ମାଲାବାର) ସମ୍ପର୍କରେ...

ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏହି ମାମଲା (ନଂ....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri