ରାଜ୍ୟ

ଜେଲରେ ଥିବା ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜେଲରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଅନ୍ୟପକ୍ଷେ ଡାକ୍ତରଙ୍କ ମୃତ୍ୟୁ ପାଇଁ...

ଏଏସ୍‌ଓ ପରୀକ୍ଷା: ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍‌ ଲଗାଇଲେ ହାଇକୋର୍ଟ

କଟକ,୨।୧୨: ଏଏସ୍‌ଓ ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଚୂଡାନ୍ତ ତାଲିକା ପ୍ରକାଶ ଉପରେ ରୋକ୍‌ ଲଗାଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ହୋଇପାରିବ ନାହିଁ ବୋଲି ଶୁକ୍ରବାର କୋର୍ଟ ଓପିଏସସିକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି।...

ପଦ୍ମପୁରରେ ନିର୍ବାଚନୀ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଝାରବନ୍ଧ,୨।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପ୍ରଚାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଅଛନ୍ତି। ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକରୁ ମୁଖ୍ୟମନ୍ତ୍ରୀ ପ୍ରଚାର ଆରମ୍ଭ କରିଥିଲେ। ଏକ...

ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପୁଣି ଅଘଟଣ: କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨।୧୨: କୋର୍ଟ ପରିସର ଏବେ ଅସୁରକ୍ଷିତ ହୋଇପଡିଛି। ସପ୍ତାହ ମଧ୍ୟରେ କୋର୍ଟରେ ଦୁଇ ଦୁଇଟି ଅଘଟଣ ଘଟିଛି। ଶୁକ୍ରବାର ଜଣେ ମହିଳା କୋର୍ଟ ଭିତରକୁ ଯାଇ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେଠାରେ ମୁତୟନ ଥିବା...

ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଘୋଡ଼ାଗାଡ଼ି ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବାର ଖବର...

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଜମି ବ୍ୟବସାୟୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲାରେ ଜମି ବ୍ୟବସାୟୀ ପ୍ରଭାତ ରଞ୍ଜନ ପତି ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ରେ ହାଜର ହୋଇଛନ୍ତି। ଅର୍ଚ୍ଚନା- ଖଗେଶ୍ୱର କିଣିଥିବା ଜମି ବାବଦରେ ଇଡିର ସମନ ପରେ ସେ ହାଜର ହୋଇଥିବା...

‘ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହେଲାଣି’

ଭୁବନେଶ୍ବର, ୨ା୧୨(ବ୍ୟୁରୋ): ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ନାରୀଙ୍କୁ ଅପମାନ କରିଛନ୍ତି । ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହୋଇଗଲାଣି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି...

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ: ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗକୁ ନେଇ ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏଥିସହ ବାଚସ୍ପତିଙ୍କ ପୋଡିୟମ ଆଗରେ ଧାରଣାରେ ବସି ରହିଥିଲେ। ଫଳରେ ବାଚସ୍ପତି ଗୃହକୁ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣା ଦାସଙ୍କ ହେବ ଶେଷକୃତ୍ୟ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି। ଆକାଶବାଣୀ...

ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ...

ସହରର କଞ୍ଜରଭାନ୍ସି ଲେନ୍‌ରୁ ହଟିବ ଜବରଦଖଲ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ବିଭିନ୍ନ କଞ୍ଜରଭାନ୍ସି (ସଂରକ୍ଷିତ) ଲେନରେ ଥିବା ଜବରଦଖଲ ଖୁବ୍‌ଶୀଘ୍ର ହଟିବ। ସହରର ସୁନ୍ଦର ଓ ସ୍ବାସ୍ଥ୍ୟକର କରିବା ପାଇଁ ୩ଦିନ ଧରି ଚାଲିଥିବା ୱାର୍ଡସ୍ତରୀୟ ପରିମଳ କମିଟି କର୍ମଶାଳା ‘ଆତ୍ମମନ୍ଥନ’ର ଉଦ୍‌ଯାପନୀ ଉତ୍ସବରେ ଏହି...

ଟାଙ୍କି ଖନନବେଳେ ଭୁଶୁଡ଼ିଲା ପାଚେରି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟର ସ୍ବେରେଜ ଟାଙ୍କି ଖୋଳାଯାଉଥିବାବେଳେ ପାଚେରୀ ଭୁଶୁଡି ପଡ଼ିବାରୁ ଏହା ତଳେ ଚାପି ହୋଇ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଆଉଜଣେ ମହିଳା ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଭରତପୁର ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri