ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…
ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ ଦ୍ରବ୍ୟର ଆଦାନ ପ୍ରଦାନ ମାଧ୍ୟମରେ ବିପଣନ କରୁଥିଲା। ଏହି କ୍ରମରେ ନିଜ ପାଖରେ ଥିବା…
ଓଏଚ୍ଆର୍ସିରେ ବ୍ୟକ୍ତିଗତ ହାଜର ପାଇଁ ବିଏମ୍ସି କମିଶନରଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୮ା୪ (ବନ୍ଦନା ସେଠୀ): ଭୁବନେଶ୍ୱର ଓକିଲଙ୍କ ଅସ୍ଥାୟୀ ବୈଠକ ଗୃହ ଭଙ୍ଗା ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ରେ ବ୍ୟକ୍ତିଗତ ଭାବେ ହାଜର ହେବେ ବିଏମ୍ସି କମିଶନର। ମେ’ ୨୨ରେ ହାଜର ହୋଇ ପକ୍ଷ ରଖିବାକୁ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର…
ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ
ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ…
ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି
ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର ଜଳ ପତ୍ତନ ବୃଦ୍ଧି, ମୃତ୍ତିକା ଓ ଜଙ୍ଗଲ ଅବକ୍ଷୟ, ବୃହତ୍ ଜଙ୍ଗଲ ସହିତ ପାହାଡ଼ରେ…
ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା
ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ। ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ ହେବା ଘଟଣାକୁ ନେଇ ତୁମ୍ବି ତୋଫାନ ଥମି ନ ଥିବା ବେଳେ ରବିବାର ଗେଲପୁରସ୍ଥିତ…
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାସହ, ଇ-କମର୍ସ କମ୍ପାନୀଗୁଡ଼ିକର ଅନିୟମିତ କାର୍ଯ୍ୟକଳାପ ଉପରେ…
ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?
ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି କଟାଇବାକୁ ଯାଇଥିଲେ, ସେମାନଙ୍କୁ ହତ୍ୟା କରାଯାଇଛି। ଏହାପରେ ଭାରତ ସରକାର ଭାରତରେ ଥିବା…
ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍ କାରଣ ଜଣାପଡ଼ି ନ ଥିଲେ ହେଁ ଫଟୋ ଉଠାଉଥିବା ବେଳେ ଗୋଡ଼ ଖସିଯିବାରୁ ପାଣିରେ ଖସି…
OCS ମେନ୍ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍
ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ…
UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ ହୋଇ ସିରିଏଲ ନଂ ୨୧୨ ର଼୍ୟାଙ୍କ ରଖି ସର୍ବ ଭାରତୀୟ ପ୍ରଶାସନିକ ସେବା ଲାଗି…
ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍
ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍। ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ ଭିଜା…
ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ
ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ ମାଳିଯୁବାଙ୍ଗ…
Archives


