ବିବାହ କରିବି କହି ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିଲେ ଯୁବକ: ଆଉ ତା’ପରେ…
ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା):ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଜଣେ ଯୁବକଙ୍କୁ ଲିଙ୍ଗରାଜ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବଲାଙ୍ଗୀର ଜିଲା ସୁନାମୁଣ୍ଡି ଅଞ୍ଚଳର ଜିତେନ୍ଦ୍ର କୁମାର…
ଆଧାର କାର୍ଡ ତଦାରଖ କମିଟି ବୈଠକ: ଓଡ଼ିଶାରେ ନୂଆପଡ଼ା ପ୍ରଥମ ସ୍ଥାନରେ
ନୂଆପଡ଼ା,୨୭ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗୁରୁବାର ଜିଲାସ୍ତରୀୟ ଆଧାରକାର୍ଡ ତଦାରଖ କମିଟି ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ…
୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ,ଶୁକ୍ରବାରଠାରୁ ଅନ୍ଲାଇନ ପଞ୍ଜୀକରଣ…
ଭୁବନେଶ୍ୱର,୨୭ା୬(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖ ସକାଳ ୧୦ଟା ୩୦ରୁ ୟୁନିଟ୍-୨ ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ…
୩୦ରେ ଲଘୁଚାପ, ୬ ଜିଲାକୁ ଛେଚିବ ବର୍ଷା; ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୭ା୬(ଅନୁରାଧା ମହାରଣା) – ରାଜ୍ୟରେ ଗତ କିଛିଦିନ ଧରି ବର୍ଷା ଜାରି ରହିଥିବାବେଳେ ଶୁକ୍ରବାର ମଧ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ୨୯ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ…
‘୧୦୯’ ଶବବାହନ ସେବା: ଖୁବ୍ଶୀଘ୍ର ରାଜ୍ୟବାସୀଙ୍କ ପାଇଁ ଆରମ୍ଭ କରିବେ…
ଭୁବନେଶ୍ୱର,୨୭ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ଚୂଡ଼ାନ୍ତ…
ଜଗାର ମନ ଜିଣିବାକୁ ବଡ଼ଦାଣ୍ଡରେ ଶବରୀ ବେଶରେ ଆଇଟମ୍ ଗର୍ଲ ରାନୀ , କହିଲେ…
ପୁରୀ ,୨୭।୬: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ।…
ଆରମ୍ଭ ହେଲା ରଥଟଣା, ସ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଟାଣିଲେ ରଥ
ପୁରୀ,୨୭।୬: ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ପରେ ଆରମ୍ଭ ହୋଇଛି ରଥଟଣା। ଶ୍ରଦ୍ଧାଳୁମାନେ ପ୍ରଥମେ ଦେବୀ…
ନବୀନଙ୍କ ଆଉ ଏକ ନୂଆ ଭିଡିଓ ଭାଇରାଲ, ଇନଷ୍ଟାରେ ପାଣ୍ଡିଆନ କଲେ ଶେୟାର, ସବୁକିଛି ଜଣାପଡିଗଲା…
ଭୁବନେଶ୍ୱର,୨୭।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧୀରେଧୀରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଆଜି ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି।…
ଛେରାପହଁରା ଶେଷ: ଆଉ କିଛି ସମୟ ପରେ ରଥଟଣା
ପୁରୀ,୨୭।୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି। ଇତିମଧ୍ୟରେ ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ହୋଇଛି। ଗଜପତି ମହାରାଜ…
ରଥାରୂଢ଼ ଠାକୁରଙ୍କୁ ଛେରାପହଁରା କରୁଛନ୍ତି ଗଜପତି ମହାରାଜା
ପୁରୀ,୨୭ା୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
କେନ୍ଦୁଝର ଶ୍ରୀଜୀଉଙ୍କ ନିଆରା ଭୋଗ
କେନ୍ଦୁଝର ଜିଲାର ରାଷ୍ଟ୍ରଦେବତା ଶ୍ରୀବଳଦେବଜୀଉଙ୍କୁ ଲାଗି ହେଉଥିବା ବିଭିନ୍ନ ଭୋଗ ମଧ୍ୟରୁ ତାଟ ଭୋଗ ଓ ଖେଚୁଡ଼ି ଅନ୍ୟତମ। ମନ୍ଦିର ହେବା ଦିନଠାରୁ ତାଟ ଭୋଗ ଲାଗି ପରମ୍ପରା ରହିଛି। ଖିରି, କାକରା, କର୍ପୂରକେଳି, ଝିଲ୍ଲି ଓ ମନୋହର ଆଦି ମିଷ୍ଟାନ୍ନକୁ…
ବଡ଼ଦାଣ୍ଡରେ ଚେତା ହରାଇଲେ ଶ୍ରଦ୍ଧାଳୁ
ପୁରୀ,୨୭।୬: ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗାଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। ଅନ୍ୟପକ୍ଷେ ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଠେଲାପେଲା ଗହଳି ହେବା ସହ ଲୋକେ ବ୍ୟାରିକେଡ ଭାଙ୍ଗିବାକୁ…
Archives


